-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ମୁରିବାହାଲ ବ୍ଲକ କାର୍ଯ୍ୟାଳୟ ସଭାଗ୍ରୁହରେ ସ୍ୱାଧୀନତା ଦିବସ ପ୍ରସ୍ତୁତି ବୈଠକ ଅନୁଷ୍ଠିତ l

08-Aug-2023



ମୁରିବାହାଲ (ପ୍ରେରଣା ଖବର )
 ମୁରିବାହାଲ ବ୍ଲକ କାର୍ଯ୍ୟାଳୟ ପରିସରରେ ଆସନ୍ତା ସ୍ୱାଧୀନତା ଦିବସ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ବ୍ଲକ ଅଧକ୍ଷ୍ ହରିବନ୍ଧୁ ମେହେର ଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି l ଏହି ବୈଠକ ରେ ସ୍ୱାଧୀନତା ଦିବସ କୁ କିପରି ଭଲ ଭାବରେ ପାଳନ କରାଯିବ  ସେ ବିଷୟରେ ବିଷଦ ଆଲୋଚନା କରା ଯାଇ ଥିଲା l ଚଳିତ ବର୍ଷ ଶ୍ରେଷ୍ଠ ଆଶାକର୍ମୀ, ଶ୍ରେଷ୍ଠ ଅଙ୍ଗନୱାଡି କର୍ମୀ, ଶ୍ରେଷ୍ଠ ସ୍ୱାସ୍ଥ୍ୟ କର୍ମୀ, ଅଂଚଳ ର ଶ୍ରେଷ୍ଠ ଚାଷୀ, ବ୍ଲକ ଅଂଚଳ ରେ ସର୍ବାଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ, ବିଶିଷ୍ଠ ପ୍ରତିଭା ସମ୍ପନ୍ନ ବ୍ୟକ୍ତି ଙ୍କୁ ସମ୍ମାନିତ କରିବାର ସ୍ଥିର କରାଯାଇ ଥିଲା l ଏହି କାର୍ଯ୍ୟକ୍ରମ ରେ ପ୍ରଥମ ରୁ ପଞ୍ଚମ ଶ୍ରେଣୀ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଚିତ୍ରାଙ୍କନ ଓ ସଂଗୀତ ପ୍ରତିଯୋଗିତା, ଷଷ୍ଠ ରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଚିତ୍ରାଙ୍କନ, ବକ୍ତୃତା ଓ ରଚନା ଓ ମହାବିଦ୍ୟାଳୟ ଛାତ୍ରଛାତ୍ରୀ ଙ୍କ ପାଇଁ ବକ୍ତୃତା, ରଚନା ଓ ପ୍ରଶ୍ନୋତ୍ତରୀ ପ୍ରତିଯୋଗିତାକରିବା ପାଇଁ ଆଲୋଚନା ହୋଇଥିଲା ଏବଂ ଏହା ସହିତ ମହାବିଦ୍ୟାଳୟ ଓ ଉଚ୍ଚବିଦ୍ୟାଳୟ ଛାତ୍ରଛାତ୍ରୀ ଙ୍କ ପାଇଁ ଏକ ଗଣଦୌଡ କରିବା ପାଇଁ ସ୍ଥିର କରା ଯାଇଥିଲା l ଏହି କାର୍ଯ୍ୟକ୍ରମ ରେ  ଜିଲ୍ଲାପରିଷଦ ଉପାଧକ୍ଷ ମିଥିଲା ମାଝୀ, ଜି.ପି.ଓ  ଏମ. ଜେ. ଥିଓଫିଲ, ଆକାଉଣ୍ଟ ଅଫିସର ଘେନୁରାମ ତାଣ୍ଡି, ଏ. ଇ ଅବିନାଶ ମୋଦି,ସାଂସଦ ନୋମିନି ଶ୍ରୀବତ୍ସ ବେହେରା, ସି.ଡି. ପି.ଓ  ସୁପ୍ରଭା ମହାପାତ୍ର, ଯୁକ୍ତଦୁଇ କଲେଜ ଅଧକ୍ଷ୍ ରମେଶ ମହାନନ୍ଦ, ଡ଼ିଗ୍ରୀ କଲେଜ ର ଆଧ୍ୟାପକ ଦିଲୀପ ପଶାୟତ, ଜଙ୍ଗଲ ବିଭାଗ ର ଫରେଷ୍ଟର ପୁଷ୍ପାଞ୍ଜଳି ଯୋଶୀ, ବିଦ୍ୟୁତ ବିଭାଗ ରୁ ମହମ୍ମଦ ଜୁନେନ, ଆଦର୍ଶ ବିଦ୍ୟାଳୟ ଅଧକ୍ଷ୍
 ପିତାମ୍ବର ବେସରା,ଶିଶୁମନ୍ଦିର ପ୍ରଧାନ ଆଚାର୍ଯ୍ୟ ସୁମନାନନ୍ଦ ଖମାରି, ମୁରିବାହାଲ ସମିତି ସଭ୍ୟ ଚକ୍ରଧର ହେର୍ଣ୍ଣା, ବିଏସ. ଏସ. ଓ ରିଙ୍କୁ ମେହେର, ପତରାପାଲି (କ) ସମିତି ସଭ୍ୟ ସନ୍ୟାସୀ ପୁଟେଲ, କୃଷି ବିଭାଗ ରୁ ରତିକାନ୍ତ ସେଟ୍ଟି, ମୁରିବାହାଲ ଉଚ୍ଚବିଦ୍ୟାଳ ରୁ ହେମନ୍ତ ନାଗ,ବ୍ଲକ କଂଗ୍ରେସ ସଭାପତି ପ୍ରଫୁଲ୍ଲ ବଘାର, ସମାଜ ସେବୀ ବନ ବିହାରୀ ଯୋଶୀଙ୍କ ସହିତ ମୁରିବାହାଲ ବ୍ଲକ ଅଂଚଳ ର ସମସ୍ତ ବିଭାଗ ର କର୍ମକର୍ତା, ସମାଜସେଵୀ ତଥା ମୁରିବାହାଲ ସାମ୍ବାଦିକ ସଂଘ ର ସମସ୍ତ ସଦସ୍ୟ ଉପସ୍ଥିତ ରହି ଆଲୋଚନା ରେ ଅଂଶ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like