-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ନୂତନ ଭାବେ ସ୍ୱୀକୃତି ପାଇଥିବା + ୨ ମହାବିଦ୍ୟାଳୟ ର ଉଦଘାଟନୀ ସମାରୋହ ଉତ୍ସବ

01-Aug-2023



ଆଗଲପୁର, (ବିନୋଦ କୁମାର ଦୀପ) ଆଗଲପୁର ବ୍ଲକ ଅନ୍ତର୍ଗତ କୁଟାସିଂହା 5 ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ନୂତନ ଭାବେ ସ୍ୱୀକୃତି ପାଇଥିବା + ୨ କଲେଜ ର ଉଦଘାଟନୀ ସମାରୋହ ହୋଇଯାଇଛି l କଲେଜ ର ଅଧ୍ୟକ୍ଷ ଶ୍ରୀ ସୁବୋଧ କୁମାର ମିଶ୍ର ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବେ ବଲାଙ୍ଗୀର ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ ଯୋଗ ଦେଇଥିବା ବେଳେ, ମୁଖ୍ୟବକ୍ତା ଭାବରେ ଆଗଲପୁର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳି ଦାସ ଯୋଗ ଦେଇଥିଲେ l ସମ୍ମାନିତ ଅତିଥି ଭାବେ ଆଗଲପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶ୍ରୀ ରୀନା କୁମାରୀ ବେହେରା, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରଜନୀକାନ୍ତ ସାହୁ, ଡିଗ୍ରୀ ମେହେର ସରପଞ୍ଚ କୁଟାସିଂହା ଏବଂ ପୁଷ୍ପାଞ୍ଜଳି ବେହେରା ସମିତିସଭ୍ୟା କୁଟାସିଂହା ପଂଚାୟତ ଯୋଗ ଦେଇଥିଲେ।  ଏହି ସମାରୋହରେ ନୂତନ ଭାବେ ନିଯୁକ୍ତି ପାଇଥିବା ଅଧ୍ୟାପକ, ଅଧ୍ୟାପିକା ଓ ନୂତନ ଭାବରେ କଲେଜ ରେ ନାମ ଲେଖାଇଥିବା ଛାତ୍ରଛାତ୍ରୀ ଙ୍କୁ ସ୍ୱାଗତ କରାଯାଇଥିଲା l

ସଭାକାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ ସମସ୍ତ ଅତିଥିଙ୍କୁ ଫୁଲତୋଡ଼ା ଦେଇ ସ୍ୱାଗତ କରାଯାଇଥିଲା l ବିଦ୍ୟାଳୟ ର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଯୋଗଦେଇ ନୂତନ ଛାତ୍ରଛାତ୍ରୀ ଓ ଅଧ୍ୟାପକ ଅଧ୍ୟାପିକା ମାନଙ୍କୁ ସ୍ଵାଗତ କରିଥିଲେ l ସମସ୍ତ ଅତିଥି ଗଣ ଶିକ୍ଷା ଉପରେ ନିଜ ନିଜର ମନ୍ତବ୍ୟ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like