-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ସମ୍ବଲପୁରୀ ଦିନ୍ ପାଳିତ

02-Aug-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ):  ସମ୍ବଲପୁରୀ ଭାଷା ସାହିତ୍ୟ ର ପୁରୋଧା ଗୁରୁ ସତ୍ୟ ନାରାୟଣ ବହିଦାର ଙ୍କ ଜନ୍ମ ଦିନ କୁ ସାରା ପଶ୍ଚିମ ଓଡ଼ିଶା ପାଳୁଛି ସମ୍ବଲପୁରୀ ଦିନ୍ ଭାବରେ ଏହି ପରିପ୍ରେକ୍ଷି ରେ ସୁବର୍ଣ୍ଣପୁର ରେ ଅତ୍ୟନ୍ତ ଆନନ୍ଦ ଉଲ୍ଲାସର ସହ ପାଳିତ ହେଉଛି ସମ୍ବଲପୁରୀ ଦିନ୍। ଜିଲ୍ଲା ର ସମସ୍ତେ ସମ୍ବଲପୁରୀ ପୋଷାକ ପରିଧାନ ସାଙ୍ଗକୁ ଜମିଛି ସମ୍ବଲପୁରୀ ନାଚ ଗୀତ ର ଆସର । ସମ୍ବଲପୁରୀ ଭାଷା ସଂସ୍କୃତି ର ପ୍ରଚାର ହିଁ ଏ  ଦିନ୍ ପାଳନ ର ମୂଳ ଲକ୍ଷ୍ୟ ବୋଲି ଆୟୋଜକ କମିଟି କର୍ମକର୍ତ୍ତାଙ୍କ ସୁତ୍ର ରୁ ପ୍ରକାଶ। ସ୍ଥାନୀୟ ବ୍ଲକଛକ ମୁକ୍ତମଞ୍ଚ ରେ ଆୟୋଜିତ ଏହି ବର୍ଣ୍ଣାଢ଼୍ୟ ସମାରୋହରେ ରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ, ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ,ଏଡିଏମ୍ ସୂର୍ଯ୍ୟ ନାରାୟଣ ଦାଶ, ସୋନପୁର ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ, ଯୁବନେତା ଅରବିନ୍ଦ ବାରିକ, ବୀରମହାରାଜପୁର ଉପାଧ୍ୟକ୍ଷ ନାରାୟଣ ଲୁହା ,ଡିଆଇପିଆର୍ଓ ଅଶ୍ଵିନୀ ଭୋଇ,ସମାଜସେବୀ ଶ୍ରୀବତ୍ସ ମଲ୍ଲିକ, ଯୁବନେତା ଆକାଶ ମିଶ୍ର ପ୍ରମୁଖ ଅତିଥି ଭାବରେ ଯୋଗଦେଇଥିଲେ। ସମ୍ବଲପୁରୀ ଲୋକ ନାଚଗୀତ ପ୍ରତି ସମର୍ପିତ ଅନୁଷ୍ଠାନ ରୁମୁକୁଝୁମାନା  ର ଶାସ୍ବତ ତ୍ରିପାଠୀ ଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ଦିବସକୁ ଜିଲ୍ଲା ରେ ସମ୍ବଲପୁରୀ ଭାଷା

ସାହିତ୍ୟ ର ପ୍ରଚାର ପ୍ରସାର ପାଇଁ କାମ କରୁଥିବା ଵହୁ ଅଗ୍ରଣୀ ଅନୁଷ୍ଠାନ, ପଶ୍ଚିମ ଓଡ଼ିଶାଯୁବାମଞ୍ଚ,ପଶ୍ଚିମାଞ୍ଚଲ ଏକତା ମଞ୍ଚ, ଚନ୍ଦ୍ରିକା ସେବା ଟ୍ରଷ୍ଟ ସ଼ହ ବିଭିନ୍ନ ସାଂସ୍କୃତିକ ସଂଗଠନ୍ ର ସଭ୍ୟ ଓ ସୁବର୍ଣ୍ଣପୁର ର ସଂସ୍କୃତି ପ୍ରେମୀ ଙ୍କ ମିଳିତ ଉଦ୍ୟମରେ ଅନୁଷ୍ଠିତ ଏହି ଦିବସରେ ସମସ୍ତେ  ସମ୍ବଲପୁରୀ ନାଚଗୀତ ର ତାଳେ ତାଳେ ନୃତ୍ୟ କରୁଥିବା ଦେଖିବାକୁ ମିଳିଥିଲା। ବିଶେଷ ଭାବରେ  ଏହି ସମସ୍ତ କାର୍ଯ୍ୟକ୍ରମ କୁ ସିଧା ପ୍ରସାରିତ କରିଥିବା ସ୍ଥାନୀୟ  ସମ୍ବଲପୁରୀ ନ୍ୟୁଜ୍ ଚେନାଲ ବିଗୁଲ ଟିଭି ର ମୁଖ୍ୟ ସ୍ଵତାଧିକାରୀ ସନ୍ତୋଷ ମିଶ୍ର, ବିଶିଷ୍ଟ ଦଣ୍ଡ ସମ୍ରାଟ ରସିକ ସାହୁ, ଦେବାଶିଷ ପଟ୍ଟନାୟକ, ଭାଗିରଥି ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like