-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଗୋପବନ୍ଧୁ କାର୍ଯ୍ୟରତ ସାମ୍ବାଦିକ ସ୍ବାସ୍ଥ୍ୟବୀମା ଯୋଜନାର ଆବେଦନ ଅବଧି ବୃଦ୍ଧି, ମୁଖ୍ୟମନ୍ତ୍ରୀଙ୍କୁ ଓଜେୟୁର କୃତଜ୍ଞତା ଜ୍ଞାପନ I

08-Aug-2023



ସମ୍ବଲପୁର, (ସଂଜୀବ ପାଣିଗ୍ରାହୀ )
 ଗୋପବନ୍ଧୁ କର୍ମଜୀବି ସାମ୍ବାଦିକ ସ୍ବାସ୍ଥ୍ୟବୀମା ଯୋଜନା ୨୦୨୩- ୨୪ ପାଇଁ ହିତାଧିକାରୀ ପଞ୍ଜିକରଣ ଆବେଦନ ଅବଧି ବୃଦ୍ଧି ପାଇଛି I ପୂର୍ବ ତାରିଖ ଅଗଷ୍ଟ ୭ ଥିବାବେଳେ ଏହାକୁ ବୃଦ୍ଧି କରାଯାଇ ଅଗଷ୍ଟ ୧୫ ତାରିଖ  ପର୍ଯ୍ୟନ୍ତ ରଖାଯାଇଛି I ସରକାର ସାମ୍ବାଦିକ ସ୍ବାସ୍ଥ୍ୟବୀମା ଆବେଦନ ଅବଧି ବୃଦ୍ଧି  କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ସମ୍ବଲପୁର ଜ଼ିଲ୍ଲା ଶାଖା କୃତଜ୍ଞତା ଜ୍ଞାପନ କରିଛି I ତେବେ, ପ୍ରଥମ କରି ଚଳିତ ବର୍ଷ ଅନଲାଇନ ପୋର୍ଟାଲ ମାଧ୍ୟମରେ ଏହି ପଞ୍ଜିକରଣ ହେଉଥିବାରୁ  ବିଭିନ୍ନ ପ୍ରକାର ସମସ୍ୟା ଦେଖାଦେଉଥିଲା I ବହୁ ସାମ୍ବାଦିକ ସରକାରଙ୍କ ଏହି ଯୋଜନାରୁ ବାଦ ପଡ଼ିବାର ସମ୍ଭାବନା ସୃଷ୍ଟି ହୋଇଥିଲା I ଏଭଳି ସ୍ଥିତିରେ ଗତ ୨୬ ତାରିଖ ଦିନ ସମସ୍ୟାକୁ ଦୃଷ୍ଟିରେ ରଖି ଏହି ଯୋଜନାରେ ହିତାଧିକାରୀ ଚୟନ ପାଇଁ ଆବେଦନ କରିବାର ଅବଧି ତାରିଖ ବୃଦ୍ଧି କରିବା ପାଇଁ ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ସମ୍ବଲପୁର ଜ଼ିଲ୍ଲା ଶାଖା ପକ୍ଷରୁ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସମ୍ବଲପୁର ଜ଼ିଲ୍ଲାପାଳଙ୍କ ଜରିଆରେ ଦାବି କରାଯାଇଥିଲା I ସମସ୍ୟାକୁ ଦୃଷ୍ଟିରେ ରଖି ଦାବି ମୁତାବକ ଆବେଦନ କରିବାର ଅବଧି ତାରିଖ ସରକାର ବୃଦ୍ଧି କରିଥିବାରୁ  ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ସମ୍ବଲପୁର ଜ଼ିଲ୍ଲା ଶାଖା ସଭାପତି ହିମାଂଶୁ ଶେଖର ମିଶ୍ର, ସାଧାରଣ ସମ୍ପାଦକ ସରୋଜ ସାହୁ, ରାଜ୍ୟ ଉପ ସଭାପତି ସୁଶାନ୍ତ ମହାପାତ୍ର, ସାଧବ ପ୍ରଧାନ, ବରିଷ୍ଠ ସାମ୍ବାଦିକ ଶିବ ପ୍ରସାଦ ମେହେର, ଶ୍ରବଣ ପତି, ସମୀର ଷଡ଼ଙ୍ଗୀ, ରାଜେଶ ବିଭାର, ସତ୍ୟଜିତ ମହାପାତ୍ର, ଲଳିତ ଶର୍ମା, ସୁବ୍ରତ ପାଢ଼ୀ, ମାନସ ନାୟକ, ନିଉଟନ ରାୟ, ନବୀନ ଦାଶ, ଗୁଣମଣୀ ବିଶ୍ୱାଳ, ଚୈତନ୍ୟ କୁମାର ନାୟକ, ଅମଳେନ୍ଦୁ ନାୟକ, ହରି ଶଙ୍କର ମିଶ୍ର,  ମାନସ ସାହୁ, କୁନ୍ଦୁରୁ ଦାଶ, ନିଲୁ ସାହୁ, ଅନିଲ ଶ୍ରୀରାମକା, ସଂଜିବ ପାଣିଗ୍ରାହୀ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ତଥା କୃତଜ୍ଞତା ଜ୍ଞାପନ କରିଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like