-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁରୀ ଦିବସ ଙ୍କୁ ଅଭିନବ ଢଙ୍ଗରେ ପାଳିଳା ଇନରହ୍ଵିଲ କ୍ଲବ ଅଫ ବରଗଡ଼: ଦୁଇ ମହିଳା ବୁଣାକାର ଙ୍କୁ ସମ୍ବର୍ଦ୍ଧନା

01-Aug-2023



ବରଗଡ:-ପଶ୍ଚିମ ଓଡିଶା ରେ ଏକ ଅଗଷ୍ଟ ସମ୍ବଲପୁରୀ ଦିବସ କୁ ନେଇ ବେସ ଉତ୍ସାହ ପରିଲକ୍ଷିତ ହୋଉ ଥିବା ବେଳେ ଏହି ଦିନ କୁ ଏକ ନିଆରା ଢଙ୍ଗ ରେ ପାଳନ କରିଛି ବରଗଡ଼ ର ଅଗ୍ରଣୀ ମହିଳା ସ୍ବେଛାସେବୀ ଅନୁଷ୍ଠାନ ଇନରହ୍ଵିଲ କ୍ଲବ ଅଫ ବରଗଡ଼. ଏହି ଅବସରରେ କ୍ଲବ ସଦସ୍ୟା ବରହାଗୁଡାରେ ବୁଣାକାର ବସ୍ତି କୁ ଯାଇ ସେଠାରେ ରହୁଥିବା ପ୍ରାୟ 200 ପରିବାରଙ୍କ ସହ ସମ୍ବଲପୁରୀ ଦିବସ ପାଳନ କରି ଥିବା ବେଳେ କ୍ଳବ ପକ୍ଷରୁ ଦୁଇ ମହିଳା ବୁଣାକାର ମୁକ୍ତାରାନୀ ମେହେର ଏବଂ ନାଲିନୀ ମେହେରଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ବିଭିନ୍ନ ଗୁଣବତ୍ତା ଏବଂ ଡିଜାଇନର ମନପସନ୍ଦ ର ସମ୍ବଲପୁରୀ ଲୁଗା ବୁଣିବା ଦ୍ୱାରା ସମ୍ବଲପୁରୀ ବସ୍ତ୍ର କୁ ବିଶ୍ୱ ପ୍ରସିଦ୍ଧ କରିବାରେ ଏହି ବୁଣାକାରଙ୍କ ଅବଦାନକୁ ଅସ୍ୱୀକାର କରାଯାଇପାରିବ ନାହିଁ. ଏହି କଳାକୁ ଉତ୍ସାହିତ କରିବା ଏବଂ ମହିଳା ସଶକ୍ତିକରଣକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଉକ୍ତ ମହିଳା ବୁଣାକାର ମାନଙ୍କୁ ସମ୍ବର୍ଦ୍ଧିତ କରା ଯାଇଛି ବୋଳି ପୂର୍ବ ଡିଷ୍ଟ୍ରିକ୍ଟ ଚେୟାରମେନ ମମତା ପୁରୋହିତ ପରିପ୍ରକାଶ କରିଥିଲେ. କ୍ଲବ ସଭାନେତ୍ରୀ ସୁମନ ଅଗ୍ରୱାଲ, ସମ୍ପାଦିକା ଅସୀମା ବୀସୋଇ, ସହ ସମ୍ପାଦିକା ରିତୁ ସାନନ, ଆଇଏସଓ ମୁସ୍କାନ ଅଗ୍ରୱାଲ, ନବେଦିତା ପୂଜାରୀ, ଜୟନ୍ତି ବେହେରା ପ୍ରମୁଖ ଏହି ଉତ୍ସବରେ ଉପସ୍ଥିତ ରହି ବୁଣାକାର ମାନଙ୍କୁ ଉତ୍ସାହିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like