-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ପୋଲିସ ପକ୍ଷରୁ ରକ୍ତଦାନ ସଚେତନତା ପାଇଁ ପଥ ପ୍ରାନ୍ତ ସଭା

07-Aug-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )::ଆଜି ସୁବର୍ଣ୍ଣପୁର ଜ଼ିଲ୍ଲା ପୋଲିସ ପକ୍ଷ ରୁ ସ୍ୱଚ୍ଛ ଭାରତ ସଂଗଠନ, ରକ୍ତଦାତା ସଂଘ, ମର୍ନିଙ୍ଗ ୱାକର ଓ ସହର ର ବିଭିନ୍ନ ସଂଗଠନ ର ମିଳିତ ସହଯୋଗ ରେ ଫରେଷ୍ଟ ସ୍ମାର୍ଟ ପାର୍କ ଠାରେ ସନ୍ଧ୍ୟାରେ ରକ୍ତ ଦାନ ସଚେତନତା ପାଇଁ ଏକ ପଥ ପ୍ରାନ୍ତ ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି l ଏସପି ଅମରେଶ ପଣ୍ଡା, ନୂତନ ଏସ୍ଡ଼ିପିଓ ରାଜ କିଶୋର ମିଶ୍ର, ଆର ଆଇ ସରୋଜ କୁମାର ବେହେରା, ସ୍ୱଚ୍ଛ ଭାରତ ଉଦ୍ୟୋକ୍ତl ସୟଦ ଅଲିମୁଲ ଇସଲାମ, ପ୍ରଦୀପ ପୁରୋହିତ, ଇନ୍ଦୁ ମତି ପୁରୋହିତ ଅତିଥି ଭାବେ ଯୋଗ ଦେଇ ସନ୍ଧ୍ୟା ଭ୍ରମଣରେ ଥିବା ପାର୍କ ର ଶହ ଶହ ପୁରୁଷ ଓ ମହିଳାଙ୍କୁ ରକ୍ତଦାନ

ଉପରେ ସଚେତନ କରିଥିଲେ l ଏବଂ ଆପଣ ସହର ବାସୀ ଓ ସ୍ଵେଛା ସେବୀ ଅନୁଷ୍ଠାନ ମାନଙ୍କ ଏଇ ଉଦ୍ୟମ ଏକ କ୍ରାନ୍ତି ର ରୂପ ନେଉ l ଓ ରକ୍ତ ଦାନ ମାଧ୍ୟମ ରେ ଅନ୍ୟ ର ଜୀବନ ବଂଚିବା ସହ ସମାଜ ରେ ଏକ ଭାଇ ଚାରା ଓ ଶାନ୍ତି ର

ବାତାବରଣ ସୃଷ୍ଟି ହେଉ ବୋଲି ଅତିଥି ମାନେ ମତ ରଖିଥିଲେ l ଓ ନଅ ତାରିଖ ର ବିଶାଳ ରକ୍ତ ଦାନ ଶିବିର କୁ ସଫଳ କରିବାକୁ ନିବେଦନ କରିଥିଲେ l ହାତ ରେ ପ୍ଲା କାର୍ଡ ଧରି ଲୋକେ ମଧ୍ୟ ପରସ୍ପର କୁ ସଚେତନ କରିଥିଲେ l ରକ୍ତ ଦାନ ଶିବର ର ପ୍ରଚାର ପ୍ରସାର ପାଇଁ ଏକ ରେକର୍ଡିଙ୍ଗ ଅଟୋ ଗାଡି କୁ ସବୁଜ ପତାକା ଦେଖାଇ ଏସପି ଶୁଭ ଉଦଘାଟନ କରିଥିବା ବେଳେ ନୂତନ ଆର ଆଇ ସରୋଜ ବେହେରା, ମନୋଜ ପଣ୍ଡା ଓ ମନୋରଞ୍ଜନ ତ୍ରିପାଠୀ ସଭା ସଂଯୋଜନା କରିଥିଲେ l ନୂତନ ଏସଡିପିଓ ଶ୍ରୀ ମିଶ୍ର ଓ ଆର ଆଇ ଶ୍ରୀ ବେହେରା ଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   01-May-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   01-May-2026
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026
  ଜିଲ୍ଲା  
ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    01-May-2026
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026

You Might Also Like