-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||     

HOME   ଜିଲ୍ଲା

ସାଲେଭଟା ରେ ୨୦ତମ ଜ୍ଞାନବିଜ୍ଞାନ ମେଳା

05-Aug-2023



ସାଲେଭଟା//ବଲାଙ୍ଗିର ଜିଲ୍ଲା ଆଗଲପୁର (ଡୁଡୁକା) ବ୍ଳକ  ସାଲେଭଟା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ୨୦ତମ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଛି ।ଏହାକୁ ବିଦ୍ୟା ମନ୍ଦିର ପରିଚାଳନା ସମିତି କୋଷାଧ୍ୟକ୍ଷ ଅିବିନ୍ଦ ସତପଥି ପ୍ରଦୀପ ତ୍ରଜ୍ୱଳନ ପୁର୍ବକ ପୁଜା ଅର୍ଚ୍ଚନାକରି ଏହାର ଶୁଭ ଉଦ୍ଘାଟନ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ମହାଦେବ ମେହେର  ସଭାପତିତ୍ୱ କରିଥିଲେ । ଏଥିରେ ଶ୍ରୀଯୁକ୍ତ ସତପଥି ମୁଖ୍ୟଅତିଥି ଭାବରେ ଯୋଗଦାନ କରିଥିଲେ ।ଆଚାର୍ଯ୍ୟ ମନରଞ୍ଜନ ପଧାନ ଅନିଥିପରିଚୟ ପ୍ରଦାନ କରିଥିଲେ । ବିଦ୍ୟାଳୟର ବାଲବର୍ଗ ର ୧୦ଟି ଓ ଶିଶୁ ବର୍ଗର ୭ଟି ମୋଟ ୧୭ ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ଏଥିରେ ସନାତନ ପୁରୋହିତ,କ୍ଷୀରୋଦ୍ର ସାହୁ,ଭକ୍ତ କୁମାର ସେଠ ଓ ଅମ୍ଳାନ ପାଣ୍ଡିଆ ପ୍ରମୁଖ ବିଚାରକ ଆକାରେ ଯୋଗଦାନ କରିଥିଲେ । ପୁରସ୍କାର ବିତରଣୀ ଉତ୍ସବରେ ପ୍ରଧାନ ଆଚାର୍ଯ୍ୟ ଙ୍କ ଅଧ୍ୟକ୍ଷତା କରିଥିବାବେଳେ ଉତ୍କଳମଣି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସନାତନ  ପୁରୋହିତ ମୁଖ୍ୟଅତିଥି ଭାବରେ ଯୋଗଦାନ କରିଥିଲେ ।ପଟୁଆପାଲି ହାଇସ୍କୁଲର ବିଜ୍ଞାନ ଶିକ୍ଷକ କ୍ଷୀରୋଦ୍ର ସାହୁ ସମ୍ମାନୀତ ଅତିଥି ଭାବରେ ଯୋଗଦାନ କରିଥିଲେ । ଏଥିରେ କୃତୀ ପ୍ରତୀଯୋଗୀ ଙ୍କୁ ମାନପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା । ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିଚାଳନା ଯୁଗ୍ମ ସଂପାଦକ ଅଗିରାମ ପରାଭୁଏ ଧନ୍ୟବାଦ ଅର୍ପଣ କରିଥିଲେ । ଏଥିରେ ବିଦ୍ୟାଳୟର ସମସ୍ତ ଗୁରୁଜୀ ଓ ଗୁରୁମା ମାନେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   02-May-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   02-May-2026
  ରାଜ୍ୟ  
ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   02-May-2026
  ଜିଲ୍ଲା  
ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   02-May-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ   02-May-2026
  ଜିଲ୍ଲା  
*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   02-May-2026
  ଜିଲ୍ଲା  
ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   02-May-2026
  ଜିଲ୍ଲା  
ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026

You Might Also Like