-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||     

HOME   ଜିଲ୍ଲା

ମୁରିବାହାଲ ସାମ୍ବାଦିକ ସଂଘ ର ପରିବର୍ଦ୍ଧିତ ବୈଠକ ଓ ନୂତନ କର୍ମକର୍ତ୍ତା ଚୟନ ସହିତ ସ୍ବାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ

10-Aug-2023



ମୁରିବାହାଲ(ସୁଦାମ ଚରଣ ବଘାର ): ମୁରିବାହାଲ ସାମ୍ବାଦିକ ସଂଘର ଅସ୍ଥାୟୀ କାର୍ଯ୍ୟାଳୟ ଠାରେ ସାମ୍ବାଦିକ ସଂଘ ମୁରିବାହାଲର ଏକ ପରିବର୍ଦ୍ଧିତ ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି। ସଂଘ ର ଉପଦେଷ୍ଟା ଶ୍ରୀବତ୍ସ ବେହେରାଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ପରିବର୍ଦ୍ଦିତ ସଭାରେ ସମସ୍ତଙ୍କ ସଦସ୍ଯ ଙ୍କ ସହମତି କ୍ରମେ ସାମ୍ବାଦିକ ସଂଘ ର ନୂତନ କର୍ମ କର୍ତା ଚୟନ କରାଯାଇଥିଲା। ସଭାପତି ଭାବରେ ସୁବ୍ରତ କୁମାର ମହାକୁର,ଉପ ସଭାପତି କେଦାର ବଡ଼ଜେନା, ସାଧାରଣ ସମ୍ପାଦକ ସୁଦାମ ଚରଣ ବଘାର, ସମ୍ପାଦକ ଶରତ ପତି ଷାଣ୍ଢ, କୋଷାଧକ୍ଷ ମନୋଜ କୁମାର କର, ଉପଦେଷ୍ଟା ଶ୍ରୀବତ୍ସ ବେହେରା ଓ ଭଗବାନ ମହାନ୍ତି, ଆଇନ ପରାମର୍ଶ ଦାତା ଭାବେ ବରିଷ୍ଟ ଆଇନଜୀବୀ ଜୟଦୀପ ପୁରୋହିତ ଓ ଶମ୍ଭୁ ପ୍ରସାଦ ଭୋଇ ଏବଂ ସାମାଜିକ ଉପଦେଷ୍ଟା ଭାବରେ ଅବସର ପ୍ରାପ୍ତ ଶିକ୍ଷକ ହଜାରୁ ପୁଟେଲ ଙ୍କୁ ନୂତନ କର୍ମ କର୍ତା ଭାବରେ ସଂଘ ଅନୁମୋଦନ କରିଥିଲା । ଏହି ଅବସରରେ ସଂଘ ର ବରିଷ୍ଠ ଉପଦେଷ୍ଟା ଶ୍ରୀ ବେହେରା ସଂଘ କୁ ଅତିଶୀଘ୍ର ରେଜିଷ୍ଟେସନ କରାଇବା ସହିତ ସଂଘକୁ ସୁଦ୍ରୁଢ କରି ଗଢି ତୋଲିବାକୁ ନୂତନ କର୍ମକର୍ତ୍ତା ମାନଙ୍କୁ ପରାମର୍ଶ ଦେଇଥିଲେ । ଆଗାମୀ ଦିନରେ ମୁରିବାହାଲ ଅଂଚଳର କାର୍ଯ୍ୟରତ ସାମ୍ବାଦିକ ମାନଙ୍କୁ ସଂଘରେ ସାମିଲ କରିବାକୁ ସଂଘ ନିଷ୍ପତ୍ତି ନେଇଥିଲା।ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ସମସ୍ତ କର୍ମକର୍ତ୍ତା ଙ୍କୁ ପୁଷ୍ପମାଲ୍ୟ ଦେଇ ସମର୍ଧନା କରାଯାଇଥିଲା ତଥା ସଂଘ ର ଅସ୍ଥାୟୀ କାର୍ଯ୍ୟାଳୟରେ 77 ତମ ସ୍ୱାଧୀନତା ଦିବସ ପାଳନ କରିବା ଓ ମୁରିବାହାଲ ଠାରେ ସାମ୍ବାଦିକ ସଂଘ ତରଫରୁ ଏକ ହେଲଥ ଚେକ ଅପ କ୍ୟାମ୍ପ କରିବା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।ସାମ୍ବାଦିକ ସଂଘର ସଦସ୍ଯ ପ୍ରଫୁଲ୍ଲ କୁମାର ବଘାର, ଶଙ୍କର ମାଝୀ ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ସୁଦାମ ବଘାର ସମସ୍ତ ଙ୍କୁ ଧନ୍ଯବାଦ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026

You Might Also Like