-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ମେଡିକାଲ୍ ଓ ସୋନପୁର ବ୍ଳକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଚଢ଼ାଉ ଓ ଜରିମାନା ଆଦାୟ*-   (15-May-2026)       ||      ନୂତନ ସମ୍ବଲପୁର”ର ଗଠନ ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ*    (15-May-2026)       ||      ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   (15-May-2026)       ||      ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   (15-May-2026)       ||      ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||     

HOME   ରାଜନୀତି

ଭାବି ଜ୍ବାଇଁ ଙ୍କ ପାଇଁ ଦଲଲୀ କରି ନିଜେ ଜେଲ ରେ ବିଧାୟକ ବିଧାୟକ ପ୍ରଦୀପ ପାଣିଗ୍ରାହୀ

12-Dec-2020



ଭୁବନେଶ୍ୱର,(ଶୁଭାଶିଷ ନାୟକ) : ଭାବୀ ଜ୍ୱାଇଁ ଆକାଶ ପାଠକଙ୍କ ଠକେଇ କାରବାରରେ ଦଲାଲି କରୁଥିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଟାଟା ମୋଟର୍ସ ଏମଡି ପରିଚୟ ଦେଉଥିବା ଭାବୀ ଜ୍ୱାଇଁଙ୍କ ଜାଲ୍ ସାମ୍ରାଜ୍ୟର ସେ ଥିଲେ ଅନ୍ୟତମ ପୁରୋଧା ।ଆକାଶଙ୍କ ସହ ମିଶି ନିଜ ନିର୍ବାଚନମଣ୍ଡଳୀର ବେକାର ଯୁବତୀମାନଙ୍କୁ ଟାଟା ମୋଟର୍ସରେ ଚାକିରି କରାଇ ଦେବାର ପ୍ରଲୋଭନ ଦେଉଥିଲେ ପ୍ରଦୀପ ପାଣିଗ୍ରାହୀ । ଆଶାୟୀଙ୍କମାନଙ୍କୁ ଜାଲ୍ ନିଯୁକ୍ତିପତ୍ର ବଦଳରେ ମୋଟା ଅଙ୍କ ଆଦାୟ କରାଯାଉଥିଲା । ବିଧାୟକ ନିଜ ସହଯୋଗୀମାନଙ୍କ ଜରିଆରେ ଏହି କାର୍ଯ୍ୟ ଅନାୟାସରେ କରୁଥିଲେ ବୋଲି ଆଜି କ୍ରାଇମ ବ୍ରାଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି।

