-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||     

HOME   ଜିଲ୍ଲା

ବର୍ଷା ଯୋଗୁଁ ବିରକେଲ ଗ୍ରାମ ଜଳମଗ୍ନ, ମହାଲିଙ୍ଗ କଁଟା ରେ ପ୍ରବେଶ ପାଣିକୁ ବନ୍ଦ କରିବା ଯୋଗୁଁ ହୋଇଛି ଏଭଳି ଘଟଣା

02-Aug-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ବ୍ଲକ ବାଦିମୁଣ୍ଡା ପଂଚାୟତ ଅଧିନସ୍ଥ ବିରକେଲ ଗ୍ରାମ ଆଜି ଜଳମଗ୍ନ ଅବସ୍ଥାରେ l ସୂଚନା ରୁ ପ୍ରକାଶ ଯେ ଲଘୁଚାପ ଯୋଗୁଁ ବର୍ତମାନ ସମୟରେ ଚାରିଆଡେ ପ୍ରବଳ ବର୍ଷା ଲାଗି ରହିଛି l ବର୍ଷା ଯୋଗୁଁ ଅନେକ ସ୍ଥାନରେ ଯାତାୟତ ସେବା ଠପ ହେବାସହ  ଅନେକ ଗ୍ରାମ ଏବେ ଜଳମଗ୍ନ ଅବସ୍ଥାରେ l ଏଣୁ ଲୋକଙ୍କ ଦୁର୍ଦଶା ନ କହିଲେ ଭଲ l ଏହି ପରିପ୍ରେକ୍ଷୀରେ ବିରକେଲ ଗ୍ରାମରେ ସମାନ ଅବସ୍ଥା l ଗ୍ରାମର ପାଖରେ ଲାଗି ରହିଛି ମହାଲିଙ୍ଗ କଁଟା, ଯାହାକି ବର୍ଷା ସମୟରେ ବାହାର ପାଣି ହିଡ଼ଦେଇ ପ୍ରବେଶ କରିଥାଏ ଉକ୍ତ କଁଟା ରେ l ହେଲେ କିଛି ଅସାଧୁ ବ୍ୟକ୍ତି ଏହି ହିଡ଼ ବାଟେ ପ୍ରବେଶ କରୁଥିବା ପାଣିକୁ ମାଟି ତାପି ଦେବା ଫଳରେ ପାଣି ସବୁ ବିରକେଲ ଗ୍ରାମକୁ ଚାଲି ଆସିଛି ଯାହା ଫଳରେ ବିରକେଲ ଗ୍ରାମ ର ଘର ଗୁଡିକ ଏବେ ଜଳମଗ୍ନ l ଘର ଭୁଶୁଡିଯିବା ଭୟରେ ଆଜି ବିରକେଲ ଗ୍ରାମବାସୀ ତହସିଲ୍ଦାର ଙ୍କ ଦ୍ୱାରସ୍ତ ହୋଇଛନ୍ତି l ତହସିଲଦାର ସୁଶ୍ରୀ ସଂଘମିତ୍ରା କାଲୋ ଅଫିସିଆଲ କାର୍ଯ୍ୟରେ ଅନ୍ୟତ୍ର ଯାଇଥିବା ବେଳେ ଘଟଣା ବିଷୟରେ ଜାଣିବା ପାଇଁ ଆର. ଆଇ ପହଂଚିଥିଲେ ବିରକେଲ ଗ୍ରାମରେ l ଅଭିଯୋଗକାରୀ ହେଲେ ଗ୍ରାମର ରଘୁନାଥ ପଟେଲ, ବନିତା ପଟେଲ, ଦୁର୍ଗାପ୍ରସାଦ ପଟେଲ, ନିଲକାନ୍ତି ପଟେଲ, ସାଧୁରାମ ପଟେଲ, ବେଦମତୀ ପଟେଲ, ବିଭୁତିଭୂଷଣ ପଟେଲ, କୁମଦିନି ପଟେଲ, ପଞ୍ଚାନନ ବଗର୍ତି, ସାବିତ୍ରୀ ପଟେଲ, ତୁଳସୀ ପଟେଲ ପ୍ରମୁଖ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026

You Might Also Like