-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

କ୍ଷେତରାଜପୁର ବାଲାଜୀ କଲୋନୀରେ ଅଗଷ୍ଟ କ୍ରାନ୍ତି ଦିବସ ମହାସମାରୋହରେ ପାଳିତ

10-Aug-2023



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ )
 ସ୍ଥାନୀୟ କ୍ଷେତରାଜପୁର ସ୍ଥିତ ବାଲାଜୀ କଲୋନୀରେ ଭାରତ ଛାଡ଼ ଆନ୍ଦୋଳନର 81 ବର୍ଷ ପୂର୍ତ୍ତି ଅବସରରେ ଅଗଷ୍ଟ କ୍ରାନ୍ତି ଦିବସ ମହାସମାରୋହରେ ପାଳିତ ହୋଇ ଯାଇଛି |
 ସମାଜସେଵୀ ଓ ସଂସ୍କୃତି ରତ୍ନ ଶ୍ରୀଯୁକ୍ତ କାର୍ତ୍ତିକ ପ୍ରସାଦ ବହିଦାର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବରେ ଶ୍ରୀଯୁକ୍ତ ଦାମୋଦର କର ଏବଂ ସମ୍ମାନୀତ ଅତିଥି ଭାବରେ ଶ୍ରୀଯୁକ୍ତ ଅନୀଲ କୁମାର ବେହେରା ଯୋଗଦାନ କରିଥିଲେ |ଅତିଥି ମାନଙ୍କ ଦ୍ୱାରା ଭାରତ ମାତା ଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟାର୍ପଣ ଓ ଧୂପ ଦୀପ ଦ୍ୱାରା ପୂଜାର୍ଚ୍ଚନା ପରେ ଆବାହିକା ଶ୍ରୀମତୀ ମୁନମୁନ ସୌଦାଗର ପ୍ରାରମ୍ଭିକ ବକ୍ତବ୍ୟ ପ୍ରଦାନ କରିଥିଲେ | ଏହି ଅବସରରେ ବାଲାଜୀ କଲୋନୀ ମହିଳା ସମିତି ପକ୍ଷରୁ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ ନାରାୟଣ ମେହେର ଙ୍କ ସୁପୁତ୍ର ଅବସରପ୍ରାପ୍ତ ସେନାଧିକାରୀ ଶ୍ରୀଯୁକ୍ତ ଜନାର୍ଦ୍ଦନ ମେହେର, ଶ୍ରୀଯୁକ୍ତ ବିନୋଦ କୁମାର ସାହୁ, ଶ୍ରୀଯୁକ୍ତ ଶିବ ଶମ୍ଭୁ ଯାଦବ ଏବଂ ଅବସର ପ୍ରାପ୍ତ ବର୍ଷୀୟାନ ଶିକ୍ଷକ ଶ୍ରୀଯୁକ୍ତ ରାମ ନରେଶ ପାଣ୍ଡେ ଓ ଶ୍ରୀଯୁକ୍ତ ଶିବ ଶଙ୍କର ମିଶ୍ର ଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ପ୍ରଦାନ ପୂର୍ବକ ସମ୍ୱର୍ଦ୍ଧନା ଜ୍ଞାପନ କରା ଯାଇଥିଲା |

ଏହି ସମାରୋହରେ, ଭାରତ ମାତାଙ୍କୁ ବିଦେଶୀ ଶାସନ ଶୃଙ୍ଖଳରୁ ମୁକ୍ତ କରିବା ପାଇଁ ସଶସ୍ତ୍ର ଆନ୍ଦୋଳନ ଓ ସତ୍ୟାଗ୍ରହ ଅହିଂସା ଆନ୍ଦୋଳନ କରିଥିବା ସମସ୍ତ ସ୍ୱାଧୀନତା ସଂଗ୍ରାମୀ, ମୁକ୍ତି ସଂଗ୍ରାମୀ, କ୍ରାନ୍ତିକାରୀ ବଳିଦାନୀ ଅମର ସହିଦ୍ ମାନଙ୍କୁ ସ୍ମରଣ କରାଯାଇ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା | ଏହି ଅବସରରେ ସମଗ୍ର ଦେଶରେ ଚାଲିଥିବା "ମୋର୍ ମାଟି ମୋର୍ ଦେଶ" କାର୍ଯ୍ୟକ୍ରମ ସମ୍ବଲପୁର ଜିଲ୍ଲାରେ ଶୁଭାରମ୍ଭ ହୋଇଥିଲା | ଏହି ସମାରୋହରେ ବାଲାଜୀ କଲୋନୀ ଏବଂ ସହରର ବହୁ ଭଦ୍ରବ୍ୟକ୍ତି ଓ ଭଦ୍ର ମହିଳା ଯୋଗଦାନ କରି ମୁକ୍ତି ସଂଗ୍ରାମୀ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ | ସାମୁହିକ ଜାତୀୟ ସଂଗୀତ ଗାନ ପରେ ସମାରୋହ ଉଦଯାପିତ ହୋଇଥିଲା |


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like