-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   (29-Apr-2026)       ||      ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   (29-Apr-2026)       ||      ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    (29-Apr-2026)       ||      ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ    (29-Apr-2026)       ||      ଗୋସେବା ଶିବିର   (29-Apr-2026)       ||      ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ    (29-Apr-2026)       ||      କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||     

HOME   ଜିଲ୍ଲା

କୋମନା ଥାନା ନୂତନ ଥାନାଧିକାରୀଙ୍କୁ ଆମ୍ବେଦକର ଯୁବ ସଂଘ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା

10-Aug-2023



ନୂଆପଡ଼ା:କୋମନା(ବିଶି ଚନ୍ଦନ ମାଝୀ ): ନୂଆପଡା ଜ଼ିଲ୍ଲା କୋମନା ଥାନାରେ ମଙ୍ଗଳବାର ନୂତନ ଥାନାଧିକାରୀ ଭାବେ ଟଙ୍କଗିରି ଭୋଇ ଦାୟିତ୍ୱ ଗ୍ରହଣ କରଛନ୍ତି।ନୂଆପଡ଼ା ଜିଲ୍ଲାରେ ୮ ଟି ଥାନା ମଧ୍ୟରୁ କେବଳ ଧରମବନ୍ଧା ଥାନାକୁ ଛାଡ଼ି ଅନ୍ୟ ୭ଟି ଥାନାଅଧିକାରୀଙ୍କ ବଦଳିହୋଇଛି।ଏହି କ୍ରମରେ ମଙ୍ଗଳବାର କୋମନା ଥାନାଧିକାରୀ ଭାବରେ ଟଙ୍କଗିରି ଭୋଇ ଯୋଗ ଦେଇଥିବା ବେଲେ ସେ ପୂର୍ବରୁ ନବରଙ୍ଗପୁର ଜିଲ୍ଲା ତେନ୍ତୁଲିଖୁଣ୍ଟି ଥାନାଧିକାରୀ ଭାବେ କାର୍ଯ୍ୟରତ ଥିଲେ। ଆଇନ୍ ଶୃଙ୍ଖଳା ପରିସ୍ଥିତି ସୁଧାରିବା ତାଙ୍କ ପ୍ରାଥମିକତା ହେବ ବୋଲି ଶ୍ରୀ ଭୋଇ କହିଛନ୍ତି।ବୁଧବାର ତାଙ୍କୁ କୋମନା ବ୍ଲକ ଯୁବ ସଂଘ ତରଫରୁ ସ୍ୱାଗତ ଜଣାଇବା ସହ ଅଞ୍ଚଳ ର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ।ଏହି ସମୟରେ କୋମନା ଆମ୍ବେଦକର ଯୁବ ସଂଘ ର ସଭାପତି ଅଜମ୍ବର ତାଣ୍ଡି, କିଶୋର ଦୁରିଆ,ଜିତେନ୍ଦ୍ର ତାଣ୍ଡି,ମୁନୁ ସୁନାନୀ,ମହେନ୍ଦ୍ର ଦୀପ, ଅଶୋକ ବାଗ,ବିରାଟ ତାଣ୍ଡି,ଦିଲୀପ ତାଣ୍ଡି,ଆକାଶ ତାଣ୍ଡି,ଲକ୍ଷ୍ମୀକାନ୍ତ ତାଣ୍ଡି ପ୍ରମୁଖ ଉପସ୍ଥିତ ରହିଥିଲେ। )ନୂଆପଡ଼ା ଜିଲ୍ଲାରୁ ବିଶି ଚନ୍ଦନ ମାଝୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ରାଜ୍ୟ  
ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   29-Apr-2026
  ରାଜ୍ୟ  
ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   29-Apr-2026
  ଜିଲ୍ଲା  
ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    29-Apr-2026
  ରାଜ୍ୟ  
ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ   29-Apr-2026
  ଜିଲ୍ଲା  
ଗୋସେବା ଶିବିର   29-Apr-2026
  ଜିଲ୍ଲା  
ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ   29-Apr-2026
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026

You Might Also Like