-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||     

HOME   ଜିଲ୍ଲା

ଜିଲ୍ଲା ପୋଲିସ ପକ୍ଷରୁ ସ୍ଵଚ୍ଛତା ଓ ପଲିଥିନମୁକ୍ତ ଅଭିଯାନ

06-Aug-2023



ସୋନପୁର (ମନୋରଞ୍ଜନ ତ୍ରିପାଠୀ ): ଆଗାମୀ ୯ ତାରିଖ ରେ ବିଶାଳ ରକ୍ତ ଦାନ ଶିବିର ଆୟୋଜନ ପାଇଁ ଆଜି  ଜ଼ିଲ୍ଲା ପୋଲିସ ପକ୍ଷରୁ ସ୍ୱଚ୍ଛ ଭାରତ, ଏନ ସି ସି, ଓ ପୌର ପ୍ରଶାସନ ର ମିଳିତ  ସହଯୋଗ ରେ ସୋନପୁର କଲେଜ ଠାରେ ଏକ ସ୍ୱଚ୍ଛତା, ପଲିଥିନ ମୁକ୍ତ ଅଭିଯାନ ଅନୁଷ୍ଠିତ ହୋଇଥିଲା l ଏହା

ସହିତ  ରକ୍ତ ଦାନ ସଚେତନତା  ଓ ପ୍ରାକ୍ତନ ପୋଲିସ ଆର ଆଇ  ପ୍ରଦ୍ୟୁମ୍ନ ପଟେଲ ଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଜ୍ଞାପନ ଓ ଶୁଭ କାମନା କରାଯାଇଥିଲା l ଏବଂ ସ୍ୱଚ୍ଛ ଭାରତ

ସଂଗଠନ, ରକ୍ତ ଦାତା ସଂଘ, କଲେଜ ଏନ ସି ସି   ଓ  ସହର ର ବିଭିନ୍ନ ସଂଗଠନ ର ମିଳିତ ସହଯୋଗ ରେ ଆଜି ଫରେଷ୍ଟ ସ୍ମାର୍ଟ ପାର୍କ ଠାରେ  ସନ୍ଧ୍ୟା ଠିକ 5.30 ରେ ଏକ ରକ୍ତ ଦାନ ସଚେତନତା କାର୍ଯ୍ୟକ୍ରମ କରାଯିବ l ଏସପି  ଅମରେଶ ପଣ୍ଡା, ଅବକାରୀ ଅଧିକ୍ଷକ ସୁମତି ତ୍ରିପାଠୀ, ପୌର ଅଧିକାରୀ ଶୁଭ୍ରାଂଶୁ ରୁଟ ଙ୍କ ସମେତ ବହୁ ମାନ୍ୟ ଗଣ୍ୟ ବ୍ୟକ୍ତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିବା ବିଷୟ ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ   02-May-2026
  ଜିଲ୍ଲା  
*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   02-May-2026
  ଜିଲ୍ଲା  
ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   02-May-2026
  ଜିଲ୍ଲା  
ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026
  ଜିଲ୍ଲା  
ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି   01-May-2026
  ଜିଲ୍ଲା  
ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ   01-May-2026
  ଜିଲ୍ଲା  
ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ   01-May-2026

You Might Also Like