-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ରେଳ ଉପଭୋକ୍ତ ସଂଘ ତରଫରୁ କାର୍ଯ୍ୟକାରିଣୀ ବୈଠକ

04-Aug-2023



ବଲାଙ୍ଗିର(ଦେବାଶିଷ ବହିଦାର) - ରେଳ ଉପଭୋକ୍ତ ସଂଘର କାର୍ଯ୍ୟକାରିଣୀ ବୈଠକ ସଭାପତି ପ୍ରଫେସର ତରୁଣ କୁମାର ମିଶ୍ରଙ୍କ ସଭାପତିତ୍ୱରେ ମାଲପଡା  ଠାରେ ଅନୁଷ୍ଠିତ ହୋଇଯାଇଛି । ସଭା ପ୍ରାରମ୍ଭରୁ ଦିବଂଗତ ସଭ୍ୟ ଅଚ୍ୟୁତାନନ୍ଦ ଉଦ୍‌ଗାତାଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ୨ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ସଂପାଦକ ଦିବାକର ହୋତା ଗତ ସଭାର ବିବରଣୀ ପାଠ କରିଥିଲେ । କୋଷାଧ୍ୟକ୍ଷ ଅଶୋକ ଚାନ୍ଦ ଆୟବ୍ୟୟର ବିବରଣୀ ପାଠ କରିଥିଲେ । ନୂତନ ସଭ୍ୟ ଭାବରେ ନବ କୁମାର ମିଶ୍ର ଏବଂ ଲୋକନାଥ କର ଙ୍କୁ ଗ୍ରହଣ କରାଯାଇଥିଲା । ସଭାପତି ହିତେଶ କୁମାର ସାହୁଙ୍କୁ ଯୁଗ୍ମ ସଂପାଦକ ଓ ସୁରେନ୍ଦ୍ର ନେଗୀଙ୍କୁ କାର୍ଯ୍ୟକାରିଣୀ ସଭ୍ୟ ରୂପେ ଗ୍ରହଣ କରାଗଲା ବୋଲି ଘୋଷଣା କରିଥିଲେ ।

ଉକ୍ତ ବୈଠକରେ ବଲାଙ୍ଗିର ଷ୍ଟେସନରେ ରକ୍ଷଣାବେକ୍ଷଣର ଅଭାବ, ପିଆଇଟି ଲାଇନ ନ ଥିବା, ଗାଡି ଧୋଇବା ପାଇଁ ବ୍ୟବସ୍ଥା ନ ଥିଲା, ସୀଧାସଳଖ ଦିଲ୍ଲୀ ବା ପ୍ରୟାଗରାଜ କୁ ଟ୍ରେନ ଚଳାଚଳ ହୋଇ ପାରିବ ନାହିଁ ବୋଲି ଜେନେରାଲ ମ୍ୟାନେଜରଙ୍କ ଠାରୁ ଚିଠି ପାଇଲା ପରେ ଅସନ୍ତୋଷ ବୃଦ୍ଧି ପାଇଛି ।  ଏହା ଏକ ପୁରାତନ ଷ୍ଟେସନ ହୋଇଥିଲେ ମଧ୍ୟ ଉପଭୋକ୍ତାମାନେ ନ୍ୟୁନତମ ସୁବିଧା ପାଇ ପାରୁନାହାନ୍ତି । ବନ୍ଦେ ଭାରତ ଯୋଜନାରେ ଅନ୍ୟ ଷ୍ଟେସନ ଠାରୁ ଜିଲ୍ଲା ମହକୁମା ଷ୍ଟେସନକୁ କମ୍ ଅନୁଦାନ ମିଳିବା, ଲିଷ୍ଟ କାମକୁ ତ୍ୱରାନ୍ୱିତ କରିବା, ର‌୍ୟାମ୍ପ ଓ ଦ୍ୱିତୀୟ ପାଦଚଳା ବ୍ରିଜକୁ ତୁରନ୍ତ କାର୍ଯ୍ୟକାରୀ କରିବା, ମନ୍ଥରଗତିରେ ଚାଲୁଥିବା ବଲାଙ୍ଗିର ଖୋର୍ଦ୍ଧା ରେଳପଥର କାମକୁ ତ୍ୱରାନ୍ୱିତ କରି ଏ ବର୍ଷ ସୋନପୁର କୁ ଟ୍ରେନ ଗଡାଇବା,

ଯେଉଁ ଟ୍ରେନରେ ଅସମ୍ଭବ ଭିଡ ହେଉଛନ୍ତି ସେଥିରେ ସାଧାରଣ ବଗି ଲଗାଇବା, ବରିଷ୍ଠ ନାଗରିକଙ୍କୁ ସୁବିଧା ତୁରନ୍ତ ପ୍ରଦାନ କରିବା, ଶାରରୀକ ଅକ୍ଷମ ବ୍ୟକ୍ତିମାନଙ୍କୁ ଜିଲ୍ଲା ମହକୁମାରେ ପାସ ପ୍ରଦାନ କରିବା, ରେଳ ଉପଭୋକ୍ତ ସଂଘ ତରଫରୁ ଜଣକୁ ଡିଆରୟୁସିସି ର ସଭ୍ୟ କରିବା ଆଦି ଆଲୋଚନାଭୁକ୍ତ ହୋଇଥିଲା । ସମ୍ବଲପୁର - ପୁରୀ ଏକ୍ସପ୍ରେସକୁ ବଲାଙ୍ଗିର ପର୍ଯ୍ୟନ୍ତ ସଂପ୍ରସାରଣ ନ କଲେ ଆଗାମୀ ଦିନରେ ଆନ୍ଦୋଳନ ହେବ ବୋଲି ସଭ୍ୟମାନେ ମତ ଦେଇଥିଲେ । ଉକ୍ତ ସଭାରେ ଉପ-ସଭାପତି ଅଶୋକ ମିଶ୍ର, ମହେଶ୍ୱର ସାହୁ, ବିକ୍ରମାନନ୍ଦ ବହିଦାର, ପ୍ରଭାକର ମିଶ୍ର, ମନୋରଂଜନ ପୁରୋହିତ, ଗୋପବନ୍ଧୁ ପୁରୋହିତ, ଋତୁରାଜ ସିଂହ, ହିତେଶ ସାହୁ, ନିତ୍ୟାନନ୍ଦ ମିଶ୍ର, ପର୍ଶୁରାମ ନାୟକ, ଯୁଧିଷ୍ଟିର ମିଶ୍ର ଓ ଛବିଲାଲ ବେହେରା ପ୍ରମୁଖ ଉପସ୍ଥିତ ରହି ନିଜର ସୁଚିନ୍ତିତ ମତ ରଖିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like