-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

୨୦ଲକ୍ଷ ଟଙ୍କା ଠକେଇ ମାମଲା ରେ ୧୨.୮୮ ଲକ୍ଷ ଜବତ, ୫ ଜଣ ଗିରଫ

07-Aug-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ସୋନପୁର ଜିଲ୍ଲା ପୋଲିସ କୁ ମିଳିଛି ଏକ ବଡ ସଫଳତା । ୨୦ ଲକ୍ଷ ଟଙ୍କାର ୫୦୦ ଟଙ୍କିଆ ନୋଟ ବଦଳରେ  ୨୫ ଲକ୍ଷ ଟଙ୍କାର ୨୦୦୦ ଟଙ୍କିଆ ନୋଟ ପାଇ ରାତା ରାତି କୋଟି ପତି ହେବା ସ୍ବପ୍ନ ଦେଖୁଥିଲେ ସୋନପୁର ର ରାଜେଶ୍ ମେହେର ଓ ତାଙ୍କର ଜଣେ ଭୂବନେଶ୍ଵର ସାଙ୍ଗ ମନୋଜ ବ୍ରହ୍ମା l କିନ୍ତୁ ପରିଶେଷରେ ହୋଇଥିଲେ  ବଡ଼ ଠକାମୀ ର ଶିକାର । ସୋନପୁର ର ଗୋଟେ ହୋଟେଲ ରେ ହୋଇଥିଲା ଡ଼ିଲ ସ୍ଥାନୀୟ

ଘୋଡୋଘାଟ ପଡା ର ଯୋଗେଶ୍ୱର ବେହେରା, ବରଗଡ଼ ର ଟଙ୍କଧର ବେହେରା ଓ ଶିବ ମେହେର, ଗଞ୍ଜାମ ର ବି ତ୍ରିନାଥ ରାଓ ଓ ଏ ସନ୍ତୋଷ ମିଶି ବିଛାଇ ଥିଲେ ଠକାମୀ ର ଜାଲ l 
 ରାଜେଶ୍ ମେହେର ଟଙ୍କା ବେଗ ଧରି ପହଂଚି ଯାଇଥିଲେ ଜିଲ୍ଲାପାଳଜିଲ୍ଲାପାଳ କାର୍ଯ୍ୟାଳୟ ଆଗକୁ  ଓ ଅଭିଯୁକ୍ତ ଏକ ଗାଡିରେ ରାଜେଶ୍ ଙ୍କ ଠୁ ୫୦୦ ଟଙ୍କିଆ ନୋଟଥିବା ବେଗ ଗ୍ରହଣ କଲେ। ଠିକ୍ ସେହି ସମୟରେ ପ୍ଲାନ ମୁତାବକ ଅନ୍ୟ ଅଭିଯୁକ୍ତ ଏକ ସ୍କର୍ପିଓ ଗାଡ଼ି ରେ ପୋଲିସ ସାଇରନ ଦେଇ  ଘଟଣା ସ୍ଥଳ କୁ ଆସିଥିଲା ଓ ରାଜେଶ୍ ମେହେର ଙ୍କୁ ପୋଲିସ ଆସୁଛି ଅନ୍ୟ ଜାଗାକୁ ଆସି ୨୦୦୦  ଟଙ୍କିଆ ନୋଟ୍ ନେବ କହି ଖସି ଯାଇଥିଲେ ଅଭିଯୁକ୍ତ। ତାପରେ ଠକାମିର ଶିକାର ହୋଇଥିବା ରାଜେଶ ମେହେର ସୋନପୁର ଥାନାରେ  ଲିଖିତ ଅଭିଯୋଗ କଲେ ।  ସୋନପୁର ପୋଲିସ କେସ ନମ୍ବର ୧୮୧/୩୦.୭.୨୩ ରେ ଦଫା ୪୨୦/୧୨୦(ବି) (ଅନୁସାରେ ଠକେଇ ମାମଲା ରୁଜୁକରି ପରେ ୪୨୦/୪୬୮/୪୭୧ ଓ ୧୩୦ (ବି) ରେ ପରିବର୍ତ୍ତନ କରି  ତଦନ୍ତ ଆରମ୍ଭ କରିଥିଲେ। ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଏହି ଘଟଣା କୁ ଅତ୍ୟନ୍ତ ଗମ୍ଭୀରତା ସହ ନେଇ ତନାଘନା ଆରମ୍ଭ କରାଇ ଶେଷରେ ପୋଲିସ ଟିମ୍ ଅଭିଯୁକ୍ତ ଙ୍କୁ ଧରିବାରେ ସକ୍ଷମ

ହେଲେ। ତାଙ୍କ ଠାରୁ ନଗଦ ୧୨ଲକ୍ଷ ୮୮ହଜାର ଟଙ୍କା ଓ ଅଭିଯୁକ୍ତ ବ୍ୟବହାର କରିଥିବା ସ୍କର୍ପିଓ ଗାଡି  ଓଆର୍୦୨ବିଡବ୍ଲ୍ୟୁ ୧୦୦୦ ଓ ଏକ ଜାଲ ନମ୍ବର ପ୍ଲେଟ ଓ ୨ଗୋଟି ମୋବାଇଲ ଫୋନ ଜବତ କରିବାରେ ସକ୍ଷମ ହୋଇଛନ୍ତି। ଏ ଘଟଣାରେ ସଂପୃକ୍ତ ଥିବା ଅନ୍ୟମାନଙ୍କୁ ଗିରଫ କରିବାପାଇଁ ତଲାସୀ ଅଭିଯାନ ଚାଲିଥିବା ଏସପି ସୋନପୁର ଥାନାରେ ହୋଇଥିବା ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରିଥିଲେ। ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ ଏସଡିପିଓ ରାଜକିଶୋର ମିଶ୍ର, ଥାନା ଅଧିକାରୀ ପଦ୍ମାସିନୀ ମେହେର ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like