-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ରେଢ଼ାଖୋଲରେ ବ୍ଳକ ସ୍ତରୀୟ ଶିଶୁ ଜୀବନ ଶୈଳୀ ଶିକ୍ଷା ଓ ଯୈାନ ନିର୍ଯ୍ୟାତନା ରୋକିବା ପ୍ରଶିକ୍ଷଣ ଶିବିର ।

12-Dec-2020



ରେଢ଼ାଖୋଲ ( ଅନିଲ କୁମାର ପୃଷ୍ଟି ) ଆଜି ଭାରତ ନିର୍ମାଣ ରାଜୀବ ଗାନ୍ଧି ସେବା କେନ୍ଦ୍ର ଚାରମାଳ ଠାରେ ଆଦର୍ଶ ଚାଇଲ୍ଡ ଲାଇନ ପକ୍ଷରୁ 

ବ୍ଲକ ସ୍ତରୀୟ ଗ୍ରାମାଞ୍ଚଳର କିଶୋରୀ ବାଳିକା ଓ କିଶୋର ବାଳକ ମାନଙ୍କୁ ତାଙ୍କର ଜୀବନ ଶୈଳୀ ଶିକ୍ଷା ସହିତ ଶିଶୁ ମାନଙ୍କ ପ୍ରତି ଯୌନ ନିର୍ଯ୍ୟାତନା ରୋକିବା ବିଷୟରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ କରାଯାଇଥିଲା l ଏଥିରେ ଶିଶୁ ମାନଙ୍କ ଅଧିକାର, ଯତ୍ନ ଓ ସୁରକ୍ଷା ସହିତ ସୁରକ୍ଷିତ ସ୍ପର୍ଶ ଏବଂ ଅସୁରକ୍ଷିତ ସ୍ପର୍ଶ କଣ ସେ ବିଷୟରେ ମଧ୍ୟ ପୁଂଖାନୁପୁଙ୍ଖ ବୁଝାଯାଇଥିଲା l ଶିଶୁ ମାନଙ୍କ ପାଇଁ ଜରୁରୀକାଳୀନ ଦିବା/ରାତ୍ରି ନିଃଶୁଳ୍କ ସେବା ଯୋଗାଉଥିବା ଚାଇଲଡଲାଇନ ନମ୍ବର 1098 କୁ ସମସ୍ତେ ମନେ ରଖି କାମରେ ଲଗାଇବା ପାଇଁ ଜଣାଇ ଦିଆ ଯାଇଥିଲା l ଏଇ ନମ୍ବର ଯଦି ନ ଲାଗିଲା ସ୍ଥାନୀୟ ପୋଲିସ କୁ ତୁରନ୍ତ ଜଣାଇବେ, ନଚେତ ଶିଶୁ କଲ୍ୟାଣ ସମିତି ଓ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗର ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ମଧ୍ୟ ଜଣାଇପାରିବେ ବୋଲି କୁହାଯାଇଥିଲା l ଏହି କାର୍ଯ୍ୟକ୍ରମ ରେ ଆଦର୍ଶ ଚାଇଲ୍ଡ ଲାଇନ ସମ୍ବଲପୁରର ସଂଯୋଜକ ଯଦୁମଣି କୁମ୍ଭାର ଓ ଜ୍ୟୋତି ରାଣୀ ଶତପଥୀ ପରିଚାଳନା କରିଥିବା ବେଳେ ରେଢ଼ାଖୋଲ ଚାଇଲ୍ଡ ଲାଇନର ସଂଜୟ ସାଗର , ପୁରୁଷୋତ୍ତମ ଭୋଇ , ଜ୍ୟୋସ୍ନା ନାଏକ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like