-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||     

HOME   ଜିଲ୍ଲା

ବଦଳୁଛି ଚାଷ କାମର ଢାଞ୍ଚା; ପାରମ୍ପରିକ ହଳ ଲଙ୍ଗଳ ବଦଳରେ ବ୍ୟବହାର ହେଉଛି ମେସିନ

03-Aug-2023



ନବରଙ୍ଗପୁର: "ଚାଷ କାମ ଯାହାର, କି ଆନନ୍ଦ ତାହାର, ସିଏ ପରା ଯୋଗାଉଛି ଦୁନିଆକୁ ଆହାର" । ଦିନେ ଏହି କାର୍ଯ୍ୟ ପାଇଁ ଚାଷୀ ସଭିଙ୍କ ପାଖରେ ଆଦର ପାଉଥିଲା । ଦିନ ଥିଲା ଗ୍ରାମାଞ୍ଚଳର ଲୋକେ ଅନ୍ୟ କାର୍ଯ୍ୟ ଅପେକ୍ଷା ଚାଷ କାର୍ଯ୍ୟ କରିବା ପାଇଁ ଅତ୍ୟନ୍ତ ଆଗଭର ହେଉଥିଲେ । ବିଭିନ୍ନ କାରଣରୁ ଧୀରେ ଧୀରେ ଏବେ ଚାଷ କାମ ବନ୍ଦ ହେବାକୁ ବସିଛି । ପୂର୍ବରୁ ଚାଷ ହେଉଥିବା ପ୍ରଣାଳୀ ବଦଳାଇ ନୂତନ ପଦ୍ଧତିରେ ଚାଷ କରି ଅଧିକ ଉପାର୍ଜନ ପାଇଁ ଉଦ୍ୟମ ଆରମ୍ଭ କରାଯାଉଛି ।

ନବରଙ୍ଗପୁର ଅଞ୍ଚଳରେ ଭଳି ଆଦିବାସୀ ବହୁଳ ଅଞ୍ଚଳରେ ଚାଷୀ ମୁଖ୍ୟତଃ ଖରିଫ୍ ଓ ରବି ଋତୁରେ ଧାନଚାଷ କରିଥାନ୍ତି । ଏବେ ଚାଷ କାମ ବାଟବଣା ହୋଇଥିବାବେଳେ ଚାଷର ଉପାୟ ମଧ୍ୟ ବଦଳିବାରେ ଲାଗିଛି । ହଳରେ ଏବେ ଆଉ ପ୍ରାୟ କେହି ଚାଷ କରୁନଥିବା ବେଳେ ପୂର୍ବଭଳି ରୁଆବୁଣା ବେଳେ ଚାଷୀ ମୁଖରୁ ହୁଳହୁଳି, ହଳିଆଗୀତ ଆଉ ଶୁଣିବାକୁ ମିଳୁନାହିଁ ।

ପୂର୍ବରୁ ଚାଷୀ ଚାଷ ପାଇଁ ଜମିରେ ହଳ, ଲଙ୍ଗଳ ବ୍ୟବହାର କରୁଥିଲେ । ଏବେ କିନ୍ତୁ ଚାଷ ପାଇଁ ଟ୍ରାକ୍ଟର, ପାୱାର ଟ୍ରିଲର ବ୍ୟବହାର ହେଉଛି । ମାସ ମାସ ଧରି ଚାଲୁଥିବା ଚାଷ କାମ ଏବେ କମ୍ ଦିନରେ ବି ଶେଷ ହେଉଛି । ପ୍ରତିଗାଁରେ ପୂର୍ବେ ଘରେ ଘରେ ଚାଷଜମି ପାଇଁ ବଳଦ ଓ ପୋଢ ପାଳନ କରାଯାଉଥିଲା । ଏପରିକି କିଛି ଧନୀକ ଶ୍ରେଣୀର ଚାଷୀ ଗାଇ ବଳଦଙ୍କ ପାଇଁ ହଳିଆ ମଧ୍ୟ ରଖୁଥିଲେ । ଘର ଆଗରେ ଗୁହାଳ ଦେଖିବାକୁ ମିଳୁଥିଲା । ହଳ ପାଇଁ ଚାଷୀ କୁସୁମ, ପାଶୀ, ବବୁଲ, ଗୁହାରିଆ ପ୍ରଭୃତି କାଠର ଲଙ୍ଗଳ, ଢାମଣ, ଇଷ ତଥା ଅନ୍ୟାନ୍ୟ ଉପକରଣ ରଖୁଥିଲେ ।  ପ୍ରତିବର୍ଷ ଚାଷୀମାନେ ବଳଦ କିଣା-ବିକା କରିବା ସହ ଅନ୍ୟ ଗ୍ରାମକୁ ଯାଇ ବଳଦ କିଣି ଆଣୁଥିଲେ । 
ଅକ୍ଷତୃତୀୟା ଦିନ ପୂଜାର୍ଚ୍ଚନା କରି ରୁଆ କାର୍ଯ୍ୟ ଆରମ୍ଭ କରୁଥିଲେ ନବରଙ୍ଗପୁର ଅଞ୍ଚଳର ଚାଷୀ । ହଳ ଧରି ବିଭିନ୍ନ ଢଙ୍ଗରେ ମଧୁର କଣ୍ଠରେ ଗୀତ ଗାଇ ହଳ କରୁଥିବା ଦେଖାଯାଉଥିଲା । ମହିଳାମାନେ ହୁଳହୁଳି ସହ ମିଳିତ ଭାବେ ଗୀତ ଗାଉଥିଲେ । ଦୂରରୁ ଗୀତ ଶୁଭିଲେ ଚାଷ କାମ ଚାଲିଥିବାର ସଙ୍କେତ ମିଳିପାରୁଥିଲା । ଗୋଟିଏ ଜମିରେ ମହିଳା ଗୀତଗାଇବା ଆରମ୍ଭ କଲେ ଅନ୍ୟ ଜମିର ମହିଳା ତାହା ଅନୁସରଣ କରୁଥିଲେ ।

