-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବାଲାଜୀ କଲେଜରେ ଦଳିତ ଛାତ୍ରକୁ ଅଧ୍ୟାପକଙ୍କ ମାଡ ଅଭିଯୋଗ.. ଥାନାରେ ମାମଲା, ଅଧ୍ୟାପକ ଅଟକ

11-Aug-2023



ବଲାଙ୍ଗୀର(ପ୍ରେରଣା ଖବର)-ବଲାଙ୍ଗୀର ଜିଲ୍ଲା ପୁଇଁତଳା ଥାନା ଅନ୍ତର୍ଗତ ଖମାରମୁଣ୍ଡାରେ ଥିବା ବାଲାଜୀ ଯୁକ୍ତ ଦୁଇ ସାଇନ୍ସ କଲେଜରେ ଜଣେ ଦଳିତଛାତ୍ରକୁ ସେହି କଲେଜର ଜଣେ ଅଧ୍ୟାପକ ପ୍ରବଳ ମାଡ ମାରିଥିବା ଥାନାରେ ଅଭିଯୋଗ ହୋଇଛି । ଏନେଇ ଅଭିଯୋଗ ପାଇଲା ପରେ ପୁଇଁତଳା ଥାନା ପୋଲିସ ଅଭିଯୁକ୍ତ ଅଧ୍ୟାପକକୁ ଆଣି ଅଟକ ରଖି ଘଟଣାର ତଦନ୍ତ କରୁଥିବା ଜଣାଯାଇଛି । 
    ଅଭିଯୋଗରୁ ଜଣାଯାଇଛି ଯେ, ଦେଓଗାଁ ଅଞ୍ଚଳର ମଧୁସୁଦନ ବାରିକଙ୍କ ପୁଅ ସାହିଲ ବାରିକ ଖମାରମୁଣ୍ଡାର ବାଲାଜୀ କଲେଜରେ ଯୁକ୍ତ ଦୁଇ ବିଜ୍ଞାନର ପ୍ରଥମ ବର୍ଷର ଛାତ୍ର ଭାବରେ ହଷ୍ଟେଲରେ ରହି ପାଠପଢୁଛନ୍ତି । ଗତକାଲି ମେଘା ମାଡାମ ନାମକ ଜଣେ ଅଧ୍ୟାପିକା କଲେଜରେ କ୍ଲାସ କରୁଥିବା ବେଳେ କେହିଜଣେ ପଛରୁ କମେଣ୍ଟ ମାରିଥିଲେ । ଏହାକୁ ନେଇ ଅଧ୍ୟାପିକା ଜଣକ କିଛି ଛାତ୍ରଙ୍କୁ ଛିଡା କରାଇ ମାଡ ମାରିଥିଲେ । କିନ୍ତୁ ସାହିଲ ମୁଁ କମେଣ୍ଟ କରିନାହିଁ ମାଡ ମରାଯାଉଛି କାହିଁକି ବୋଲି ପ୍ରତିବାଦ କରିଥିଲା । ଏହି ଘଟଣାରେ ଉତ୍ତେଜିତ ହୋଇ ସେହି କଲେଜର ରସାୟନ ବିଭାଗର ଅଧ୍ୟାପକ ସଚିନ କ୍ଷେତୀ ସାହିଲଙ୍କୁ ମୁହଁରେ ପ୍ରବଳ ମାଡ ମାରିଥିଲେ । ଏପରିକି ଛାତ୍ରର ଜାତିକୁ ନେଇ ଆକ୍ଷେପ କରିଥିଲେ ବୋଲି ଅଭିଯୋଗ ହୋଇଛି । ସେହି ମାଡରେ ସାହିଲର ଆଖିଉପର ପତା ପଚା ପଡିଯାଇଥିବା ବେଳେ ମୁହଁ ମଧ୍ୟ ଫୁଲିଯାଇଛି । ଛାତ୍ରଜଣକ ଏ ବିଷୟରେ ତାଙ୍କ ବାପାଙ୍କୁ କହିବା ପରେ ସେ କଲେଜରେ ପହଞ୍ଚି ତାଙ୍କ ପୁଅକୁ ଧରି ପୁଇଁତଳା ଥାନାରେ ଏତଲା ଦେଇଥିଲେ । ଏତଲାକୁ ଭିତ୍ତିକରି ପୁଇଁତଳା ଥାନାରେ ଏକ ଏସସିଏସଟି ନିର୍ଯ୍ୟାତନା ଆଇନରେ ମାମଲା ରୁଜୁ ହୋଇ ତଦନ୍ତ ଆରମ୍ଭ ହୋଇଛି । ପୋଲିସ ଅଭିଯୁକ୍ତ ଅଧ୍ୟାପକଙ୍କୁ ଗିରଫ କରିଥିବା ବେଳେ ଅଧ୍ୟାପିକାଙ୍କ ସମ୍ପୃକ୍ତି ନେଇ ତଦନ୍ତ କରୁଛି । ଏହି ଘଟଣାପରେ ଦଳିତ ସମାଜ ପକ୍ଷରୁ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି । ଦଳିତନେତା ତଥା ଆଇନିଜୀବୀ ଦୀନେଶ ନାଗ, ତ୍ରୀଲୋଚନ ନନ୍ଦ ଓ ଅନ୍ୟକିଛି ଲୋକ ପହଞ୍ଚି ପୁଇଁତଳା ପୋଲିସ ତୁରନ୍ତ ପଦକ୍ଷେପ ନେବାକୁ ଦାବି କରିଛନ୍ତି । ସେପଟେ ଏହି ଘଟଣାକୁ ନେଇ କଲେଜର ମାଲିକ କୈଳାସ ଅଗ୍ରୱାଲଙ୍କୁ ଫୋନରେ ଯୋଗାଯୋଗ କରିବାରୁ ଗତକାଲି ସେଭଳି କିଛି ଅପ୍ରୀତିକର ଘଟଣା ହୋଇଛି । ତେବେ ଛାତ୍ରଜଣକ କଲେଜରେ ବାରମ୍ବାର ଉତ୍ପାତ କରୁଥିବା ଓ ଅଧ୍ୟାପିକା ଜଣକ କ୍ଲାସ କରୁଥିବା ବେଳେ ଛାତ୍ରଜଣକ କମେଣ୍ଟ କରିଥିବା ବିଷୟକୁ ନେଇ ଅଧ୍ୟାପକ ସଚିନ କ୍ଷେତି ଚଟକଣାଟିଏ ମାରି ତାଗିଦ କରିଥିବା କହିଥିଲେ । 
      


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like