କ୍ରାଇମବ୍ରାଞ୍ଚ ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ, ଗୋପାଳପୁର ଅଞ୍ଚଳର ଠକେଇ ଯୁବକଯୁବତୀଙ୍କ ଅଭିଯୋଗ, ଆକାଶ ଠାକୁରଙ୍କୁ ଘନ ଘନ ଜେରା ତଥା ଆକାଶଙ୍କ ପିଏ ଡେଭିଡ୍ ପିଟରଙ୍କ ବୟାନ ଆଧାରରେ କ୍ରାଇମବ୍ରାଞ୍ଚ ଛାନଭିନ୍ ରୁ ମିଳିଥିବା ତଥ୍ୟର ଖୁଲାସା କରିଥିଲେ ଏଡିଜି । ଏହା ତଦନ୍ତରୁ ସ୍ପଷ୍ଟ ହୋଇଛି ବୋଲି ସେ କହିଥିଲେ ।
ଠକେଇର ଶିକାର ହୋଇ ପୁଲିସର ଆଶ୍ରୟ ନେଇଥିବା ୬ ଜଣଙ୍କ ମଧ୍ୟରୁ ଦୁଇଜଣ ବିଧାୟକ ଶ୍ରୀ ପାଣିଗ୍ରାହୀଙ୍କ ଆକାଉଣ୍ଟକୁ ସିଧାସଳଖ ଟଙ୍କା ଦେଇଛନ୍ତି । ଅନ୍ୟ ୪ ଜଣଙ୍କଠାରୁ ଟଙ୍କା ଆଦାୟ କରିଛନ୍ତି ବିଧାୟକଙ୍କ ଖାସ୍ ସହଯୋଗୀ । ଖାଲି ଏହି ୬ ଜଣ ନୁହଁନ୍ତି, ଏହାର ତାଲିକା ବହୁତ ଲମ୍ବା । ଠକେଇର ଶିକାର ହୋଇ ଟଙ୍କା ହରାଇଥିବା ଏଭଳି ଅନେକ ଯୁବକଯୁବତୀ ଭୟରେ ଏ ପର୍ଯ୍ୟନ୍ତ ମୁହଁ ଖୋଲିନାହାନ୍ତି । ତେବେ କାହାରିକୁ ଭୟ ନ କରି ଆଗକୁ ଆସିଲେ ସେମାନଙ୍କୁ ନିଶ୍ଚିତ ନ୍ୟାୟ ଦିଆଯିବ ବୋଲି କ୍ରାଇମବ୍ରାଞ୍ଚ ଏଡିଜି କହିଛନ୍ତି ।
ସେପଟେ ଆକାଶ ପାଠକଙ୍କୁ ୫ ଦିନିଆ ରିମାଣ୍ଡରେ ଆଣିଥିବା କ୍ରାଇମବ୍ରାଞ୍ଚ ଆହୁରି ଅନେକ ତଥ୍ୟ ଓଗାଳିବାକୁ ଆଶା ବାନ୍ଧିଛି । ଆଜି କ୍ରାଇମବ୍ରାଞ୍ଚର ଏକ ଟିମ୍ ବ୍ରହ୍ମପୁର ଯାଇ ଟାଟା ମୋଟର୍ସରେ ଚାକିରି ଠକେଇର ଶିକାର ଆହୁରି କିଛି ଯୁବକଙ୍କୁ ପଚରାଉଚୁରା କରିଛି । ପ୍ରଦୀପ ପାଣିଗ୍ରାହୀଙ୍କ ଖାସ୍ ସହଯୋଗୀ ଜମ୍ବୁପାଣି ସାହୁ ଏବଂ ବୋରିଗାଁ ସରପଞ୍ଚ ବସନ୍ତ ସାହୁଙ୍କୁ ମଧ୍ୟ ଜେରା କରିଛି । ଏମାନଙ୍କ ଜରିଆରେ ପ୍ରଦୀପ ଆଶାୟୀଙ୍କଠାରୁ ଟଙ୍କା ଆଦାୟ କରୁଥିଲେ ।
ସୂଚନାଯୋଗ୍ୟ, ଗତ ୪ ମାସରେ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଆକାଉଣ୍ଟକୁ ଅଢ଼େଇ କୋଟି ଟଙ୍କା ଆସିଛି । ଜିଲ୍ଲାର ମଦ ମାଫିଆ ସୂର୍ଯ୍ୟ ସାହୁ, ରବି ସାହୁଙ୍କଠାରୁ ମୋଟା ଟଙ୍କା ଆସିଛି । ତେବେ ନିଜକୁ ସଚ୍ଚୋଟ ବୋଲାଇ ତାଙ୍କ ବିରୋଧରେ ଏହା ଷଡ଼ଯନ୍ତ୍ର ବୋଲି କହିଥିଲେ ପ୍ରଦୀପ ପାଣିଗ୍ରାହୀ ।  ଭାବୀ ଜ୍ୱାଇଁ ଟାଟା ମୋଟର୍ସରେ ଏମଡି ପଦରେ ଅଧିଷ୍ଠିତ ବୋଲି ମୁହଁଟାଣ ଦେଖାଇଥିଲେ । ସଙ୍ଗୀନ ଦଫାରେ ଗିରଫ ହୋଇ ଝାରପଡ଼ା ଜେଲ୍ ରେ ଏବେ ଦିନ କାଟୁଥିବା ପ୍ରଦୀପ ଜାମିନ୍ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ମେଡିକାଲ୍ ଓ ସୋନପୁର ବ୍ଳକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଚଢ଼ାଉ ଓ ଜରିମାନା ଆଦାୟ*-   15-May-2026
  ଜିଲ୍ଲା  
ନୂତନ ସମ୍ବଲପୁର”ର ଗଠନ ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ*   15-May-2026
  ଜିଲ୍ଲା  
ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   15-May-2026
  ଜିଲ୍ଲା  
ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   15-May-2026
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ମାତୃ ବିୟୋଗ   14-May-2026
  ଜିଲ୍ଲା  
ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   14-May-2026
  ରାଜ୍ୟ  
ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   14-May-2026

You Might Also Like