-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ଜିଲ୍ଲା

ଲଘୁଚାପ ଜନିତ ପ୍ରବଳ ବର୍ଷାରେ ଉବୁଟୁବୁ ଡେଙ୍ଗଜୁରୀ ଗ୍ରାମ

02-Aug-2023



ଆଗଲପୁର, (ବିନୋଦ କୁମାର ଦୀପ) ପାଣି ଘେରରେ ଆଗଲପୁର ବ୍ଲକର ଡେଙ୍ଗଜୁରୀ ଗ୍ରାମ l ଲଘୁଚାପ ଜନିତ ପ୍ରବଳ ବର୍ଷାରେ ଚାରିଆଡେ଼ ଉବୁଟୁବୁ ବର୍ଷା ପାଣି l ଗ୍ରାମର ଗୋଟିଏ ପଟେ ନଦୀ ,ଆଉ ଗୋଟିଏ ପଟେ ଘେଶାଲି ନାଳା ଥିବାରୁ ବର୍ଷା ଜନିତ ବନ୍ୟାପାଣି ଗ୍ରାମକୁ ମାଡ଼ି ଆସିଛି। ଏ ବିଷୟରେ ଖବର ପାଇ ସ୍ଥାନୀୟ ତହସିଲଦାର ସୁଶ୍ରୀ ସାରୋଜା ବେହେରା ଆସି ଗ୍ରାମ ଲୋକଙ୍କ ଭେଟି ସମସ୍ତ ବିଷୟରେ ଆଲୋଚନା କରିଥିଲେ ଓ ପରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଶଙ୍କର କେରକେଟା, ଗ୍ରାମ୍ୟଜଳ ଯୋଗାଣ ଯନ୍ତ୍ରୀ ଶ୍ରୀ ମିଶ୍ର ମଧ୍ୟ ଆସି ଦୀର୍ଘ ତିନି କିଲୋମିଟର ଚାଲି ଚାଲି ଆସି ଗ୍ରାମକୁ ପହଞ୍ଚି ଲୋକଙ୍କ ଦୁଃଖ ସୁଖ ବୁଝିଥିଲେ l ତହସିଲଦାର ସୁଶ୍ରୀ ସରୋଜା ବେହେରା ମଧ୍ୟ ଅକ୍ଲାନ୍ତ ପରିଶ୍ରମ କରି କାଦୁଅରେ ଚାଲି ଚାଲି ଗ୍ରାମରେ ପହଞ୍ଚିଥିଲେ l ତହସିଲଦାର ସଙ୍ଗେ ସଙ୍ଗେ ଫାୟାର ଗାଡ଼ିକୁ ଡାକି ଲୋକଙ୍କ ଉଦ୍ଧାର କରା ଯାଇଥିଲା।ଗ୍ରାମର ସମସ୍ତ ଅଧିବାସୀଙ୍କୁ ଉଦ୍ଧାର କରି ବୁଦୁଲା ଗ୍ରାମର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ତାଙ୍କୁ ରଖାଯାଇଛି l ଏ ଉଦ୍ଧାର କାମ ସମ୍ପର୍କରେ ତହସିଲଦାର ଙ୍କୁ ପ୍ରତିକ୍ରିୟା ମାଗିଥିଲୁ ହେଲେ ପ୍ରତିକ୍ରିୟା ଦେବାକୁ ମନାକଲେ।ସୂଚନା ଅନୁସାରେ ପାଖରେ ଥିବା ଘେଂସାଲି ଜୋର୍ ଉପରେ ଆଡ଼ିବନ୍ଧ କାମ କରା ଯାଇଛି।ଯାହା ଫଳରେ ବର୍ଷା ପାଣି ନିଷ୍କାସନ ରେ ବାଧା ସୃଷ୍ଟି କରିଛି।ତେଣୁ ସରକାର ତଥା ବିଭାଗୀୟ ଅଧିକାରୀ ଏ ଦିଗରେ ଦୃଷ୍ଟି ଦେବାକୁ ଦାବି ହେଉଛି।ଆହୁରି ଏକ ବିଡ଼ମ୍ବନାର ବିଷୟ ଏଭଳି ପରିସ୍ଥିତିରେ ଥିବା ଥିବା ଗ୍ରାମରୁ କିପରି ସ୍କୁଲ କୁ ଉଠେଇ ଦିଆ ଗଲା ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି।ଦୀର୍ଘ ତିନି କିଲୋମିଟର କାଦୁଅ ରାସ୍ତାରେ ଛୋଟ ଛୋଟ ଛୁଆ ଚାଲିକି ପାଠ ପଢି ଆସୁଛନ୍ତି,ତାହା ଏବେ ସରକାରଙ୍କ ଦୃଷ୍ଟି ଗୋଚର କୁ ଆସୁନଥିବା ଅଭିଯୋଗ ହେଉଛି l ସମସ୍ତ ଦିଗରେ ସରକାର ଦୃଷ୍ଟି ଦେବାକୁ ଦାବି ହେଉଛି l ସମସ୍ତ ଗ୍ରାମ ବାସୀଙ୍କୁ ସ୍କୁଲ ଗୃହରେ ଆଶ୍ରୟ ଦେଇ ତାଙ୍କୁ ରିଲିଫ୍ ର ବ୍ୟବସ୍ଥା କରା ଯାଇଛି। ଏ ସମସ୍ତ କାର୍ଯ୍ୟରେ ବୁଦୁଲା ସରପଞ୍ଚ ଶ୍ରୀମତୀ ରୀନା ପଧାନ ଓ ବୁଦୂଳା ସେବା ସମବାୟ ସମିତଚିନ୍ତା ମଣି ଭୋଇପୂର୍ଣ୍ଣ ସହଯୋଗ କରିଥିବା ଦେଖିବାକୁ ମିଳିଛି।ଆଗମୀ ଦିନରେ ଗ୍ରାମବାସୀ କିପରି ବନ୍ୟା ଦାଉରୁ ରକ୍ଷା ପାଇ ପାରିବେ ସେ ଦିଗରେ ସରକାର ପଦକ୍ଷେପ ନେବାକୁ ଦାବୀ ହେଉଛି l


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like