ବିଭିନ୍ନ କାରଣରୁ ଏବେ ହଳ ରଖିବା ବନ୍ଦ ହୋଇଯାଉଥିବା ବେଳେ ଗ୍ରାମାଞ୍ଚଳରେ ପଶୁ ସମ୍ପଦ ବିଶେଷ ଭାବେ ହ୍ରାସ ପାଇଛି । ଚାଷ ଜମିରେ ଘର ନିର୍ମାଣ ସହ ବର୍ଷ ବର୍ଷ ଧରି ଜମି ପଡ଼ିଆ ରଖାଯାଉଛି । ଉର୍ବର ଜମି ମଧ୍ୟ ଏଥିରୁ ବାଦ୍ ପଡ଼ୁନି । ପୂର୍ବରୁ ଶ୍ରମିକଙ୍କୁ ବର୍ଷିକିଆ ଚୁକ୍ତି ଭିତ୍ତିରେ ନିଯୁକ୍ତି ଦିଆଯାଇ ଧାନ, ମାଣ୍ଡିଆ, ସୁଆଁ ପ୍ରଭୃତି ମୂଲ ଭାବେ ଦିଆ ଯାଉଥିଲା । ଶସ୍ୟ ମାପିବା ପାଇଁ ନଉତି, ଅଣା ଆଦି ବ୍ୟବହାର କରାଯାଉଥିବା ବେଳେ ଏବେ ସବୁ ଟଙ୍କାରେ ହେଉଛି । ଟ୍ରାକ୍ଟରରେ ଚାଷ କାର୍ଯ୍ୟ କରାଯାଉଛି । ବହୁ ଚାଷୀ ଚାଷ କାର୍ଯ୍ୟ କରିବା ପାଇଁ ଆଗଭଳି ମନ ବଳାଉନାହାନ୍ତି । ଚାଷ କାର୍ଯ୍ୟ ଅପେକ୍ଷା ସେମାନେ ଦାଦନ ଖଟିବା ପାଇଁ ସୁଦୂର ମୁମ୍ବାଇ, ସୁରଥ, ଅଙ୍ଗୋଲ, ହାଇଦ୍ରାବାଦ ଯିବା ପାଇଁ ମନ ବଳାଉଛନ୍ତି। ସମୟକ୍ରମେ ଚାଷ କାର୍ଯ୍ୟରେ ଅନେକ ପରିବର୍ତ୍ତନ ଘଟିଛି । ଚାଷ ଜମି ଶୈଳୀ ପରିବର୍ତ୍ତନ ଯୋଗୁଁ ହଳ, ହୁଳହୁଳି, ହଳିଆ ଗୀତ ଏବେ ପ୍ରାୟ ଲୋପ ପାଇବାକୁ ବସିଲାଣି ।ଚାଷ କାମ ସରିବା ପରେ ଗୋ ମାତାଙ୍କ ପର୍ବ ଦିଅଲି ମଧ୍ୟ ଧୁମଧାମରେ ପାଳନ ହେଉଥିଲା କିନ୍ତୁ ଏବେ ଏସବୁ ଧୀରେଧୀରେ ଲୋପ ପାଇବାକୁ ବସିଲାଣି ।ବର୍ତ୍ତମାନ ସମ୍ପୂର୍ଣ୍ଣ ରୂପରେ ଚାଷ କାମର ଢାଞ୍ଚା ବଦଳି ଗଲାଣି ,ପାରମ୍ପରିକ ହାଲଲଙ୍ଗଲ ଆଉ ଦୁଶୁନି। ଏଭଳି ଲାଗୁଛି ସତେ ଯେଭଳି ଯୁଗ ବଦଳି ଗଲାଣି ।
ରିପୋର୍ଟ : ମିହିର ଶଙ୍କର ପାତ୍ର, ନବରଙ୍ଗପୁର


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   05-May-2026
  ଜିଲ୍ଲା  
ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   05-May-2026
  ଜିଲ୍ଲା  
ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   05-May-2026

You Might Also Like