-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ପାଟଣାଗଡ଼ ହିନ୍ଦୁ ଜାଗରଣ ମଞ୍ଚ ତଥା ବ୍ରାହ୍ମଣ ସମାଜ ପ୍ରତି ସମର୍ଥନ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

04-Aug-2023



ବରଗଡ: ଏଇ କିଛିଦିନ ତଳେ ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ସହରରରେ ସ୍ଥାପିତ ପ୍ରଭୁ ପର୍ଶୁରାମଙ୍କ ଫଟୋଚିତ୍ରକୁ ହଟାଇ ସେଇଠାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ସ୍ଥାପନ କୁ ବରଗଡ ଜିଲ୍ଲା ବିଜେପୁର ବ୍ଲକ ବ୍ରାହ୍ମଣ ସମାଜ ତିବ୍ର ବିରୋଧ କରିବା ସହିତ ଘୋର ନିନ୍ଦା କରୁଛି।ଏହାକୁ ନେଇ ଆଜି ବିଜେପୁର ବ୍ଲକ ବ୍ରାହ୍ମଣ ସମାଜର ସଭାପତି ଶ୍ରୀଯୁକ୍ତ ଶଶିଭୂଷଣ ପଣ୍ଡା ଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ସ୍ଥାନୀୟ ତହସିଲଦାରଙ୍କୁ ଭେଟି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଏକ ନିନ୍ଦନୀୟ ଦାବୀ ପତ୍ର ପ୍ରଦାନ କରିଥିବାବେଳେ,ସ୍ଥାନୀୟ ବିଡିଓ ଙ୍କ ଅନୁପସ୍ଥିତିରେ ଏବିଡିଓ ଙ୍କୁ ଏହାର ଏକକିତା ନକଲ ଏବଂ ବିଜେପୁର ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କ ଅନୁପସ୍ଥିତିରେ ସ୍ଥାନୀୟ କର୍ମଚାରୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ନିନ୍ଦନୀୟ ପତ୍ର ପ୍ରଦାନ କରାଯାଇଛି।ଏ ପ୍ରତିନିଧି ଦଳରେ ସର୍ବଶ୍ରୀ:-ମନୋଜ ପଣ୍ଡା,ମନୋଜ କୁମାର ଦାଶବର୍ମା,ହଳପାଣି ମାଝି,ଶାନ୍ତନୁ କୁମାର ମିଶ୍ର,ପ୍ରଦୀପ କୁମାର ଗୁରୁ,ଲୋକନାଥ ମହାପାତ୍ର,ସନାତନ ମହାପାତ୍ର,ପ୍ରଫୁଲ୍ଲ କୁମାର ଦାଶ,ସୁରେନ୍ଦ୍ର ମହାପାତ୍ର,କିଶୋର ଦାଶ ପ୍ରମୁଖ ଉପସ୍ଥିତିରେ ଦାବୀପତ୍ର ଗୁଡିକ ପ୍ରଦାନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like