-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ରାଜ୍ୟ

ସମଲେଶ୍ୱରୀ ମାଁଙ୍କ ଦର୍ଶନ ସହ ୫ଟି ସଚିବଙ୍କ ଗସ୍ତ ଆରମ୍ଭ ବୁଲିଲେ ଲୋୟର ସୁକତେଲ,ଯୋଗେଶ୍ୱରମନ୍ଦିର,ହରିହର ହାଇସ୍କୁଲ,ରାଣୀପୁର ଝରିଆଳ ମନ୍ଦିର

07-Aug-2023



ବଲାଙ୍ଗୀର-ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟି ସଚିବ ଭି.କେ.ପାଣ୍ଡିଆନଙ୍କ ବଲାଙ୍ଗୀର ଗସ୍ତର ଆଜି ଦ୍ୱିତୀୟଦିନ । ଆଜି ସକାଳ ୭ଟା୪୫ମିରେ ସେ ସର୍କିଟହାଉସରୁ ବାହାରି ପ୍ରଥମେ ବଲାଙ୍ଗୀର ମାଁ ସମଲେଶ୍ୱରୀ ମନ୍ଦିରକୁ ଯାଇ ମାଁଙ୍କ ଦର୍ଶନ କରିଥିଲେ । ସେଠାରେ ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ , ମନ୍ଦିରର ପୂଜକ ଓ ଅନ୍ୟାନ୍ୟ ଭକ୍ତମାନଙ୍କ ସହିତ ମନ୍ଦିରର ରୂପାନ୍ତରୀକରଣ ନେଇ ଆଲୋଚନା କରିଥିଲେ । ପୌରାଧ୍ୟକ୍ଷା ଲିକା ସାହୁଙ୍କ ସହିତ ସମଲେଶ୍ୱରୀ ମନ୍ଦିର,ପାଟଣେଶ୍ୱରୀମନ୍ଦିର,ଗୋପାଳଜୀମନ୍ଦିର କମିଟିର କର୍ମକର୍ତ୍ତା ଓ ବଲାଙ୍ଗୀର ସହରର ବିଶିଷ୍ଟବ୍ୟକ୍ତିଗଣ ଉପସ୍ଥିତ ରହି ୫ଟି ସଚିବଙ୍କୁ ସ୍ୱାଗତ କରିବା ସହିତ ମନ୍ଦିରଗୁଡିକର ପୁନଃରୁଦ୍ଧାର ଦାବି କରିଥିଲେ । ଏହାପରେ ସେ କୋସଳକଳାମଣ୍ଡଳ ପଡିଆରେ ସ୍ୱୟଂସହାୟିକାଦଳଙ୍କ ସମାବେଶକୁ ସମ୍ବୋଧନ କରି ଲୋୟରସୁକତେଲ ଜଳସେଚନ ପ୍ରକଲ୍ପକୁ ପରିଦର୍ଶନ କରିଥିଲେ । ଲୋୟରସୁକତେଲ ଡେମରେ ଚଳିତବର୍ଷ ବନ୍ୟାଜଳକୁ ଅଟକାଯାଇଛି । ଏହା ସହିତ ପ୍ରକଲ୍ପର ଅଗ୍ରଗତୀ ନେଇ ସେ ସନ୍ତୋଷବ୍ୟକ୍ତ କରିବା ସହିତ ବାକିଆକାମକୁ ଖୁବଶୀଘ୍ର ସାରିବାକୁ ପ୍ରଶାସନକୁ ନିର୍ଦ୍ଦେଶ କରିଥିଲେ । ପ୍ରକଲ୍ପକାମକୁ ତ୍ୱରାନ୍ୱିତ କରି କାମକୁ ସାରିଥିବାରୁ ଲୋୟରସୁକତେଲ ପ୍ରକଲ୍ପର ଯନ୍ତ୍ରୀ ଓ ଅଧିକାରୀଙ୍କୁ ପ୍ରଶଂସା କରିଥିଲେ । ଡେମରେ ଉପରେ ସେ ଚାଲିଚାଲି ବୁଲିଥିଲେ ଓ ପ୍ରକଲ୍ପରେ ସଂରକ୍ଷିତ ଜଳର ସ୍ଥିତି ଦେଖିଥିଲେ ।

