-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀର୍ଘଦିନ ଧରି ହୋଟେଲରେ ଚାଲିଥିଲା ଜୁଆଖେଳ   (07-May-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ମହୋତ୍ସବ ହେବ ଜୁନ ୨୮ ରେ    (07-May-2026)       ||      ପୁଇଁନ୍ତଲା ବ୍ଲକ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା    (07-May-2026)       ||      ସାମାଜିକ ସୁରକ୍ଷା ଯୋଜନା ପ୍ରତି ଧ୍ୟାନ ଦିଅନ୍ତୁ ପ୍ରଶାସନ - ନରସିଂହ   (07-May-2026)       ||      ପ୍ରେମରେ ଅସଫଳ ହେବାରୁ ପ୍ରେମୀ ଯୁଗଳ ଙ୍କ ଆତ୍ମହତ୍ୟା l   (07-May-2026)       ||      ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର   (07-May-2026)       ||      ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ    (07-May-2026)       ||      ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   (07-May-2026)       ||      ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   (07-May-2026)       ||      *ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   (07-May-2026)       ||      ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା    (07-May-2026)       ||      ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   (07-May-2026)       ||      କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   (07-May-2026)       ||      ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   (07-May-2026)       ||      ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ    (07-May-2026)       ||      କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||     

HOME   ଜିଲ୍ଲା

ବଲାଙ୍ଗିର ନାଗରିକ କମିଟିର ବୃକ୍ଷରୋପଣ

01-Aug-2023



ବଲାଙ୍ଗୀର, ଆଜି ବଲାଙ୍ଗୀର ସହର ଉପକଣ୍ଠସ୍ଥ ପୁଇଁନ୍ତଳା ତହସିଲ କାର୍ଯ୍ୟାଳୟ ପ୍ରାଙ୍ଗଣରେ ନାଗରିକ କମିଟି ଓ ବନ ବିଭାଗର ମିଳିତ ଆନୁକୂଲ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଲିମ୍ବ, ଆମ୍ବ, ପାଟୁଳି, ଅଁଳା, ବାହାଡା ଓ କୃଷ୍ଣଚୂଡା ପ୍ରଭୁତି ମୂଲ୍ୟବାନ ବୃକ୍ଷ ଗୁଡିକ ରୋପଣ କରାଯାଇଛି । ଏହି ପରିପ୍ରେକ୍ଷୀରେ ନାଗରିକ କମିଟିର ସାଧାରଣ ସଂପାଦକ ମନୋରଂଜନ ସାହୁଙ୍କ ନେତୃତ୍ୱରେ ଏକ ବୈଠକ ମଧ୍ୟ ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଅତିଥି ରୂପେ ତହସିଲଦାର ରୋହିତ ଭୋଇ ଯୋଗ ଦେଇ ନାଗରିକ କମିଟିର ଉକ୍ତ ପଦକ୍ଷେପକୁ ପ୍ରଶଂସା କରିଥିଲେ ।

ସମ୍ମାନିତ ଅତିଥି ଭାବେ ରେଂଜର କେଶବ କିଶୋର ନାୟକ ଯୋଗ ଦେଇ ନାଗରିକ କମିଟିର ସହଯୋଗରେ ସହର ମଧରେ ଥିବା ଡିଭାଇଡର ମାନଙ୍କରେ ବୃକ୍ଷରୋପଣ କରାଯିବ ବୋଲି କହିଥିଲେ । ନାଗରିିକ କମିଟିର ଉପସଭାପତି ନିତ୍ୟାନନ୍ଦ ମିଶ୍ର, ଗଜେନ୍ଦ୍ର ଭ୍ରମର, ପଙ୍କଜିନୀ ପଣ୍ଡା, ପର୍ଶୁରାମ ନାୟକ, ଦିବାକର ହୋତା, ସରୋଜ ଚୋପଦାର, ପୀତବାସ ପଣ୍ଡା, ପ୍ରଶାନ୍ତ ପଟ୍ଟନାୟକ ଓ ଫରେଷ୍ଟର ଚିନ୍ମୟ କୁମାର ପ୍ରଧାନ ବୃକ୍ଷରୋପଣରେ ସାହାଯ୍ୟ କରିଥିବା ବେଳେ ତହସିଲ ଅଫିସର ଆଶୁତୋଷ ପଟ୍ଟନାୟକ, ପ୍ରଫୁଲ୍ଲ ସା, ଅଭିଳାଷ ବାବୁ, ଶୀଖାରାଣୀ ଭୋଇ, ସଂକର୍ଷଣ ରାଉତ ପ୍ରମୁଖ ଉପସ୍ଥିତ ଥିଲେ । ସହସଂପାଦକ ଚକ୍ରପାଣି ଦାଶ ଧନ୍ୟବାଦ ଅର୍ପଣ କରଥିଲେ । 


News Comment




Photo in News

Advertisment
Lastest News
  ରାଜ୍ୟ  
ଦୀର୍ଘଦିନ ଧରି ହୋଟେଲରେ ଚାଲିଥିଲା ଜୁଆଖେଳ   07-May-2026
  ରାଜ୍ୟ  
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ମହୋତ୍ସବ ହେବ ଜୁନ ୨୮ ରେ   07-May-2026
  ରାଜ୍ୟ  
ପୁଇଁନ୍ତଲା ବ୍ଲକ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା   07-May-2026
  ଜିଲ୍ଲା  
ସାମାଜିକ ସୁରକ୍ଷା ଯୋଜନା ପ୍ରତି ଧ୍ୟାନ ଦିଅନ୍ତୁ ପ୍ରଶାସନ - ନରସିଂହ   07-May-2026
  ଜିଲ୍ଲା  
ପ୍ରେମରେ ଅସଫଳ ହେବାରୁ ପ୍ରେମୀ ଯୁଗଳ ଙ୍କ ଆତ୍ମହତ୍ୟା l   07-May-2026
  ରାଜ୍ୟ  
ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର   07-May-2026
  ଜିଲ୍ଲା  
ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ   07-May-2026
  ଜିଲ୍ଲା  
ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   07-May-2026
  ଜିଲ୍ଲା  
ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   07-May-2026
  ଜିଲ୍ଲା  
*ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   07-May-2026
  ଜିଲ୍ଲା  
ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା   07-May-2026
  ଜିଲ୍ଲା  
ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   07-May-2026

You Might Also Like