-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା    (30-Apr-2026)       ||      ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   (30-Apr-2026)       ||      ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ    (30-Apr-2026)       ||      ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ    (29-Apr-2026)       ||      ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||      ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ    (29-Apr-2026)       ||      ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   (29-Apr-2026)       ||      ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   (29-Apr-2026)       ||      ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   (29-Apr-2026)       ||      ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   (29-Apr-2026)       ||      ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    (29-Apr-2026)       ||      *ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   (29-Apr-2026)       ||      ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   (29-Apr-2026)       ||      ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   (29-Apr-2026)       ||      ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   (29-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର   (29-Apr-2026)       ||      ନାରୀଶକ୍ତି ବନ୍ଦନ ଅଧିନିୟମ ଶୀର୍ଷକ ଆଲୋଚନାଚକ୍ର   (29-Apr-2026)       ||      *ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   (29-Apr-2026)       ||      *ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   (29-Apr-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଡେଲି ମାର୍କେଟ ରେ ଶାଗ କିଲୋ ୧୨୦ ଟଙ୍କା

09-Aug-2023



ବଲାଙ୍ଗୀର(ପ୍ରେରଣା ଖବର ): ବଲାଙ୍ଗୀର ଡେଲି ମାର୍କେଟ ରେ ଆଜି ଶାଗ କିଲୋ ୧୨୦ ଟଙ୍କା।ପନିପରିବା ଦର ଆକଶଛୁଆଁ।ପ୍ରାୟ ୨ ମାସରୁ ଉର୍ଦ୍ଧ୍ବ ହେବ ଟମାଟୋ ଦର କିଲୋ ପିଛା ୨୦୦ ଟଙ୍କା।ବାକି ସବୁ ପନିପରିବା କିଲୋ ୮୦ ଟଙ୍କାରୁ ଅଧିକ।ପରିବା ଦର ବଢିବା ର କାରଣ ଲୋୟର ସୁକତେଲ

ଜଳଅମଳ ପ୍ରକଳ୍ପ ରେ ଅନେକ ଚାଷୀ ଗ୍ରାମ ଜଳରେ ବୁଡ଼ି ରହିଯିବ।ଏହି ଗ୍ରାମ ମାନଙ୍କରେ ଅନେକ ପନିପରିବା ଚାଷ ହୋଇ ବଲାଙ୍ଗୀର ସହରକୁ ଆସୁଥିଲା ।ଲୋକେ ସତେଜ ସବୁଜ ପନିପରିବା କମ୍ ଦରରେ ପାଉଥିଲେ। ବଳକା ପନିପରିବା ବାହାର ଜିଲ୍ଲା କୁ ମଧ୍ୟ ଯାଉଥିଲା।ଚାଷୀ ବର୍ଷ ସାରା ପରିବା ଚାଷ କରି ତାର ପରିବାର ପ୍ରତିପୋଷଣ କରୁଥିଲା।ବର୍ତ୍ତମାନ ଲୋୟର ସୁକତେଲ ପ୍ରକଳ୍ପ ହେବାରୁ ସେହି ଚାଷୀ ମାନେ ବିସ୍ଥାପନ ହୋଇ ନିଜର ଜୀବିକା ହରାଇବା ସହ ଚାଷ ମଧ୍ୟ ଉଜୁଡ଼ି ଗଲା।ଯଦ୍ୱାରା ବଲାଙ୍ଗୀର ରେ ପରିବା ଦର ଦିନକୁ ଦିନ ହୁ ହୁ ହୋଇ ବଢ଼ିବାକୁ ଲାଗିଲା ବୋଲି ସାଧାରଣରେ ଫୁସୁର ଟୁପୂର୍ ହେଉଥିବା ଶୁଣିବାକୁ ମିଳୁଛି।ଆକାଶଛୁଆଁ ପରିବା ଦର ଲୋକଙ୍କୁ ବେହାଲ କରୁଥିବା ପରିଲକ୍ଷିତ ହେଉଛି।ପରିବା ପାଇଁ ପରିବା ବେପାରୀ ମାନେ ବାଧ୍ୟ ହୋଇ ବାହାର ଜିଲ୍ଲା ଚାଷୀ ଉପରେ ନିର୍ଭର କରୁଛନ୍ତି।ଦୂରରୁ ପନିପରିବା ଆସୁଥିବା ଯୋଗୁ ପରିବା ଦରରେ କାହାର ନିୟନ୍ତ୍ରଣ ନାହିଁ ବୋଲି ଅନୁମାନ କରାଯାଉଛି।ସରକାର ବଡ଼ ପ୍ରକଳ୍ପ କରି ଚାଷୀ ର ଚାଷ ଏବଂ ପେଟରେ ଲାତ ମାରିଲେ।ସେହି ଲାତ ର ଯନ୍ତ୍ରଣା ସାଧାରଣ ଜନତା ଙ୍କ ଉପରେ ପଡ଼ିଲା ବୋଲି ଚର୍ଚ୍ଚା ହେଉଛି। ଦିନେ ଯେଉ ଅଞ୍ଚଳ ସବୁଜ ପନିପରିବା ରେ ଭର୍ତି ହେଉଥିଲା,ଆଜି ସେହି ଅଞ୍ଚଳ ଜଳମଗ୍ନ। ଜିଲ୍ଲା

ପ୍ରଶାସନ ବଲାଙ୍ଗୀର ସହରରେ ଥିବା ଚାଷ ଉପଯୋଗୀ ଜମି ମାନଙ୍କ କିସମ ପରିବର୍ତ୍ତନ ନ କରି ଚାଷ ନିମନ୍ତେ ଅନେକ ଚାଷ ଜମି ଅଧିଗ୍ରହଣ ପୂର୍ବକ ଚାଷ କରିବା ଦିଗରେ ଚାଷୀ ମାନଙ୍କୁ ଉତ୍ସାହିତ କଲେ ଆଗାମୀ ଦିନରେ ଏ ସମସ୍ତ ସମସ୍ୟା ଦୂର ହେବ ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା   30-Apr-2026
  ରାଜ୍ୟ  
ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   30-Apr-2026
  ରାଜ୍ୟ  
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ   29-Apr-2026
  ଜିଲ୍ଲା  
ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   29-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    29-Apr-2026
  ରାଜ୍ୟ  
ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ   29-Apr-2026
  ରାଜ୍ୟ  
ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   29-Apr-2026
  ଜିଲ୍ଲା  
ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   29-Apr-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   29-Apr-2026
  ଜିଲ୍ଲା  
ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   29-Apr-2026
  ଜିଲ୍ଲା  
ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    29-Apr-2026

You Might Also Like