-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

କୁଚିଣ୍ଡାରେ ବିଭିନ୍ନ ପ୍ରତିଭାଙ୍କୁ କରାଗଲା ସମ୍ମାନିତ

05-Aug-2023



କୁଚିଣ୍ଡା(ପ୍ରେରଣା ଖବର ): ଆଜି ଆଦିବାସୀ ଭବନରେ ଆଦିବାସୀ ସାମାଜିକ ଓ ସାଂସ୍କୃତିକ ପରିଷଦ ପକ୍ଷରୁ ଭାରତୀୟ ରେଡ଼କ୍ରସ ପକ୍ଷରୁ ଜାତୀୟ ସ୍ତରରେ ସମ୍ମାନିତ ହୋଇଥିବା ବିଶିଷ୍ଟ ସମାଜସେବୀ ନିଆଲ ସିଂ ଙ୍କୁ ସମ୍ବର୍ଦ୍ଧିତ କରିବା ସହ ବିଭିନ୍ନ ପ୍ରତିଭାଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା ।

ଅନ୍ୟ ମାନଙ୍କ ଭିତରେ କିସ ପକ୍ଷରୁ ଆଦିବାସୀ ସଂସ୍କୃତି ସଂରକ୍ଷକ ଭାବରେ ସମ୍ମାନିତ ଡ଼ ଶୋଭାରାମ ପଧାନ,ତିନିଥର ପ୍ରକୃତିବନ୍ଧୁ ପୁରସ୍କୃତ ପରିବେଶବିତ ସୁବାସ ଚନ୍ଦ୍ର ନାୟକ, ବିଶିଷ୍ଟ ହାସ୍ୟ ଅଭିନେତା ବିନ୍ଦୁ ମଲ୍ଲିକ, ସଙ୍ଗୀତଜ୍ଞ ଶିବ ଶଙ୍କର ପଧାନ, ସଙ୍ଗୀତ ସାଧକ ଅର୍ଜୁନ ମେହେର,ନାରୀ ସ୍ବେଚ୍ଛାସେବୀ ମେମିନା ଖାତୁନଙ୍କୁ   ମାନପତ୍ର, ଉତ୍ତରୀ ଓ ଉପଢୋକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଅନୁଷ୍ଠାନ ର ସାଧାରଣ ସମ୍ପାଦକ ତାହା ପୂର୍ବତନ ବିଧାୟକ ବୃନ୍ଦାବନ ମାଝୀ ଙ୍କ ପରିଚାଳନାରେ

ଅନୁଷ୍ଠିତ ଏହି ସମ୍ବର୍ଦ୍ଧନା ଉତ୍ସବରେ ରଶ୍ମି ସାମଲ ମାନପତ୍ର ଗୁଡ଼ିକ ପାଠ କରିଥିବା ବେଳେ ଉପ ସଭାପତି ରମେଶ ପ୍ରଧାନ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସୁବାସ ନାୟକ ସଭାପତିତ୍ବ କରିଥିବା ବେଳେ ଶିବ ପ୍ରଧାନ ମୁଖ୍ୟ ଅତିଥି,ଅର୍ଜୁନ ମେହେର ସମ୍ମାନିତ ଅତିଥି ଓ ବିନ୍ଦୁ ମଲ୍ଲିକ ମୁଖ୍ୟବକ୍ତା ତଥା ନୀହାଲ ସିଂ ଭାବରେ ବିଶେଷ ବକ୍ତା ଭାବରେ ଯୋଗ ଦେଇ ସମାଜ ସେବା ମାଧ୍ୟମ ରେ ମିଲି ଥିବା ତୃପ୍ତି ର ବିକଳ୍ପ ନାହିଁ ବୋଲି କହିଥିଲେ । ସଭାରେ ପଦ୍ମଶ୍ରୀ ଜିତେନ୍ଦ୍ରିୟ ହରିପାଲ ଓ ପଦ୍ମଶ୍ରୀ ମିତ୍ରଭାନୁ ଗୌନ୍ତିଆ ଙ୍କ ବାର୍ତ୍ତା ପାଠ କରାଯାଇଥିଲା ।ଶେଷରେ କୋଷାଧ୍ୟକ୍ଷ ଟୁନା ସାମଲ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like