-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଆଇଆଇଟି ହାଇଦ୍ରାବାଦରେ ଓଡିଆ ଛାତ୍ରୀଙ୍କୁ ରାଙ୍ଗି ପରେ ହତ୍ୟା - ଆତ୍ମହତ୍ୟା ରୂପ ଦିଆଯାଇଛି ପରିବାର ଲୋକେ

09-Aug-2023



ବୀରମହାରାଜପୁର,( ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ଡୁଙ୍ଗୁରି ଗ୍ରାମର ଦୁଃଖୀଶ୍ୟାମ ନାଏକ ଝିଅ ମମିତା ନାଏକ (୨୧)  ଆଇଆଇଟି ହାଇଦ୍ରାବାଦରେ ଅଧ୍ୟୟନରତ ସମୟରେ ନିଜ ରୁମରେ ପଙ୍ଖା  ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାଯାଇଛି।  ତାଙ୍କ କୋଠରିରୁ ଏକ ସୁଇସାଇଡ ନୋଟ ମଧ୍ୟ ସ୍ଥାନୀୟ ପୁଲିସ ଜବତ କରିଥିବା ଜଣାପଡିଛି। ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ମମିତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଆତ୍ମହତ୍ୟା ନୁହେଁ,ବରଂ ତାଙ୍କୁ ରାଙ୍ଗି କରି ହତ୍ୟା କରିବା ପରେ ଆତ୍ମହତ୍ୟା ରୂପ ଦିଆଯାଇଥିବା ତାଙ୍କର କାକା ପ୍ରସାଦ ନାଏକ ଅଭିଯୋଗ କରିଛନ୍ତି। ଗତ ୨୬ ତାରିଖ ସେ ଘରୁ ନିଜ କକା ପ୍ରସାଦ ନାଏକଙ୍କ ସହିତ ହାଇଦ୍ରାବାଦ ଯାଇଥିଲେ। ମାତ୍ର ଅଗଷ୍ଟ ୭ ତାରିଖ ସୋମବାର ରାତି ୯ ସମୟରେ ଆଇଆଇଟି କଲେଜ ଅଧ୍ୟକ୍ଷ ଫୋନ କରି ମମିତା ଆତ୍ମହତ୍ୟା କରିଥିବା ପରିବାର ବର୍ଗଙ୍କୁ ସୂଚନା ଦେଇଥିଲେ। ମମିତାଙ୍କ କୋଠରିରୁ ଏକ ସୁଇସାଇଡ ନୋଟ୍ ଜବତ ହୋଇଛି। ସେଥିରେ ପାଠପଢ଼ା ଚାପ ସାଙ୍ଗକୁ ଆର୍ଥିକ ଅସୁବିଧା ଯୋଗୁଁ ସେ ଆତ୍ମହତ୍ୟା କରିଥିବା ଉଲ୍ଲେଖ ଥିବା ତେଲେଙ୍ଗାନା ପୁଲିସ ସୂଚନା ଦେଇଛି।‌ ଅପରପକ୍ଷେ ମମିତା ଜଣେ ମେଧାବୀ ଛାତ୍ରୀ ଏବଂ ସେମାନଙ୍କ ଆର୍ଥିକ ଅବସ୍ଥା ମଧ୍ୟ ସ୍ବଚ୍ଛଳ ଥିବା ପରିବାର ଲୋକେ କହିଛନ୍ତି। ମମିତା ବୁର୍ଲା ସ୍ଥିତ ଭିସୁଟରୁ ବି-ଟେକ ପାସ କରି ଚଳିତ ବର୍ଷ ହାଇଦ୍ରାବାଦ ଆଇଟିଆଇ ରେ ସ୍ନାତକୋତ୍ତର ରେ ନାମ ଲେଖାଇଥିଲେ। ଚାରି ଭାଇ ଭଉଣୀ ମଧ୍ୟରୁ ମମିତା ଥିଲେ ଏକମାତ୍ର ଝିଅ ତାଙ୍କ ମୃତ୍ୟୁ ଖବର ପାଇବା ପରେ ସାଙ୍ଗସାଥୀ ତଥା ଅଞ୍ଚଳର ଶୋକର ଛାୟା ଖେଳିଯାଇଛି। ଉକ୍ତ ସ୍ଥାନକୁ ମୃତ ଦେହ ନେଇଯାଇଥିବା ତାଙ୍କ କାକା ପ୍ରସାଦ ନାଏକ କହିବା ଅନୁସାରେ , ମମିତା ଯେଉଁ ଠାରେ ଆତ୍ମହତ୍ୟା କରିଥିବା କୁହାଯାଉଛି, ସେ ଟେବୁଲ୍ ଉପରେ ଚୈକି ପକାଇଲେ ମଧ୍ୟ ପଙ୍ଖା କୁ ହାତ ପାଇବ ନାହିଁ। ତେଣୁ ଏହା ଆତ୍ମହତ୍ୟା ନୁହେଁ, ବରଂ ରାଗିଂ କରି ହତ୍ୟା କରିବା ପରେ ଝୁଲାଇ ଦେଇ ଆତ୍ମହତ୍ୟା ରୂପ ଦିଆଯାଇଛି ବୋଲି ଅଭିଯୋଗ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like