-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ସ୍ୱତନ୍ତ୍ର ଆଦିବାସୀ ଉନ୍ନୟନ ପରିଷଦରେ ବ୍ରଜ ମୋହନ ବିଶୋଇ ଙ୍କୁ ଅଧ୍ୟକ୍ଷ ନିଯୁକ୍ତି..ମୁଖ୍ୟମନ୍ତ୍ରୀ ଙ୍କୁ କୃତଜ୍ଞତା ଏବଂ ଅଧ୍ୟକ୍ଷ ବିଶୋଇ ଙ୍କୁ ଅଭିନନ୍ଦନ ଜଣାଇଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି

02-Aug-2023



ବଲାଙ୍ଗିର:  ବଲାଙ୍ଗିର ଜ଼ିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ ର ଅଧ୍ୟକ୍ଷ ଭାବରେ ଆଦିବାସୀ ନେତା  ତଥା ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର ପ୍ରତିଷ୍ଠାତା ସଭ୍ୟ ବ୍ରଜ ମୋହନ ବିଶୋଇ ନିଯୁକ୍ତି କରିଥିବାରୁ ଓଡିଶା ର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କୁ କୃତଜ୍ଞତା ଜଣାଇଛନ୍ତି ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି l ଏହା ସହିତ ନବ ନିଯୁକ୍ତ ଅଧ୍ୟକ୍ଷ ଶ୍ରୀ ବିଶୋଇ ଙ୍କୁ ସାଂସଦ ଶ୍ରୀ ବିଶି ଅଭିନନ୍ଦନ ଜଣାଇଛନ୍ତି l  ଓଡିଶା ସରକାର ସ୍ୱତନ୍ତ୍ର ଆଦିବାସୀ ଉନ୍ନୟନ ପରିଷଦ ରେ ବଲାଙ୍ଗିର ଜିଲ୍ଲାକୁ ସାମିଲ କରି ଆଦିବାସୀ ମାନଙ୍କ ବିକାଶ କୁ ଦ୍ବିଗୁଣିତ କରିବାର ଯୋଜନା କୁ  ସାଂସଦ ଶ୍ରୀ ବିଶି ପ୍ରଶଂସା କରିଛନ୍ତି । ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଦ୍ୱାରା ଆଦିବାସୀମାନଙ୍କର ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ, ଜମି ଜଳ, ଜଙ୍ଗଳ, ଜୀବନ ଜୀବିକାର ବିକାଶ ହେବା ସହିତ ଆଦିବାସୀ ସଂସ୍କୃତି ନୃତ୍ୟ, ଗୀତ, ବାଦ୍ୟ, ସଙ୍ଗୀତ, ଐତିହ୍ୟ, ପୂଜାପୀଠ ସ୍ଥଳି ଗୁଡିକର ସୁରକ୍ଷା, ସଂରକ୍ଷଣ ପୁନଃରୁଦ୍ଧାର ହେବ । ଆଦିବାସୀମାନଙ୍କ ଜାନୀ ଯାତ୍ରା, ପର୍ବପର୍ବାଣୀ, ଚାଳିଚଳଣୀ ପ୍ରଥ ପରମ୍ପରା, ରୀତିନୀତି, ଭାଷା ଧର୍ମ, ମ୍ୟୁଜିୟମ, କଲ୍ୟାଣ ମଣ୍ଡପ, ସାମାଜିକ ଭବନ, ଗୋଷ୍ଠି ଗୃହ, ଲାଇବ୍ରେରୀ ହଳ, ପାରମ୍ପରୀକ ବଜାର ହାଟ, ବନଜାତ ଦ୍ରବ୍ୟ ସଂଗ୍ରହ ବିକ୍ରୟ ଆଦି ପାଇଁ ସୁବିଧା ହେବ ଯାହାକି ଆଦିବାସୀ ଙ୍କ ସାମାଜିକ ଅର୍ଥନୈତିକ ଉନ୍ନତି ହେବ । ଦେଶର ତଳ ସ୍ତରରେ ଥିବା ଆଦିବାସୀ ସମ୍ପ୍ରଦାୟ ର   ସାମୁହିକ ବିକାଶ ସାମୁହିକ ସ୍ୱାର୍ଥ ସୁରକ୍ଷା ଦିଗରେ ପରିଷଦ ସୁରକ୍ଷା କବଚ ଭଳିଆ କାର୍ଯ୍ୟ କରିବ lଏଣୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ  ଆଦିବାସୀ ବିକାଶ ଯୋଜନା କୁ ସାଂସଦ ଶ୍ରୀ ବିଶି  କୃତଜ୍ଞତା ଜଣାଇଛନ୍ତି ।

(ବେଲପଡ଼ା ରୁ ପୂର୍ଣ୍ଣ ଶଶୀ ଶେଖର ରାଓ ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like