-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ସ୍ୱାଧୀନତା ଦିବସ ଉପଲକ୍ଷେ ଓଡ଼ିଆ ବକୃତା ପ୍ରତିଯୋଗିତା ଅନୁଷ୍ଠିତ

09-Aug-2023



ବଲାଙ୍ଗୀର:- ଆଜି ପୂର୍ବାହ୍ନ ୧୦.୩୦ ମିନିଟ ସମୟରେ ସ୍ଥାନୀୟ  ପି ପି ଏକାଡେମୀ ର ସଭା ଗୃହ ରେ ସ୍ଵାଧୀନତା ଦିବସ ଉପଲକ୍ଷେ ଓଡ଼ିଆ ବକୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା ପ୍ରଶାସନ ଏବଂ ସାପ୍ତାହିକ ଖବର କାଗଜ ପ୍ରେରଣା ର ମିଳିତ ଆନୁକୁଲ୍ୟରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।ଜୁନିୟର ,ସିନିୟର୍ ଏବଂ କଲେଜ୍ ଲେଵେଲ ଏଭଳି ତିନୋଟି ପର୍ଯ୍ୟାୟ ରେ ବକୃତା ପ୍ରତିଯୋଗୀତା ଅନୁଷ୍ଠିତ

ହୋଇ କୃତୀ ପ୍ରତିଯୋଗୀ ମାନଙ୍କ ନାମ ପ୍ରକାଶ କରାଯାଇଥିଲା।ଜୁନିୟର ଗ୍ରୁପ୍ ରେ କୃତିତ୍ତ୍ଵ ହାସଲ କରିଥିବା ପ୍ରତିଯୋଗୀ ମାନେ ହେଲେ ବିନ୍ଦୀୟା ବେହେରା,ଅଭିପ୍ସା ମିଶ୍ର ଏବଂ ରାଜଶ୍ରୀ ସୁବୁଦ୍ଧି।କଲେଜ୍ ସ୍ଥରରେ ସାଇ ବିନାୟକ ମିଶ୍ର,ଓମ୍ ଅମୃତ ମହାନ୍ତି ଏବଂ ପ୍ରତିଶ୍ରୁତି ନାଏକ ପ୍ରଥମ,ଦ୍ଵିତୀୟ ଏବଂ ତୃତୀୟ ଭାବେ କୃତିତ୍ୱ ହାସଲ କରିଥିଲେ।ସେହିଭଳି ସିନିୟର୍ ଗ୍ରୁପ୍ ରେ ଚାରିଜଣ ବକୃତା ପ୍ରତିଯୋଗୀତାର ବିଷୟ ଉପରେ ବକୃତା ଦେଇ କୃତିତ୍ୱ ହାସଲ କରିଥିଲେ।
ଏହି ପ୍ରତିଯୋଗିତା କାର୍ଯ୍ୟକ୍ରମ ରେ ବିଚାରକ ଭାବେ ବରିଷ୍ଠ ସାମ୍ବାଦିକ ମହେନ୍ଦ୍ର କୁମାର ଦର୍ଜି,ପ୍ରେରଣା ସାପ୍ତାହିକ ଖବର କାଗଜ ର ସମ୍ପାଦକ ତଥା ବକୃତା ପ୍ରତିଯୋଗୀତାର ଆୟୋଜକ ରଘୁ ନନ୍ଦନ ସିଂହ , ପି .ପି .ଏକାଡ଼େମୀ ର ସହକାରୀ ଶିକ୍ଷୟତ୍ରୀ ଯହୁଁ .ଶାବତ , ସତ୍ୟ ନାରାୟଣ ପାଣିଗ୍ରାହୀ ଏବଂ  ସମ୍ପୂର୍ଣ୍ଣା ଅନୁଷ୍ଠାନ ର ସମ୍ପାଦିକା ରଶ୍ମି ପାତ୍ର      କାର୍ଯ୍ୟ ସମ୍ପାଦନ କରିଥିଲେ।କୃତି ପ୍ରତିଯୋଗୀ ମାନଙ୍କୁ ଆସନ୍ତା ୧୫ ଅଗଷ୍ଟ ସ୍ଵାଧୀନତା ଦିବସ ଦିନ ମନୋହରପୁର ପ୍ୟାରେଡ ପଡିଆ ଠାରେ ମୁଖ୍ୟ ଅତିଥିଙ୍କ ଉପସ୍ଥିତିରେ ସାର୍ଟିଫିକେଟ ପ୍ରଦାନ କରାଯିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like