-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ବର୍ଷା ରେ ବି ଲୋକଙ୍କ ଭିଡ଼ କମିଲାନି ଭବ୍ୟତା ର ସହକାରେ ସମ୍ପନ୍ନ ହେଲା ୧୧ ତମ ରାଜ୍ୟସ୍ତରୀୟ ସମ୍ବଲପୁରୀ ଦିନ୍ କାର୍ଯ୍ୟକ୍ରମ

02-Aug-2023



ସମ୍ବଲପୁର( ସଂଜୀବ ପାଣିଗ୍ରାହୀ )
 ପଶ୍ଚିମାଞ୍ଚଲ୍ ଏକତା ମଞ୍ଚ୍ ତରଫରୁ ଆଜି ସମ୍ବଲପୁର କଚେରୀ ଛକ ଠାରେ ୧୧ ତମ ରାଜ୍ୟସ୍ତରୀୟ ସମ୍ବଲପୁରୀ ଦିନ କାର୍ଯ୍ୟକ୍ରମ ବହୁ ଆଡମ୍ବର ସହିତ ସମ୍ପନ୍ନ ହୋଇଛି । ପ୍ରବଳ ବର୍ଷା ସତ୍ବେ ବି ନା କମିଥିଲା ଆୟୋଜକ ଙ୍କ ଯୋସ୍ ନା କମିଥିଲା ଦର୍ଶକ ଙ୍କ ଭିଡ । ସକାଳେ sambalpuri କବିତାପାଠ ଅନୁଷ୍ଠିତ ହୋଇଥିଲା, କାର୍ଯକ୍ରମ କୁ ଗୁନରଞ୍ଜନ ସଲିମା ସଭାପତିତ୍ବ କରିଥିଲେ ପାଙ୍କଜିନି ମେହେର, ଲଳିତ ବେବର୍ତ୍ତା, ସ୍ଵୟଂପ୍ରକାସ ପଣ୍ଡା ଓ ବାବଲୁ ବାଗ ସଂଯୋଜନା କରିଥିଲେ। ପୁର୍ବତନ ମନ୍ତ୍ରୀ ଶ୍ରଯୁକ୍ତ ପ୍ରସନ୍ନ ଆଚାର୍ଯ୍ୟ ଓ  ଶ୍ରୀଯୁକ୍ତ ନାଉରୀ ନାୟକ ଓ ରେଙ୍ଗାଲି ବିଧାୟକ ମାଁ ସମଲେଇ ଙ୍କ ଠାରେ ଦୀପ ପ୍ରଜ୍ବଳନ କରିବା ସହ ଗୁରୁଶ୍ରୀ ସତ୍ୟ ନାରାୟଣ ବହିଦାର ଓ ଶ୍ରୀଧର ପ୍ରଧାନ ଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଇ କାର୍ଯ୍ୟକ୍ରମ ର ଶୁଭ ଉଦଘାଟନ କରିଥିଲେ  ।
  ସନ୍ଧ୍ୟାରେ ଯୋଜନା ଓ ସମନ୍ବୟ ମନ୍ତ୍ରୀ ଶ୍ରୀଯୁକ୍ତ ରାଜେନ୍ଦ୍ର ପ୍ରସାଦ ଢୋଲକିଆ, ଆଇ.ଆଇ.ଏମ୍ ନିର୍ଦ୍ଦେଶକ ପ୍ରଫେସର ମହାଦେଓ ଜୟସୱାଲ, ବିକାସ ଗ୍ରୁପ ର ଅଧ୍ୟକ୍ଷ ଡି.ମୁରଲୀ କ୍ରିଷ୍ଣା, ସମ୍ବଲପୁର ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ କୁମୋଦିନି ନାୟକ ପ୍ରମୁଖ ଉପସ୍ଥିତ ରହି ଚଳିତ ବର୍ଷ ର ଗୁରୁଶ୍ରୀ ସତ୍ୟନାରାୟଣ ବହିଦାର ଜାତୀୟ ସମ୍ବଲପୁରୀ ସମ୍ମାନ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମ ରେ ଜିଲ୍ଲାପାଳ ଅନ୍ୟାନ୍ୟ ଦାସ ଏସପି ମୁକେଶ ଭାମୁ, ମହା ନଗର ନିଗମ କମିଶନର bedbhusan ଭୋଇ ସାମିଲ ହୋଇଥିଲେ।। କାର୍ଯକ୍ରମ ର ମୁଖ୍ୟ ଆକର୍ଷଣ ଭାବେ ଶାନ୍ତନୁ ସାହୁ, ଶୀତଳ ସାହୁ, ଉମାକାନ୍ତ ବାରିକ୍, ରବୋରତ୍ନ ବାଗ, ଫତାଇଖାଇଲି ବେଲାଳ ର ଗାୟିକା ନୂର୍ ବେଗମ୍, , ଓ ସତ୍ରୁଘନ ଲୁହା , ଲିପିକା ବିଭାର,ଚେତନମୟୀ,ମାନସ ଷଡ଼ଙ୍ଗୀ, ପ୍ରିତିନନ୍ଦପ୍ରମୁଖ ଆକର୍ଷଣ ଥିଲେ, କାୟକ୍ରମ୍ କୁ ପଶ୍ଚିମାଞ୍ଚଳ ଇକ୍ତା ମଞ୍ଚ ର ଆବହାକ ଭୱନିଶ ଭୋଇ, ମୁଖ୍ୟ ସଂଯୋଜକ ମାନସ ବକ୍ସି, ସଂଗଠନ ସଂଯୋଜକ ସୁବୋଧ ଦୋରା , ସମ୍ବଲପୁରୀ ଦିନ ସଂଯୋଜକ ଡ ପ୍ରମୋଦ ରଥ କାର୍ଯକ୍ରମ ପରିଚାଳନା କରିଥିଲେ , ତର୍ପଣ ପ୍ରଧାନ, ସତ୍ୟନାରାୟଣ ସାହୁ, ଅଞ୍ଜନ ପଢ଼ାନ, ଅମୃତ ପଣ୍ଡା, ସାଂସ୍କୃତିକ,ଦିବ୍ୟାନି ଚଇନି ପ୍ରମୁଖ ସଂଯୋଜନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like