-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ମାଁଙ୍କ ମନ୍ଦିର ସୁରକ୍ଷା ପାଇଁ ଅଭିନବ ପ୍ରତିବାଦ, ପାଟଣାର ଅଧିଷ୍ଟାତ୍ରୀ ଦେବୀ ମାଁ ପାଟଣେଶ୍ୱରୀ ମନ୍ଦିର ପୂର୍ଣ୍ଣ ନିର୍ମାଣ ଦାବୀ

05-Aug-2023



ବଲାଙ୍ଗିର(ଦେବାଶିଷ ବହିଦାର)- ବଲାଙ୍ଗିର ମାଁ ପାଟଣେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଦେବାଳୟ ସୁରକ୍ଷା କମିଟି ତରଫରୁ ବଲାଙ୍ଗିର ସହରର ମନ୍ଦିର ମାନଙ୍କ ସୁରକ୍ଷା ପାଇଁ ଏକ ଶାନ୍ତିପୁର୍ଣ୍ଣ ଭାବେ କଳାମାଳ ପରିଧାନ କରି ନିରବ ଧାରଣ ଦିଆଯାଇଥିଲା । ଦିର୍ଘ ଦିନ ହେଲା ବିଭିନ୍ନ ଦେବାଳୟ ମନ୍ଦିର ଗୁଡିକ ବର୍ଷା ପାଣିରେ ଉବୁଡୁବୁ ହୋଇ ଅସୁରକ୍ଷିତ ହେଉଥିବା ବେଳେ ଜିଲ୍ଲା ପ୍ରଶାସନକୁ ବାରମ୍ବାର ଦାବି କଲେ ମଧ୍ୟ କିଛି ପଦକ୍ଷେପ ଗ୍ରହଣ କରିବାରୁ ବାଧ୍ୟା ହୋଇ ଅଭିନବ ପ୍ରୟାସ କରାଯାଇଥିଲେ । ଯଥାଶିଘ୍ର ପୁରଣ ନ ହେଲେ ଆଗାମୀ ଦିନରେ ଲାଙ୍ଗିର ରେ ଅଖଚକ ସହ ସମ୍ପୁର୍ଣ୍ଣ ବନ୍ଦ କରାଯିବ ବୋଲି ଅନଶନକାରୀମାନେ ମତ ଦେଇଥିଲେ । ସକାଳ ଘ.୧୦ ଟାରୁ ଘ.୧.୩୦ ମି. ପର୍ଯ୍ୟନ୍ତ ବିଭିନ୍ନ ମନ୍ତ୍ର ଉଚ୍ଛାରଣ ସହ ପ୍ଲା କାର୍ଡ ପ୍ରଦର୍ଶନ କରାଯାଇଥିଲା ।

୫ଟି ସଚିବ ବଲାଙ୍ଗିର ଗସ୍ତରେ ଆସୁଥିବା ବେଳେ ପାଟଣେଶ୍ୱରୀ ମନ୍ଦିର ର ପୂର୍ଣ୍ଣାଙ୍ଗ ନିର୍ମାଣ ଓ ଡିପିଆର ପଠାଇବା ପାଇଁ ପ୍ରଶାସନ କୁ ଅନୁରୋଧ କରାଯାଇଥିଲା । ଦେବୋତ୍ତର ବିଭାଗର ଅଧିକାରୀ ଆସି ଦେବାଳୟ ସୁରକ୍ଷା କମିଟି ର କର୍ମକର୍ତ୍ତାଙ୍କୁ ପ୍ରତିଶୃତି ଦେବା ପରେ ଧାରଣା ସ୍ଥଗିତ ରଖାଗଲା । ଏହି ଧାରଣାର ନାଗରିକ କମିଟିର ମନରଂଜନ ପୁରୋହିତ, ସୂଚନା ଅଧିକାର କର୍ମୀ ଶମ୍ଭୁ ପ୍ରସାଦ ଶତପଥି, ପ୍ରଗିତଶୀଳ ପଣ୍ଡରା ଯୁବ ସମାଜ ସଭାପତି ରଘୁରାଜ ସିଂ ସେନାପତି, ଆଇନଜିବୀ ସଂଜୟ ପଟେଲ, ଶିକ୍ଷାବିତ୍ ମଧୁସୁଦନ ନାଏକ, ସୁଦର୍ଶନ ସାହୁ, କର୍ତ୍ତବ୍ୟ ଫାଉଣ୍ଡେସନ କାହ୍ନା ଶତପଥି, ବଜରଂଗ ଦଳର ଅନ୍ତର୍ଯ୍ୟାମୀ କରନ, ପ୍ରେସ କ୍ଲବ ସଭାପତି ଅରୁଣ ମିଶ୍ର, ସ୍ୱଭିମାନ ପରିବାର ସଭାପତି ରମ୍ୟରଂଜନ ସାହୁ, ଜୟ କୃଷ୍ଣ ମିଶ୍ର, ସୁରେନ୍ଦ୍ର ମିଶ୍ର, ଦେବାଳୟ ସୁରକ୍ଷା କମିଟିର ଆବାହକ ପ୍ରଶାନ୍ତ ମହାକୁର ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like