-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ଜିଲ୍ଲା

ବିଜେପୁର ମହିବିଦ୍ୟାଳୟରେ ସମ୍ବର୍ଦ୍ଧନା ଉତ୍ସବ

02-Aug-2023



ବରଗଡ଼:-ବରଗଡ ଜିଲ୍ଲା ବିଜେପୁର ମହାବିଦ୍ୟାଳୟ ଠାରେ ତା୧.୦୮.୨୦୨୩ରିଖ ଦିନ ଅଧ୍ୟକ୍ଷ ଶ୍ରୀମାନ ପ୍ରଦୀପ କୁମାର ମିଶ୍ରଙ୍କ ପୈାରହିତ୍ୟରେ ନବାଗତ କଳା ଏବଂ ବିଜ୍ଞାନର ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଶୁଭାଗମନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି।ଅଧ୍ୟକ୍ଷ ଶ୍ରୀମାନ ମିଶ୍ର ନୂତନ ଛାତ୍ରଛାତ୍ରୀ ମାନଙ୍କୁ ମହାବିଦ୍ୟାଳୟର ଇତିହାସ ସମ୍ପର୍କରେ ସଂକ୍ଷିପ୍ତ ଭାବରେ ଉପସ୍ଥାପନ ପୂର୍ବକ ଉଚ୍ଚଶିକ୍ଷାର ପ୍ରଚାର ଓ ପ୍ରସାର କ୍ଷେତ୍ରରେ ଏହି ଶିକ୍ଷାନୁଷ୍ଠାନର ଅଗ୍ରଣୀ ଭୂମିକା ସମ୍ପର୍କରେ ଉଲ୍ଲେଖ କରିଥିଲେ।ସାଂସ୍କୃତିକ ସଂସଦର ଉପସଭାପତି ଶ୍ରୀଯୁକ୍ତ ସରୋଜ କୁମାର ପାଣିଗ୍ରାହୀ ଉତ୍ସବର ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରି ଛାତ୍ରଛାତ୍ରୀ ମାନେ ଜ୍ଞାନ ଆହରଣକୁ ଗୁରୁତ୍ୱ ଦେବା ଉଚିତ ବୋଲି ମତବ୍ୟକ୍ତ

କରିଥିଲେ।ସମ୍ବଲପୁରୀ ଦିବସ ଅବସରରେ ସମସ୍ତ କର୍ମକର୍ତ୍ତା ତଥା ଛାତ୍ରଛାତ୍ରୀ ଗଣ ସମ୍ବଲପୁରୀ ପୋଷାକ ପରିଧାନ କରିଥିଲେ।ଏ ଅବସରରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଏ ରଙ୍ଗବତୀରେ,ରଙ୍ଗବତୀ ସମ୍ବଲପୁରୀ ନୃତ୍ୟ ଅତ୍ୟନ୍ତ ସୁନ୍ଦର ଭାବେ ପରିବେଷିତ ହୋଇଥିଲା।ଏହି ଉତ୍ସବରେ ପ୍ରଧ୍ୟାପକ ପ୍ରଶାନ୍ତ କୁମାର ସାହୁ,ରେବନ୍ତ କୁମାର ମେହେର,ମହେନ୍ଦ୍ର ପଧାନ ତଥା ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ ଛାତ୍ରଛାତ୍ରୀ ଗଣ ସମ୍ମିଳିତ ହୋଇ ସଭାକୁ ସାଫଲ୍ୟ ମଣ୍ଡିତ କରିଥିଲେ।ଶେଷରେ ଇଂରାଜୀ ବିଭାଗର ଅନ୍ୟତମ ସାଂସ୍କୃତିକ ସଂସଦର ଉପସଭାପତି  ଅଧ୍ୟାପିକା ଶ୍ରୀମତୀ ପ୍ରତୀକ୍ଷା ସେଠ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like