-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||     

HOME   ଜିଲ୍ଲା

ପୋଲିସ ପକ୍ଷରୁ ହେବାକୁ ଥିବା ମେଗା ରକ୍ତଦାନ ଶିବିର ପାଇଁ ପ୍ରସ୍ତୁତି ବୈଠକ

03-Aug-2023



ସୋନପୁର (ମନୋରଞ୍ଜନ ତ୍ରିପାଠୀ ): ଆଗାମୀ ୯ତାରିଖ ଜ଼ିଲ୍ଲା ପୋଲିସ ପକ୍ଷରୁ ହେବାକୁ ଥିବା ମେଗା ରକ୍ତଦାନ ଶିବିର ପାଇଁ ଆଜି ସୋନପୁର କଲେଜ ରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଥିଲା l

ଏଥିରେ କଲେଜ ଅଧ୍ଯକ୍ଷ ରାଜୀବ ଲୋଚନ ଆଚାର୍ଯ୍ୟ, ଅଧ୍ୟାପକ ଉମାକାନ୍ତ ନାଗ, ଅଧ୍ୟାପିକା କଳ୍ପନା ମିଶ୍ର, ଜ଼ିଲ୍ଲା ପୋଲିସ ର ମନୋଜ ପଣ୍ଡା, ରକ୍ତଦାତା ସଂଘର ସଦସ୍ୟ ମନୋରଞ୍ଜନ ତ୍ରିପାଠୀ ଯୋଗ ଦେଇ ଆଗାମୀ ନଅ ତାରିଖ କ୍ରାନ୍ତି ଦିବସରେ  ହେବାକୁ ଥିବା ରକ୍ତଦାନ ଶିବିର ରେ ଅଧିକ ଅଧିକ ଛାତ୍ରଛାତ୍ରୀ ସାମିଲ କରା ଯାଇପାରିବ  ଓ ଶୃଙ୍ଖଳl ରକ୍ଷା

କରାଯାଇ ପାରିବ ସେ ନେଇ ଆଲୋଚନା ହୋଇଥିଲା l ରକ୍ତଦାନ ପାଇଁ କଲେଜ ହଲ ଓ ନିକଟ  କ୍ଲାସ ରୁମ ରେ ୫୦ ଗୋଟି ବେଡ଼ ର କିଭଳି ପ୍ରସ୍ତୁତି ହେବ, ସ୍ୱଚ୍ଛତା ରଖାଯିବ , ଓ ସଂସ୍କୃତିକ କାର୍ଯ୍ୟକ୍ରମ ସହିତ ରକ୍ତଦାତାଙ୍କ ପାଇଁ  ଟୋକନ ପ୍ରଦାନ କରି ଉପହାର ଓ ଭୋଜନର ସୁବ୍ୟବସ୍ଥା କରାଯିବ ଏହା ଉପରେ ଆଲୋଚନା କରାଯାଇ ସ୍ପଟ ଭିଜିଟ କରାଯାଇଥିଲା l ପରେ ପରେ ଛାତ୍ରନେତା ଅଭିଷେକ ଶର୍ମା ଗ୍ରୁପ ପହଂଚି କିଭଳି ଅଧିକ ରକ୍ତଦାତାଙ୍କୁ ମୋଟିଭେସନ କରାଯିବ ଏ ନେଇ କଲେଜ ଅଧ୍ୟକ୍ଷ ଙ୍କ ସହ ଆଲୋଚନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   05-May-2026
  ଜିଲ୍ଲା  
ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   05-May-2026
  ଜିଲ୍ଲା  
ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   05-May-2026
  ଜିଲ୍ଲା  
ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   05-May-2026

You Might Also Like