-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ପାଟଣାଗଡ଼ର ବିବାଦୀୟ ଘଟଣା କୁ ତିବ୍ର ବିରୋଧ

05-Aug-2023



ବରଗଡ଼:-ପୂର୍ବତନ ମନ୍ତ୍ରୀ ତଥା ବ୍ରାହ୍ମଣ ସମାଜ ସୋହେଲାର ସଭାପତି ଶ୍ରୀମାନ ପ୍ରକାଶ ଚନ୍ଦ୍ର ଦେବତାଙ୍କ ନିର୍ଦ୍ଦେଶକ୍ରମେ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୋହେଲାର ଜରିଆରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଶ୍ରୀମାନ ପ୍ରମୋଦ ଦେବତାଙ୍କ ନେତୃତ୍ୱରେ ଏକ ଦାବୀ ପତ୍ର ପ୍ରଦାନ କରାଯାଇଛି। ବଲାଙ୍ଗିର ଜିଲ୍ଲା ପାଟଣାଗଡ ସଦର ସ୍ଥିତ ଏକ ଛକ ଠାରେ ଭଗବାନ ପର୍ଶୁରାମଙ୍କ ଏକ ଫଟୋ ଚିତ୍ର ବହୁଦିନରୁ ସ୍ଥାପନ ହେବା ସାଙ୍ଗକୁ ନିତି ପୂଜା ପାଇ ଆସୁଥିଲେ।ଏପରିକି ଏହି ଛକ ପର୍ଶୁରାମ ଛକ ବୋଲି ପ୍ରାୟ ସମସ୍ତେ ଜାଣନ୍ତି।ହେଲେ ଅତ୍ୟନ୍ତ କ୍ଷୋଭର ବିଷୟ ଏହି ଯେ,ଗତ ତା ୧୭.୦୭.୨୦୨୩ରିଖ ଦିନ ଉପରୋକ୍ତ ସ୍ଥାନରେ ଅଜାଣତରେ ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଏକ ପ୍ରତିମୂର୍ତ୍ତୀ ସ୍ଥାପନ କରାଯାଇ ଭଗବାନ ବୀର ପର୍ଶୁରାମଙ୍କ ଆସ୍ଥାନ,ଫଟୋଚିତ୍ର ଏପରିକି ଧ୍ୱଜା ଇତ୍ୟାଦି କୁ ଅତି ନିଷ୍ଠୁର ତାର ସହ ଫୋପାଡି ଦିଆଯାଇଥିଲା।ଏଭଳି ଅମାନବୀୟ କାର୍ଯ୍ୟ ଅତ୍ୟନ୍ତ ନିନ୍ଦନୀୟ ଓ ଦୁଃଖଦାୟକ ମଧ୍ୟ।ଏହା ହିନ୍ଦୁ ମାନଙ୍କ ଆସ୍ଥା ଓ ବିଶ୍ୱାସ ପ୍ରତି ଏକ ପ୍ରକାର ଚ୍ୟାଲେଞ୍ଜ ସଦୃଶ।ଓଡ଼ିଶାର ବରପୁତ୍ର ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକ ସାରା ଓଡ଼ିଶା କଣ ଭାରତ ବର୍ଷର ନମସ୍ୟ କହିଲେ ଅତ୍ୟୁକ୍ତି ହେବନାହିଁ।ସେଭଳି ମହାନ ବ୍ୟକ୍ତିତ୍ୱଙ୍କ ପ୍ରତିମୂର୍ତ୍ତୀକୁ ଏକ ବିବାଦୀୟ ସ୍ଥାନରେ ସ୍ଥାପିତ କରିବା କେବଳ ବୀର ପର୍ଶୁରାମଙ୍କୁ ନୁହେଁ,ବରଂ ବିଜୁ ବାବୁଙ୍କ ପ୍ରତି ମଧ୍ୟ ଘୋର ଅସମ୍ମାନ ସହ ଅପମାନ ଅଟେ।ଏହାକୁ ବ୍ରାହ୍ମଣ ସମାଜ ସୋହେଲା ତୀବ୍ର ନିନ୍ଦା କରିବା ସଙ୍ଗେସଙ୍ଗେ ଏହି ଘଟଣାକୁ ସୁଚାର କୁ ନେଇ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତୀକୁ ଅନ୍ୟତ୍ର ଏକ ଉପଯୁକ୍ତ ସ୍ଥାନ ନିର୍ଣ୍ଣୟ କରି ସ୍ଥାନାନ୍ତରିତ କରିବା ସହ ଉକ୍ତ ସ୍ଥାନରେ ପ୍ରଭୁ ପର୍ଶୁରାମଙ୍କ ଏକ ପ୍ରତିମୂର୍ତ୍ତୀ ସ୍ଥାପନ କରାଯାଉ ବୋଲି ବ୍ରାହ୍ମଣ ସମାଜ ଦାବୀ କରୁଛି।ଦାବୀପତ୍ର ଦେବା ସମୟରେ ବ୍ରାହ୍ମଣ ସମାଜ ସୋହେଲା ର ସଦସ୍ଯ ଗିରିଜା ଶଙ୍କର ଆଚାର୍ଯ୍ୟ,ଗ୍ରିଜେଶ ଖାଡାଙ୍ଗା,ପଣ୍ଡିତ ମନବୋଧ ମିଶ୍ର,ଓକିଲ ସୁରେନ୍ଦ୍ର ନାଥ ପଣ୍ଡା,ବିରେନ୍ଦ୍ର ପଣ୍ଡା,ନିତିଶ ଚନ୍ଦ୍ର ଆଚାର୍ଯ୍ୟ,ବିନାୟକ ମିଶ୍ର,ଜୟନ୍ତ ଆଚାର୍ଯ୍ୟ,ସୁଶାନ୍ତ ପାଣିଗ୍ରାହୀ ଏବଂ ଓକିଲ ପ୍ରଫୁଲ୍ଲ ମିଶ୍ର ଙ୍କ ସମେତ ଆକାଶ ପଣ୍ଡା,ରାଜେନ୍ଦ୍ର ଦେବତା,ଅମିଲାଲ ଷଡ଼ଙ୍ଗୀ ,ବୁଲୁ ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like