-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

କଣ୍ଟାପାଲି ଗ୍ରାମର ଜଗନ୍ନାଥ ତ୍ରିପାଠୀ ଙ୍କ ଏକ ମାତ୍ର ପୁଅ ଆର୍ମି ଯବାନ ସୁଧୀର କୁମାର୍ ତ୍ରିପାଠୀ କାର୍ଯ୍ୟରତ ସମୟରେ ଚଣ୍ଡିଗଡ ଠାରେ ସହିଦ

07-Aug-2023



ବଲାଙ୍ଗୀର, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ମହଲାଇ ପଞ୍ଚାୟତ ଅନ୍ତର୍ଗତ କଣ୍ଟାପାଲି ଗ୍ରାମର ଜଗନ୍ନାଥ ତ୍ରିପାଠୀ ଙ୍କ ଏକ ମାତ୍ର ପୁଅ ଆର୍ମି ଯବାନ ସୁଧୀର କୁମାର୍ ତ୍ରିପାଠୀ କାର୍ଯ୍ୟରତ ଥାଇ ଚଣ୍ଡିଗଡ ଠାରେ ସହିଦ ହୋଇ ଯାଇଛନ୍ତି । ସହିଦ ଯବାନ , ହାବିଲଦାର ସୁଧୀର କୁମାର ତ୍ରିପାଠୀ ସେ 16 ରେପିଡ୍ ସିଗନାଲ୍ ରେଜିମେଣ୍ଟ , ଗଙ୍ଗାନଗର ରେ କାର୍ଯ୍ୟରତ ଥିଲେ 5.08.2023 ରେ ରାତି 11.40  ସମୟ ରେ ଚଣ୍ଡିଗଡ ହସ୍ପିଟାଲ ରେ ତାଙ୍କ ମୃତ୍ୟୁ ହୋଇଥିଲା। ତାଙ୍କ ପ୍ରାର୍ଥିବ ସରିର  ଆଜୀ 3.Pm ରେ ତାଙ୍କ ଜନ୍ମ ଭୂମି କୁ  ପହଞ୍ଚିଛି l ବଲାଙ୍ଗିର ମାଟିର ବିର୍ସପୂତ୍  ସହିଦ ହାବିଲଦାର ସୁଧୀର କୁମାର ତ୍ରିପାଠୀ ଙ୍କୁ ହରାଇ ଏରିଆ ରେ ସୋକର ଛାୟା ସୃଷ୍ଟି ହୋଇଯାଇଛି ତାଙ୍କୁ ଶେଷ ଦର୍ଶନ କରିବା ପାଇଁ ହଜାର ହଜାର ଲୋକଂକ ଭିଡ ହୋଇଥିଲା ବିଡିଓ, ତହସିଲଦାର ଏବଂ ଅନ୍ୟ ଅଧିକାରି ଏଵଂ ଆଦମୀ ପାର୍ଟୀ ଜିଲ୍ଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ  ଆଶିଷ ପାଣ୍ଡେ ମଧ୍ୟ ଯୋଗଦେଇ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଦେଇ ତାଙ୍କ ପରିବାର ଙ୍କୁ ଭେଟିଥିଲେ ଏବଂ ଦୁଖ ପ୍ରକାଶ କରିଥିଲେ l ଆପ ବଲାଙ୍ଗିର ର ରମାକାନ୍ତ ବେହେରା, ଅମନ୍ ମହାପାତ୍ର , ସୁଶାନ୍ତ ପାରୁଆ ବିକାସ ବିଶ୍ବାଳ ଏବଂ ଅନ୍ୟ ମେମ୍ବର ଯୋଗଦେଇଥିଲ ଏବଂ ଅନ୍ୟ ଦଳର ନେତା ମାନେ ମଧ୍ୟ ଯୋଗଦେଇଥିଲେ । ଶ୍ରୀ ପାଣ୍ଡେ କହିଥିଲେ ଇଟା ଖାଲି ବଲାଙ୍ଗୀର ମାଟି ହରେନାହି ସାରା ଦେଶ ଗୋଟେ ବିର ଯବାନ ଙ୍କୁ ହାରାଇଛି ବୋଲି ପାଣ୍ଡେ କହିଛନ୍ତି l ତାଙ୍କ ଅମର ଆତ୍ମା ର ସତ୍ ଗତି ଏବଂ ତାଙ୍କ ପରିବାର ଙ୍କୁ ଭାଗବାନ ହିମ୍ମଦ ସାହାସ ଦେଉନ ବୋଲି ଆପ୍ ବଲାଙ୍ଗିର ପାରିବାର ତରଫ ରୁ ପ୍ରାର୍ଥନା କରୁଛୁ ବୋଲି ଶ୍ରୀ ପାଣ୍ଡେ କହିଥିଲେ ଏବଂ ଶେଷରେ ରାଜ୍ଯ ସରକାର ଙ୍କୁ ଦାବି କରିଥିଲେ ସହିଦ ଜବାନ୍ ସୁଧିର କୁମାର ତ୍ରିପାଠୀ ଙ୍କ ସ୍ମୃତି ପାଇ ତାଙ୍କ ଗୋଟେ ପ୍ରତିମୂର୍ତ୍ତି କରାଯାଉ ବୋଲି ଦାବି କରିଥିଲେ l ବହୁତ୍ ଦୁଃଖର କଥା ଗୋଟେ 5t ସଚିବ ଆସିଛନ ତାଙ୍କର ଠାନେ ମାଲ ମାଲ ପୋଲିସ ଏବଂ ମାଲ ମାଲ ନେତା କିନ୍ତୁ ଗୋଟେ ସହିଦ୍ ଯବାନ ଦେଶର ଲାଗି 19 ବର୍ଷ କାମ କରିଛନ୍ତି ତାଙ୍କର ଶବ ସତ୍କାର ଟାଇମ ରେ ନା ଏମଏଲଏ ନା ଏମପି ନା ଗାର୍ଡ ଅଫ ଓନର ଖାଲି ଦୁଇଟା ପୋଲିସ ଏଟା ନିଶ୍ଚିତ ଭାବରେ ଲୋକଂକ ମହାଲ ରେ ତୀବ୍ର ଅସନ୍ତୋଷ ସୃଷ୍ଟି କରିଛି ଆମ୍ ଆଦମୀ ପାର୍ଟି ମଧ୍ୟ ବିଜେଡି ର ଚାଟୁକର୍ ନେତା ଏବଂ ପ୍ରଶାସନ ଙ୍କୁ ତୀବ୍ର ନିନ୍ଦା କରୁଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like