ଏହାପରେ ଶ୍ରୀ ପାଣ୍ଡିଆନ ଲୋଇସିଂହା ବ୍ଲକର ଯୋଗୀସର୍ଡାର ହରିହର ୫ଟି ହାଇସ୍କୁଲ ଓ ଯୋଗେଶ୍ୱରମନ୍ଦିରକୁ ପରଦର୍ଶନ କରି ସ୍ଥାନୀୟଲୋକଙ୍କ ସହିତ ଆଲୋଚନା କରିଥିଲେ । ହରିହର ହାଇସ୍କୁଲର ୫ଟି ଯୋଜନାରେ ହୋଇଥିବା ରୂପାନ୍ତରଣ କାର୍ଯ୍ୟରେ ସେ ସନ୍ତୋଷ ବ୍ୟକ୍ତ କରିଥିଲେ । ଏହାପରେ ଲୋଇସିଂହାର କଲେଜପଡିଆକୁ ଆସି ଜନଅଭିଯୋଗ ଶୁଣାଣୀରେ ଯୋଗଦେଇଥିଲେ । ଏଠାରେ ପ୍ରାୟ ୧୫ହଜାର ମହିଳା/ପୁରୁଷଙ୍କୁ ଉଦବୋଧନ ଦେଇ ନବୀନ ପଟ୍ଟନାୟକ ସରକାରଙ୍କ ଜନହିତକର ଯୋଜନା ଉପରେ ଉଦବୋଧନ ଦେଇଥିଲେ । ରାଜ୍ୟସରକାର କୃଷକ,ଛାତ୍ର,ମହିଳାଙ୍କ ଶିକ୍ଷା,ସ୍ୱାସ୍ଥ୍ୟ,ଗମନାଗମନର ସୁବିଧା କରାଇବା ସହିତ ଧର୍ମାନୁଷ୍ଠାନଗୁଡିକର ରୂପାନ୍ତରଣ କରାଉଛନ୍ତି ବୋଲି କହିଥିଲେ । ଏହାପରେ ସେ ବଙ୍ଗୋମୁଣ୍ଡା ବ୍ଲକର ରାଣୀପୁର-ଝରିଆଳକୁ ଯାଇ ୬୪ଯୋଗିନୀ,ଇନ୍ଦ୍ରଲାଠ ଓ ସୋମେଶ୍ୱରମନ୍ଦିର ପରିଦର୍ଶନ କରିଥିଲେ । ସେଠାରେ ମଧ୍ୟ ମନ୍ଦିର ପରିଚାଳନାକମିଟି,ପୂଜକମାନଙ୍କୁ ଭେଟି ପୀଠର ଉନ୍ନତିକରଣ ପାଇଁ ଆଲୋଚନା କରିଥିଲେ । ସେଠାରୁ ମୁରିବାହାଲକୁ ଆସି ଏକ ସମାବେଶରେ ଜନଅଭିଯୋଗ ଶୁଣାଣୀରେ ଭାଗନେଇଥିଲେ । ଭି.କେ.ପାଣ୍ଡିଆନଙ୍କ ଏହି ପରିଦର୍ଶନ ବେଳେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ରସଚିବ ଭିନିଲକ୍ରୀଷ୍ଣା,ସମ୍ବଲପୁର ଆଇଜି ଦୀପକକୁମାର,ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରାଣା,ଏସପି ଋଷିକେଶ ଖିଲାରୀ ଓ ଅନ୍ୟାନ୍ୟ ଜିଲ୍ଲାଅଧିକାରୀଗଣ ଉପସ୍ଥିତ ରହିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like