-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମର ଶୁଭ ଉଦଘାଟନ

10-Aug-2023



ବରଗଡ:-ଆଜି ବରଗଡ ଜିଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁର ଠାରେ ମାନ୍ୟବର ମନ୍ତ୍ରୀ,ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗ ଓଡ଼ିଶା ସରକାର ଶ୍ରୀମତୀ ରୀତା ସାହୁଙ୍କ କରକମଳରେ ଫାଇଲେରିଆ ନିରାକରଣ ନିମନ୍ତେ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମର ଶୁଭ ଉଦଘାଟନ ହୋଇ ଯାଇଛି।ଉକ୍ତ କାର୍ଯ୍ୟକ୍ରମରେ ବିଜେପୁର ବ୍ଲକ ଅଧ୍ୟକ୍ଷ ମୋତିରାମ ସାହୁ ଏମଡିଏ କର୍ନର ରେ ନିଜେ ତିନିପ୍ରକାରର ଔଷଧ ଖାଇ ଜନସାଧାରଣଙ୍କୁ ଉତ୍ସାହିତ କରିଥିଲେ।ପରେ ମନ୍ତ୍ରୀ ଶ୍ରୀମତୀ ସାହୁଙ୍କ ସଭାପତିତ୍ୱରେ ଏକ ଉଦଘାଟନୀ ସଭା ଆୟୋଜିତ ହୋଇଥିଲା।ମନ୍ତ୍ରୀ ନିଜେ ଜନସାଧାରଣଙ୍କୁ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମରେ ବିନା ଦ୍ୱିଧାରେ ଫାଇଲେରିଆ ନିରାକରଣ ଔଷଧ ସେବନ କରି ଫାଇଲେରିଆ ମୁକ୍ତ ସମାଜ ଗଠନ କରିବା ପାଇଁ ଆହ୍ୱାନ ଦେଇଥିଲେ।ଗୋଷ୍ଠୀ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୁଶାନ୍ତ ମେହେର ଫାଇଲେରିଆ ରୋଗର

ଲକ୍ଷଣ ତଥା ସମାଜରେ ତା'ର କୁପ୍ରଭାବ ଉପରେ ଆଲୋକପାତ କରବା ସହିତ କାର୍ଯ୍ୟକ୍ରମରେ ଥିବା ତିନି ପ୍ରକାରର ଔଷଧ ଯଥା ଆଲବେଣ୍ଡାଜୋଲ,ଡିଇସି ଓ ଆଇଭର ମେଟିନ ସମ୍ପୁର୍ଣ୍ଣ ନିରାପଦ ଅଟେ।ତେଣୁ ଔଷଧ ସେବନ କରି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଉତ୍ସାହିତ କରିଥିଲେ।ଗୋଷ୍ଠୀ ଜନସ୍ୱାସ୍ଥ୍ୟ ସଂପ୍ରସାରତ ଅଧିକାରୀ ସୁଦାମ ଚରଣ ପାଣିଗ୍ରାହୀ କାର୍ଯ୍ୟକ୍ରମ ବିଷୟରେ ବିଷଦ ଆଲୋଚନା କରିଥିଲେ।ଉଦଘାଟନୀ ସଭାରେ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡାକ୍ତର ପୂର୍ଣ୍ଣ ଶଙ୍କର ମେହେର, ମହିଳା ପରିଦର୍ଶିକା ଶ୍ରୀମତୀ କବିତାଞ୍ଜଳୀ ଦାଶ,ମହିଳା ସ୍ୱାସ୍ଥ୍ୟକର୍ମୀ ପାରବତୀ ମାଝି,ଫାର୍ମାସିଷ୍ଟ ସୁଶ୍ରୀ ରେଶମୀ ନାଗ,ଏସଟିଏସ ଦେବାଶିଷ ଦେବତା,ବିପିଏମ ବିଜୟ ସରାପ,ନାରାୟଣ ପାଢୀ ପ୍ରମୁଖ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like