-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||     

HOME   ଜିଲ୍ଲା

ସାମ୍ବାଦିକ କୁମାର ହସନ୍ ଓ ପ୍ରମୋଦଙ୍କ ପରଲୋକରେ ସମ୍ବଲପୁର ପ୍ରେସ କ୍ଲବରେ ଶୋକସଭା

08-Aug-2023



ସମ୍ବଲପୁର: (ସଂଜୀବ ପାଣିଗ୍ରାହୀ )
ଦୁଇଦିନ ମଧ୍ଯ ରେ ସମ୍ବଲପୁର ର ବରିଷ୍ଠ ଦୁଇଜଣ ସାମ୍ବାଦିକଙ୍କ ପରଲୋକ ଘଟଣାରେ ସାରା ସହରରେ ଶୋକର ଛାୟା ଖେଳାଇ ଦେଇଛି। ସାମ୍ବାଦିକ ତଥା ସାହିତ୍ୟିକ କୁମାର ହସନ୍ ଓ  ବରିଷ୍ଠ ସାମ୍ବାଦିକ ପ୍ରମୋଦ ପଟନାୟକଙ୍କ ପରଲୋକ ନେଇ  ସମ୍ବଲପୁର ପ୍ରେସ କ୍ଲବରେ ଶୋକସଭା ର ଆୟୋଜନ କରାଯାଇ ଥିଲା। ଉଭୟଙ୍କ ପରଲୋକ ଘଟଣା ସମ୍ବଲପୁର ସମେତ ପୁରା ରାଜ୍ଯ ପାଇଁ ଅପୂରଣୀୟ କ୍ଷତି ବୋଲି ସଭାରେ ମତ ପ୍ରକାଶ ପାଇଥିଲା ।  ଉଭୟେ ଅବ ହେଲିତ ନିଷ୍ପେସିତ, ଚାଷୀ, ମୁଲିଆଙ୍କ କଥାକୁ ଲୋକ ଲୋଚନକୁ ଆଣିବାକୁ ଚେଷ୍ଟା ଚଲାଇ ଥିଲେ ।  ସମ୍ବଲପୁର ପ୍ରେସ କ୍ଲବ ର ସାଧାରଣ ସମ୍ପାଦକ ଭବାନୀଶ ଭୋଇଙ୍କ ସଂଯୋଜନାରେ ଅନୁଷ୍ଠିତ ଶୋକ ସଭାରେ ପ୍ରେସ କ୍ଲବର ସଭାପତି ତ୍ରୀବିକ୍ରମ ପ୍ରଧାନ, ବରିଷ୍ଠ ସଦସ୍ଯ ସୁବାସ ପାଣିଗ୍ରାହୀ, ଶଙ୍କର ବେହେରା, ସବିତା ମିଶ୍ର,  ଅନିଲ ଶ୍ରୀରାମକା, ରାଜାରାମ ପାଢ଼ୀ, ଅମଲେନ୍ଦୁ ନାୟକ, ସଂଜୟ ଜେନା, ବାଦଶାହ ଜୁସମନ ରଣା, ବ୍ୟୋମକେଶ ପଣ୍ଡା, ଜ୍ଞାନବ୍ରତ ଭୋଇ, ନିମାଇଁ ସାହୁ, ରାଜେଶ ବିଭାର, ଧର୍ମେନ୍ଦ୍ର ପଟନାୟକ, କ୍ରୁଷ୍ଣଚନ୍ଦ୍ର ପରିଡା, ତନ୍ମୟ ମିଶ୍ର ପ୍ରମୁଖ ସାମିଲ ହୋଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026

You Might Also Like