-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||     

HOME   ଜିଲ୍ଲା

ମୁରିବାହlଲ ମାଟିରେ ପାଣ୍ଡିଆନ୍

07-Aug-2023



ମୁରିବାହାଲ , ବଲାଙ୍ଗିର ଜିଲ୍ଲା ଗସ୍ତରେ ଫାଇଭ ଟି ସଚିବ ଭିକେ ପାଣ୍ଡିଆନ | ଆଜି ସ୍ୱତନ୍ତ୍ର ବିମାନରେ ପାଣ୍ଡିଆନ ବଲାଙ୍ଗିର ଜିଲ୍ଲା  ରାଣିପୁର ଝରିଆଲ ର ସୋମ କ୍ଷେତ୍ର ରେ ପହଂଚି ମହାଦେବ ଙ୍କ ଦର୍ଶନ କରିଥିଲେ।ଦର୍ଶନ ପରେ | ମନ୍ଦିର ଠାରେ  ଭକ୍ତ ମାନଙ୍କ ସହିତ ଆଲୋଚନା କରି ଥିଲେ | ତାପରେ ହେଲିକ୍ୟାପ୍ଟର ମାଧ୍ୟମରେ ମୁରିବାହାଲ ବ୍ଲକ ଗୁରୁଣ୍ଡା ପଡିଆ କୁଯାଇ ଥିଲେ ଓ ଏସଏଚଜି ମା ମାନଙ୍କ ମନ ଜିଣିଥିଲେ | ତାଙ୍କ ଉଦବୋଧନ ରେ କହିଥିଲେ  ମନ୍ଦିର,ମସଜିଦ,ଚର୍ଚ ର୍ଓ କମ୍ଯୁନିଟି ସେଣ୍ଟର ପାଇଁ ଯେଉଁମାନେ  ଅଭିେଯାଗ ପତ୍ର ଦେଇଛନ୍ତି, ତାହା ଆଗାମୀ ସାଚ ଦିନ  ମଧ୍ଯ ରେ କାର୍ଯ୍ୟ କାରି ହେବ, କିନ୍ତ ଏଥିପାଇଁ  ଆପଣ ମାନଙ୍କର ସହଯୋଗ ତଥା ଏହି କାମକୁ ଭଲ ଭାବରେ କରି ସରକାର କୁ ସହଯୋଗ କରିବାକୁ ହେବ ବୋଲି କହିଥିଲେ। ପିଇବା ପାଣି ପାଇଁ ତନି ଦିନରେ ସମସ୍ଯା ର ସମାଧାନ ପାଇଁ ଜିଲ୍ଲାପାଳ ଓ ବିଡିଓ ଙ୍କୁ ନିର୍ଦେଶ ଦେଇଥିଲେ।ମିଶନ ଶକ୍ତି ଜରିଆରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ମାଧ୍ୟମରେ ଏସଏଚଜି ମା ମାନଙ୍କୁ ଉତ୍ସାହିତ କରିଥିଲେ ଏହି ସମୟରେ ଚାଷୀ ମାନଙ୍କୁ ବିଭିନ୍ନ ରାଜ୍ଯ ସରକାର ଙ୍କ ଦ୍ଵାରା ବିଭିନ୍ନ ଯୋଜନାର ସଫଳ ରୂପାୟନ ତାଙ୍କର ଅଭିଭାଷଣ  ରେ ପ୍ରକାଶ କରିଥିଲେ l ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶରେ ଆସିଥିବା ଫାଇଭ ଟି ସଚିବ ଜିଲ୍ଲାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇବେ | ଏହା ସହିତ ଲୋକଙ୍କ ଅଭିଯୋଗ ଆପତ୍ତି ମଧ୍ୟ ଶୁଣି  ଥିଲେ ଏବଂ ଏହା ସେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇବେ ଓ ଏହାର ସମାଧାନ ଏକ ମାସ ମଧ୍ଯ ରେ ହେବ ବୋଲି ପ୍ରକାଶ କରିଥିଲେ।କ୍ରୁଷକ ମାନଙ୍କ ପାଇଁ ମାଗଣାରେ କ୍ରୁଷି ବୀମା ଓ ଏକ ଲକ୍ଷ ପର୍ଯ୍ୟନ୍ତ ଋଣ ବିନା ସୁଧରେ ମିଳିବା ନେଇ କହିଥିଲେ। ମିଶନ ଶକ୍ତି ପାଇଁ ଯେଉଁଠି ବି  ସରକାରୀ ଘର ଖାଳି ଅଛି ତାହାକୁ ଅତିଶୀଘ୍ର ଚିନ୍ହଟ କରି ମିଶନ ଶକ୍ତି ପାଇଁ ଯୋଗାଇ ଦେବାକୁ ପ୍ରଶାସନ କୁ କହିଥିଲେ। ଘରେ ଘରେ ପାଣି ପହଂଚିବା ନେଇ ମୂଖ୍ଯ ମନ୍ତ୍ରୀ ଏକ ବଡ ନିଷ୍ପତ୍ତି ନେଇଥିବା ଯୋଜନା ମଧ୍ଯ ପରିପ୍ରକାଶ କରିଥିଲେ। | ଶେଷରେ ସମସ୍ତ ଜଣ ସାଧାରଣ ଙ୍କୁ ରାଜ୍ଯ ର ଉନ୍ନତି ପାଇଁ ମିଶି କରି କାମ କରିବା ସହିତ ଭଲ କାମ କରିବାକୁ ପରାମର୍ଶ ଦେଇଥିଲେ। l 
(ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକରୁ  ସୁଦାମ ଚରଣ ବଘାରଙ୍କ ରିପୋର୍ଟ୍ )


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026

You Might Also Like