-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁରୀ ଲେଖକ ପରିଷଦ ପକ୍ଷରୁ ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜୟନ୍ତୀ ତଥା ସମ୍ବଲପୁରୀ ଦିନ୍‌ ପାଳିତ

02-Aug-2023



ଭୋଜପୁର (ସଂଜୀବ ପାଣିଗ୍ରାହୀ )
 ସମ୍ବଲପୁରର ଅଗ୍ରଣୀ  ସମ୍ବଲପୁରୀ ସାହିତ୍ୟାନୁଷ୍ଠାନ ସମ୍ବଲପୁରୀ ଲେଖକ ପରିଷଦ ଆନୁକୁଲ୍ୟରେ ଜମନକିରା ବ୍ଲକ ଭୋଜପୁର ସ୍ଥିତ ବିଛାଲାଲ ରାମଚନ୍ଦ୍ର ଗୁପ୍ତା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗୁରୁ ସତ୍ୟନାରାୟଣ ବହିଦାରଙ୍କ ୧୦୮ତମ ଜୟନ୍ତୀ ତଥା ସମ୍ବଲପୁରୀ ଦିନ୍‌  ବିପୁଳ ଉତ୍ସାହ ଉଦ୍ଦିପନାରେ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ପ୍ରତାପ ମହାକୁଲଙ୍କ ପୌରୋହିତ୍ୟରେ ଆୟୋଜିତ ହୋଇଥିବା ଏହି ସଭାରେ ବିଶିଷ୍ଟ ଭାଷାବିଜ୍ଞାନୀ ଡ. ପିତାମ୍ବର ବେହେରା ଯୋଗଦେଇ ସମ୍ବଲପୁରୀ ଭାଷା ଉପରେ ସାଂସ୍କୃତିକ ପ୍ରଭୁତ୍ୱ ଉପରେ ବକ୍ତବ୍ୟ ରଖି କହିଲେ ଯେ ଓଡିଆ ଭାଷା ଯେପରି ବଙ୍ଗଳା ଭାଷାର ପ୍ରଭୁତ୍ୱ ବିରୁଦ୍ଧରେ ଯାଇ ଆନ୍ଦୋଳନର ପନ୍ଥା ଗ୍ରହଣ କରିଥିଲା ଆଜି ସମ୍ବଲପୁରୀ ଭାଷା ସକାଶେ ମଧ୍ଯ ସେଭଳି ଏକ ଭାଷା ଆନ୍ଦୋଳନର ସମୟ ଆସିଛି। ସେ ଅର୍ଥଗତ,ବ୍ୟାକରଣଗତ, ଉଚ୍ଚାରଣ ଓ ବ୍ୟବହାରଗତ ବିଭିନ୍ନ ଦିଗରୁ ସମ୍ବଲପୁରୀ ଭାଷାର ସ୍ୱାତନ୍ତ୍ର୍ୟ ଥିବା ଦର୍ଶାଇ ଏହି ଭାଷାରେ ବେଶିରୁ ବେଶି ସାହିତ୍ୟ ସୃଷ୍ଟି  ତଥା ବିବିଧ ଲେଖାମାନ ବ୍ୟବହାରିକ ଭବରେ ପ୍ରୟୋଗରେ ଆସିବା ଉଚିତ ବୋଲି ମତ ଦେଇଥିଲେ। ଲେଖକ ପରିଷଦର ସଭାପତି ମୁକ୍ତକଣ୍ଠ ପ୍ରଧାନ ସତ୍ୟନାରାୟଣ ବହିଦାରଙ୍କ ରଚନା ଶୈଳୀ ଉଚ୍ଚାଙ୍ଗ ଶବ୍ଦ ଗୁମ୍ଫନ ଉପରେ ଆଲୋଚନା କରିଥିବା ବେଳେ ସମ୍ପାଦକ ଦେବାର୍ଚ୍ଚନ ଠାକୁର ସତ୍ୟନାରାୟଣ ଗ୍ରନ୍ଥାବଳୀର ଦ୍ୱିତୀୟ ସଂସ୍କରଣ ଶିଘ୍ର ପ୍ରକାଶିତ ହେବା ନିହାତି ଜରୁରୀ ବୋଲି ତାଙ୍କ ଭାଷଣରେ ମତବ୍ୟକ୍ତ କରିଥିଲେ। ସହସମ୍ପାଦକ ଡ. ସିଦ୍ଧାର୍ଥ ପଣ୍ଡା ଭାଷା ସହ ସାଂସ୍କୃତିକ ସଂରକ୍ଷଣର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ। ଅଧ୍ୟାପକ ଜନ୍ମେଜୟ କୁମୁରା ସଭା ସଂଯୋଜନା କରିଥିବା ବେଳେ ଅଧ୍ୟାପିକା ଅନିତା ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ। ଅଧ୍ୟାପିକା ସୁହାସିନୀ ଶତପଥି ସମ୍ବଲପୁରୀ ଗୀତ ପରିବେଷଣ କରିଥିବା ବେଳେ ଛାତ୍ରଛାତ୍ରୀମାନେ ମଧ୍ୟ ସମ୍ବଲପୁରୀ ନୃତ୍ଯ ଓ ଗୀତର ଆସର ଜମାଇ ଦେଇଥିଲେ।ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଶତାଧିକ ଛାତ୍ରଛାତ୍ରୀଙ୍କ ସମେତ ସୁନୀଲ କୁମାର ନାଏକ,ଉପମା ମହାପାତ୍ର ପ୍ରମୁଖ ଅଂଚଳର ବହୁ ମାନ୍ୟଗଣ୍ୟ ଶିକ୍ଷାପ୍ରେମି ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like