-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ଜୁନିଅର ରେଡ଼କ୍ରସ କାଉନସିଲର ଙ୍କୁ ନେଇ ଏକ ଦିବସୀୟ ତାଲିମ ଶିବିର ଅନୁଷ୍ଠିତ

04-Aug-2023



ଉଲୁଣ୍ଡା(ଗୌର ଚନ୍ଦ୍ର ପରିଛା ):ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଧର୍ମଶାଳା ଉଚ୍ଚ ବିଦ୍ୟାଳୟରେ ବିରମହlରାଜପୁର ଓ ଉଲୁଣ୍ଡା ବ୍ଲକ ର ଜୁନିଅର ରେଡ଼କ୍ରସ କାଉନସିଲର ମାନଙ୍କୁ ନେଇ ଏକଦିବସୀୟ ତଥ୍ୟ ଭିତ୍ତିକ ତାଲିମ ଶିବିର ଅନୁଷ୍ଠିତ ହୋଇ ଯାଇଛି l ଉଦଘାଟନୀ ସମାରୋହରେ ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ ମୁଖ୍ୟ ଅତିଥି ଭାବେ ଶିବିରକୁ ଉଦଘାଟନ କରିବା ସହ ରେଡ଼କ୍ରସ ରେ ସାମିଲ ହୋଇ ସମର୍ପିତ  ତଥା ସେବା ମନୋଭାବରେ କାର୍ଯ୍ୟ କରି ଜିଲ୍ଲାର

ନାଁ କୁ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ପହଂଚାଇବା ପାଇଁ ପରାମର୍ଶ ପ୍ରଦାନ କରିଛନ୍ତି l ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ବୀରମହାରାଜପୁର ଶାନ୍ତନୁ କୁମ୍ଭକାର, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉଲୁଣ୍ଡା ମାର୍କଣ୍ଡ ମିଶ୍ର, ଜୁନିଅର ରେଡ଼କ୍ରସ ଅଫିସର  ରବିଚନ୍ଦ୍ର ପଶlୟତ, ଧର୍ମଶାଳା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଲୋକନାଥ ମେହେର ପ୍ରମୁଖ ଯୋଗଦାନ କରି ସେବା ମନୋଭାବରେ ବ୍ରତୀ ହେବାକୁ ପରାମର୍ଶ ପ୍ରଦାନ କରିଥିଲେ l ଉଭୟ ଉଲୁଣ୍ଡା ଓ ବୀରମହାରାଜପୁର ର ବିସିସି ପ୍ରହଲ୍ଲାଦ ନାୟକ, ବଳରାମ ପୁରୋହିତ, ବରିଷ୍ଠ ସାଧନ କର୍ମୀ ଚନ୍ଦ୍ରମଣି ବାଘ, ଚନ୍ଦ୍ରଶେଖର ମହାପାତ୍ର, ହୃଷିକେଶ ଚାନ୍ଦ, ଜଗଦୀଶ ଦାଶ ପ୍ରମୁଖ ତାଲିମ ପ୍ରଦାନ କରିଥିଲେ, ଉଭୟ ବ୍ଲକ ର ସମସ୍ତ ଉଚ୍ଚ ବିଦ୍ୟାଳୟ ରୁ ଜଣେ ଲେଖାଏଁ ମାର୍ଗଦର୍ଶକ ଯୋଗଦାନ କରିଥିବା ବେଳେ, ନୂତନ ଭାବେ ୨୦ ଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ମାର୍ଗଦର୍ଶକ ଯୋଗଦାନ କରି ତାଲିମ ଗ୍ରହଣ କରିଥିଲେ l ଚଳିତ ବର୍ଷ ଜିଲ୍ଲାର ସମସ୍ତ ଉଚ୍ଚ ବିଦ୍ୟାଳୟ ସମେତ ୬୦ଟି ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଜୁନିଅର ରେଡ଼କ୍ରସ ରେ ସାମିଲ କରି ମାନବୀୟ ସେବା ରେ ବ୍ରତୀ କରିବାକୁ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଲକ୍ଷ୍ୟ ରଖିଛି l

ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଡ଼ ରାଧାକାନ୍ତ ଗଡତିଆ ଓ ଉପ ସଭାପତି ଗତିକୃଷ୍ଣ ମିଶ୍ର, ଓ ସମସ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ ମାର୍ଗଦର୍ଶନ ରେ ଏହା ସମ୍ଭବ ହେବ ବୋଲି ଜୁନିଅର ରେଡ଼କ୍ରସ ଅଫିସର ଶ୍ରୀଯୁକ୍ତ ପଶlୟତ ମତପ୍ରକାଶ କରିଛନ୍ତି l ଏହି ତାଲିମ ଶିବିର ବ୍ୟତୀତ ଆଜି ଧର୍ମଶାଳା ଉଚ୍ଚ ବିଦ୍ୟାଳୟ ଓ ବିଶିପଡା ଉଚ୍ଚ ବିଦ୍ୟାଳୟ ରେ ୩୧ଜଣ ଲେଖାଏଁ ଛାତ୍ରଛାତ୍ରୀ ଙ୍କୁ ନେଇ ୨୯୨୩-୨୪ ଶିକ୍ଷା ବର୍ଷ ପାଇଁ ୟୁନିଟ ଗଠିତ ହୋଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like