-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ବିଶାଳ ରକ୍ତଦାନ ଶିବିର ରେକର୍ଡ ସଂଖ୍ୟକ ୬୦୧ ୟୁନିଟ ରକ୍ତ ସଂଗ୍ରହ- ଜ଼ିଲ୍ଲାପାଳ ଓ ଏସପି କଲେ ରକ୍ତ ଦାନ

09-Aug-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ):  ଆଜି ସୁବର୍ଣ୍ଣପୁର ଜିଲ୍ଲା ପୋଲିସ ପକ୍ଷରୁ ସ୍ଥାନୀୟ ସୋନପୁର କଲେଜ ପରିସରରେ ଏକ ବିଶାଳ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ ବିମଳେନ୍ଦୁ ରାୟ ଏହି ଶିବିରକୁ ଉଦଘାଟନ କରିଥିଲେ। ଜିଲ୍ଲାପାଳ ଶ୍ରୀ ରାୟ ଓ ଆରକ୍ଷୀ ଅଧିକ୍ଷକ  ଅମରେଶ ପଣ୍ଡା ନିଜେ ମଧ୍ୟ ଏ ଅବସରରେ ରକ୍ତଦାନ କରି ଶିବିର ର ଶୁଭାରମ୍ଭ କରି ଅନ୍ୟ ରକ୍ତ ଦାତାମାନଙ୍କୁ ଉତ୍ସାହିତ କରିଥିଲେ ଏହି ଶିବିରରେ ରେକର୍ଡ ସଂଖ୍ୟକ ୟୁନିଟ ରକ୍ତ ସଂଗ୍ରହ କରିବା ଲକ୍ଷ୍ୟ ନେଇ ଯଥେଷ୍ଟ ପୂର୍ବରୁ ଜିଲ୍ଲା ପୋଲିସ,

ସ୍ଥାନୀୟ ସ୍ବଚ୍ଛ ଭାରତ ସଂଗଠନ, ଜିଲ୍ଲା ରକ୍ତଦାତା ସଂଗଠନ ପକ୍ଷରୁ ବିଭିନ୍ନ କଲେଜ ଶିକ୍ଷାନୁଷ୍ଠାନ ଓ ବିଭିନ୍ନ ସଂଗଠନ ତଥା ପଥପ୍ରାନ୍ତ ସଭାକରି ଜନସାଧାରଣ ଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିଥିବା ହେତୁ ସ୍ଵତଃ ରକ୍ତଦାନ ପାଇଁ ଅନେକ ଯୁବ ଅନୁଷ୍ଠାନ ଆଗ୍ରହ ପ୍ରକାଶ କରି ଶତାଧିକ ସଂଖ୍ୟା ରେ ଆସି ଏହି ଶିବିରରେ ରକ୍ତଦାନ କରିଥିବା ଦେଖିବାକୁ ମିଳିଥିଲା। ଜିଲ୍ଲା ର ସମସ୍ତ ସାମାଜିକ ଅନୁଷ୍ଠାନ ସମସ୍ତ କଲେଜ ଛାତ୍ରଛାତ୍ରୀ ନର୍ସିଂ ଛାତ୍ରୀ ସମୁହ ଓ ଲେଫ୍ଟାନେଣ୍ଟ ଆଶିଷ କୁମାର ଅଗ୍ରୱାଲା ଙ୍କ ନେତୃତ୍ୱରେ ଏନସିସି ଛାତ୍ରଛାତ୍ରୀ ଏହି ଶିବିରରେ ରକ୍ତଦାନ ସହ ସମସ୍ତ ସହଯୋଗ କରିଥିଲେ। ଏ ଉପଲକ୍ଷେ ଆୟୋଜିତ ଏକ ସଭାରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲା ପାଳ

ବିମଳେନ୍ଦୁ ରାୟ,ଏସପି ଅମରେଶ ପଣ୍ଡା,ଏଡିଏମ୍ ସୂର୍ଯ୍ୟ ନାରାୟଣ ଦାଶ, ସୋନପୁର କଲେଜ ଅଧ୍ୟକ୍ଷ ରାଜୀବ ଲୋଚନ ଆଚାର୍ଯ୍ୟ, ଡାକ୍ତର ଦୁର୍ଗାଦତ୍ତ ଦାଶ ପ୍ରମୁଖ ରକ୍ତଦାନ ର ଉପକାରିତା ସମ୍ବନ୍ଧରେ ଆଲୋକ ପାତ କରିଥିଲେ। ସଭାକୁ ବରିଷ୍ଠ ସାମ୍ବାଦିକ ତଥା ସ୍ଵଚ୍ଛଭାରତ ସଂଯୋଜକ ମନୋରଞ୍ଜନ ତ୍ରିପାଠୀ ଓ ଜିଲ୍ଲା ରକ୍ତଦାତା ସଂଘ ସଭାପତି ମନୋଜ ପଣ୍ଡା ସଂଯୋଜନା କରିଥିଲେ । ଏ ଅବସରରେ ଏକ ରଙ୍ଗାରଙ୍ଗ ମେଲୋଡ଼ି କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026

You Might Also Like