-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଭୁଷୁଡ଼ି ପଡିଲା ସ୍ମାର୍ଟ ସ୍କୁଲ ପାଚେରୀ :  ନିମ୍ନମାନର କାମ ଅଭିଯୋଗ : ତଦନ୍ତ ଦାବୀ କଲେ ଗ୍ରାମବାସୀ 

01-Aug-2023



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): ଶିକ୍ଷାରେ ଉନ୍ନତି ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି । ଖାସ୍ କରି ଆଦିବାସୀଙ୍କ ବିକାଶ ପାଇଁ କୋଟି କୋଟି ଟଙ୍କା ବି ଖର୍ଚ୍ଚ କରୁଛନ୍ତି । ଆଦିବାସୀ ଛାତ୍ରଛାତ୍ରୀମାନେ କିପରି ଗୁଣାତ୍ମକ ଶିକ୍ଷାରୁ ବଞ୍ଚିତ ନହେବେ, ସେଥ‌ିପାଇଁ ନିର୍ମାଣ ହେଉଛି ନୂତନ ନୂତନ ସ୍ମାର୍ଟ ବିଦ୍ୟାଳୟ । ଏଠାରେ ପାଠ ପଢିବା ସହ ସମସ୍ତ ପ୍ରକାରର ବ୍ୟବସ୍ଥା କରାଯାଇଛି । ହେଲେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟରେ ଏହାର ପୁରା ଅଲଗା ଚିତ୍ର ଦେଖିବାକୁ ମିଳିଛି । ବର୍ତ୍ତମାନ ଏକ ସପ୍ତାହ ହେଲା ସମଗ୍ର ଜିଲ୍ଲାରେ ଲଗାଣ ବର୍ଷା ଲାଗି ରହିବା ଏବଂ ବିଦ୍ୟାଳୟ ର ପାଚେରୀ କାର୍ଯ୍ୟ ଅତି  ନିମ୍ନମାନର କାମ ହୋଇଥିବା ଯୋଗୁଁ

ଭାଙ୍ଗିପଡ଼ିଛି ପାଚେରୀ । କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡାରେ ଥ‌ିବା ସରକାରୀ ଉଚ୍ଚ ବିଦ୍ୟାଳୟଟି ପ୍ରଥମ ପର୍ଯ୍ୟାୟରେ ସ୍ମାର୍ଟ ସ୍କୁଲ ଭାବେ  ଘୋଷଣା ଲାଗି ୪୦ ଲକ୍ଷରୁ ଅଧ‌ିକ ଟଙ୍କା ଖର୍ଚ୍ଚ କରାଯାଇଥିଲା । ହେଲେ ପୁନର୍ବାର ପାଚେରୀ ନିର୍ମାଣ ପାଇଁ ପଇସା ହୋଇନଥିବାରୁ ବ୍ଳକ ତରଫରୁ ନୂତନ ପାଚେରୀ ନିର୍ମାଣ ପାଇଁ ଟଙ୍କା ମଞ୍ଜୁର କରାଯାଇଥିଲା ।ତେବେ ନୂତନ ପାଚେରୀ ନିର୍ମାଣ କରାଗଲା, ହେଲେ ନିର୍ମାଣର ଏକ ବର୍ଷ ଭିତରେ ଭାଙ୍ଗିପଡିଲା ପାଚେରୀ । ନିମ୍ନ ମାନର କାମ ଲାଗି ପାଚେରୀ ଭାଙ୍ଗିଥ‌ିବା ଜଣାପଡିଛି । ବର୍ତ୍ତମାନ ଏହି ବିଦ୍ୟାଳୟରେ ୨୨୫ ଜଣ ଛାତ୍ରଛାତ୍ରୀ ପାଠ ପଢୁଛନ୍ତି ।

ବିଭାଗୀୟ ଅଧିକାରୀମାନେ ସବୁ ଜାଣିଶୁଣି ଚୁପ୍ ବସୁଛନ୍ତି । ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି । ଏଥି ପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେଇ ଉନ୍ନତ ମାନର ପାଚେରୀ ନିର୍ମାଣ କରିବା ସହ ନିମ୍ନ ମାନର ପାଚେରୀ ନିର୍ମାଣ କରିଥିବା ଠିକାଦାରଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଗ୍ରାମବାସୀ ଙ୍କ ତରଫରୁ ପ୍ରବଳ ଦାବୀ ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like