-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଯୁବ କଂଗ୍ରେସ ପକ୍ଷରୁ ତୁଷୁରାରେ ସାମ୍ବାଦିକ ସମ୍ମିଳନୀ

05-Aug-2023



ତୁଷୁରା (ପଞ୍ଚାନନ ନାଏକ) ଟିଟିଲାଗଡ଼ ବିଧାନସଭାର ସ୍ଵାସ୍ଥ୍ୟ,ଶିକ୍ଷା,ଗମନାଗମନର ଭଲି ମୌଳିକ ସୁବିଧା ଭଳ ଭାବେ ପାଇପାରୁ ନଥିବା ବେଳେ ଆସନ୍ତା ୬ତାରିଖ ୫ଟି ସଚିବଙ୍କ ତୁଷୁରା ଗ୍ରସ୍ତକୁ ବିରୋଧ କରିବ  ଯୁବ କଂଗ୍ରେସ ବୋଲି ସୂଚନା ପ୍ରଦାନ କରିଛନ୍ତି ଟିଟିଲାଗଡ଼ ବିଧାନସଭାର ଯୁବ କଂଗ୍ରେସ ସଭାପତି ଜ୍ଞାନରଞ୍ଜନ ସରାଫ । ତୁଷୁରା ସହର ସ୍ଥିତ ଅଗ୍ରେସନ ଭବନ ଠାରେ ଗୁଡ଼ଭେଲାବ୍ଳକ କଂଗ୍ରେସ ସଭାପତି ମହୋ ନାଗଙ୍କ ସଭାପତିତ୍ବରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା ।ତୁଷୁରା ସହରର ସର୍ବ ପୁରାତନ ଚିକିତ୍ସାଳୟକୁ ଅଗ୍ରେସନ ସହ ୧୦ଟି ଡାକ୍ତର ଯୋଗଦେବା, ତୁଷୁରା ସହର ଓ ଗୁଡ଼ଭେଲାବ୍ଳକରେ ଥିବା ସମସ୍ତ ଯୁକ୍ତ ଦୁଇ ଓ ଡ୍ରିଗ୍ରୀ କଲେଜରେ ବିଜ୍ଞାନ ଓ ବାଣିଜ୍ଯ ପାଠକ୍ରମ ଖୋଲିବା,ମାଁ ସମଲେଶ୍ବରୀଙ୍କ ମନ୍ଦିରର ଉନ୍ନତିକରଣ ପାଇଁ ୧୦କୋଟି ଟଙ୍କା, ଗମନାଗମନ ସୁବିଧା ସହ ତୁଷୁରାରୁ ବିଭିନ୍ନ ସ୍ଥାନକୁ

ସିଧାସଳଖ ବସଚଳାଚଳ, ଚାଷଜମିକୁ ଜଳସେଚନର ବ୍ଯବସ୍ଥା, ବିଭିନ୍ନ ଧନ୍ଦାମୂଳକ ପାଠ୍ୟକ୍ରମ ଆରମ୍ଭ, ଟିଟିଲାଗଡକୁ ଜିଲ୍ଲା ମାନ୍ୟତା ଦେବା ଆଦି ଅଞ୍ଚଳବାସୀଙ୍କ ହକଦାବୀ ରହିଛି । ୫ଟି ସଚିବ ତୁଷୁରା ଗସ୍ତ ପୂର୍ବରୁ ଏହି ଦାବିଗୁଡିକ ପୂରଣକରିବାକୁ ଘୋଷଣା କରନ୍ତୁ , ତେବେ ଆମ୍ଭେ ତାଙ୍କୁ ସ୍ବାଗତ କରିବୁ । ୫ଟି ବୋଲି କିଛି ବିଭାଗ ନାହିଁ, ଯଦି ଥାନ୍ତା ତେବେ ଉକ୍ତ ବିଭାଗରେ ଜଣେ ମନ୍ତ୍ରୀ ଥାଆନ୍ତେ । ବିଜେଡିର କର୍ମୀ ମାନଙ୍କୁ ଠିକା ଯୋଗଦେବା ହିଁ ମୁଖ୍ଯ ଉଦ୍ଦେଶ୍ଯ ବୋଲି ରାଜ୍ୟ ଯୁବ କଂଗ୍ରେସର ସାଧାରଣ ସମ୍ପାଦକ ସୁବ୍ରତ ବେହେରା ମତ ପ୍ରକାଶ କରିଥିଲେ । ଏହି ସମ୍ମିଳନୀରେ କଂଗ୍ରେସ ନଗର ସଭାପତି ରାମେଶ୍ଵର ରଣା, ପୂର୍ବତନ ବ୍ଲକ ସଭାପତି ଶ୍ରୀକାନ୍ତ ବାଗ, ମନବୋଧ ହରପାଳ ଆଦି ମଞ୍ଚାସୀନ ଥିବା ବେଲେ କଂଗ୍ରେସର ଜିଲ୍ଲା ଓବିସି ସେଲର ସଭାପତି ବିଜୟ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like