-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ବ୍ଲକ କଂଗ୍ରେସ ସଭାପତି ଶ୍ରୀଯୁକ୍ତ ଅରବିନ୍ଦ ସାହୁଙ୍କ ସଭାପତିତ୍ୱ ରେ ଏକ ଜରୁରୀ ବୈଠକ ଅନୁଷ୍ଠିତ

06-Aug-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ଠାରେ ଏକ ଜରୁରୀ ବୈଠକ ବ୍ଲକ ସଭାପତି ଶ୍ରୀଯୁକ୍ତ ଅରବିନ୍ଦ ସାହୁଙ୍କ ସଭାପତିତ୍ୱ ରେ ସଭାକାର୍ଯ୍ୟ ଆରମ୍ଭ କରା ଯାଇଥିଲା l କାର୍ଯ୍ୟକ୍ରମ ରେ ନିମ୍ନ ପ୍ରସ୍ତାବ କ୍ରମେ ଆଲୋଚନା କରାଯାଇ ସିଦ୍ଧlନ୍ତ ଗ୍ରହଣ କରାଗଲା l ପ୍ରଥମେ ଲୋଇସିଂହା ନିର୍ବାଚନ ମଣ୍ଡଳୀ ନବ ନିଯୁକ୍ତି ଯୁବ କଂଗ୍ରେସ ସଭାପତି ଶ୍ରୀଯୁକ୍ତ ସମ୍ଭବ ନାଗ କୁ ସମ୍ବର୍ଦ୍ଧନା କରାଗଲା l ଆସନ୍ତା କାଲି ଲୋଇସିଂହା ଠାରେ 5ଟି ସଚିବ ପାଣ୍ଡିଆନ ଙ୍କ ଲୋଇସିଂହା ଗସ୍ତ ସମୟ ଘଣ୍ଟାରେ ଗଣତନ୍ତ୍ର ର ହତ୍ୟା ଯଥା ଗସ୍ତ କୁ ନେଇ ଆଲୋଚନା କରାଗଲା l ଏହାସହ 5 ଟି ସଚିବ ଙ୍କୁ ବ୍ଲକ କଂଗ୍ରେସ ତରଫରୁ 5 ଟି ପ୍ରଶ୍ନ l ପ୍ରଥମ ହେଲା ଲୋଇସିଂହା ବିଧାନସଭାରେ ବାରମ୍ବାର ଘୋଷଣାକରି ଲୋଇସିଂହା କୁ ଏନ. ଏ. ସି ମାନ୍ୟତା ଦେବାରେ ସରକାର କାହିଁକି ଗଡ଼ାଇ ଚାଲିଛନ୍ତି 5ଟି ସଚିବ ଏହାର ଉତ୍ତର ଦେବେ କି l ଦ୍ୱିତୀୟ ହେଲା ଲୋଇସିଂହା ବ୍ଲକ ଅଂଚଳ ରେ ମାଙ୍ଗାନିଜ ର ଅନୁସନ୍ଧାନ ଦୀର୍ଘ ଦିନରୁ ମିଳିଥିଲେ ହେଁ ଉତ୍ତୋଳନ କରିବାରେ କାହିଁକି ରାଜ୍ୟ ସରକାର ବିଳମ୍ବ କରୁଛନ୍ତି l ତୃତୀୟ ହେଲା ଲୋଇସିଂହା ବ୍ଲକ ର ବିଭିନ୍ନ ସ୍ଥାନରେ ବହୁଳ ପରିମାଣରେ ଟମାଟୋ ଚାଷ ହେଉଅଛି ଚାଷୀ ଏହାକୁ ୨/୩ ଟଙ୍କାରେ ବିକୁଥିବା ବେଳେ ସେହି ଚାଷୀ ଟମାଟୋ କୁ ୨ ଶହ ଟଙ୍କାରେ କିଣିବାକୁ ବାଧ୍ୟ ହେଉଛି l ତେବେ 25 ବର୍ଷ ଶାସନ କାଳରେ ଏ ଅଂଚଳ ରେ  ଗୋଟିଏ ଶୀତଳ ଭଣ୍ଡାର ଖୋଲିଲେ ନାହିଁ ଉତ୍ତର ଦେବେ କି 5ଟି ସଚିବ l ଚତୁର୍ଥ ହେଲା ସ୍କୂଲ ମାନଙ୍କରେ 5 ଟି ରୂପାନ୍ତରୀଣ ନାଁ ରେ ଆସୁଥିବା ଅର୍ଥ କୁ ଅତି ନିମ୍ନ ମାନର କାର୍ଯ୍ୟ ବିଡ଼ିଓ ଙ୍କ ଦ୍ୱାରା କରାଯାଇ ଲକ୍ଷ ଲକ୍ଷ ଟଙ୍କା ହରିଲୁଟ କରାଯାଉଛି ଏହାର ତଦନ୍ତ କରିବେ କି l ପଞ୍ଚମ ହେଲା ଲୋଇସିଂହା ବ୍ଲକ ଅଂଚଳ ରେ ହେଉଥିବା ଲୋୟର ସୁକ୍ତେଲ ପ୍ରଜେକ୍ଟ ରେ ଅନେକ ଗ୍ରାମ ବିସ୍ଥାପିତ ହୋଇଥିଲେ ହେଁ ବର୍ତମାନ ବୁର୍ଡl, ଯୋଗୀସରଡ଼ା , ବାଦୀବହାଲ, ହୀରାପୁର, ଲୋଇସିଂହା, ବୁଢ଼ୀପଦର, ଉପରବାହାଲ, ରତାଖଣ୍ଡି, ରେଙ୍ଗାଲି ଚାଷପାଇଁ ପାଣି ପାଇବାରୁ ବଂଚିତ ହେବେ ଏଣୁ ଚାଷ ପାଇଁ ଚାଷୀ ଙ୍କୁ ପାଣି ଯୋଗାଇ ଦେବେ କି l ଏଭଳି ବ୍ଲକ କଂଗ୍ରେସ ପକ୍ଷରୁ ସାମ୍ବାଦିକ ଙ୍କ ମାଧ୍ୟମରେ ୫ ଟି ପ୍ରସ୍ତାବ ଓଡିଶା ସରକାର ଙ୍କୁ ଜଣାଇବେ ବୋଲି ପ୍ରସ୍ତାବ ନିଆଗଲା l ସଭା ଶେଷରେ ସଭାପତି ଙ୍କୁ ଧନ୍ୟବାଦ ଦେଇ ସଭାକାର୍ଯ୍ୟ ଶେଷ କରାଗଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like