-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ନୂଆଁ କରି ପାଦ ପକାଇଥିବା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

11-Aug-2023



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଲକ ଅନ୍ତର୍ଗତ ବାଉଁଶୁଣି ଶ୍ରୀଜଗନ୍ନାଥ କନିଷ୍ଠ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତଦୁଇରେ ପ୍ରଥମ କରି ପାଦ ପକାଇଥିବା ଛାତ୍ରଛାତ୍ରୀ ମାନଙ୍କୁ ବୁଧବାର ଯୁକ୍ତଦୁଇ ଦ୍ଵିତୀୟ ବର୍ଷର ଛାତ୍ରଛାତ୍ରୀ ମାନଙ୍କ ତରଫରୁ ଫୁଳଚନ୍ଦନ ଓ ଉପହାର ଦେଇ ସ୍ଵାଗତ କରାଯାଇଥିଲା ।ଏହି ଅବସରରେ ଅନୁଷ୍ଟିତ ସ୍ଵାଗତ ସମ୍ବର୍ଦ୍ଧନା ଉତ୍ସବରେ ଅଧ୍ୟକ୍ଷ ବନ ବିହାରୀ ମିଶ୍ର ନୂତନ ଛାତ୍ରଛାତ୍ରୀଙ୍କ ଉଜ୍ଜଳ ଭବିଷ୍ୟତ କାମନା କରିବା ସହିତ ପାଠପଡ଼ାରେ ଦୃଢ ମନୋବଳ ରଖିବା ନେଇ ଏହି ବିଦ୍ୟାଳୟର ଅଧ୍ୟୟନ ରତ ଛାତ୍ରଛାତ୍ରୀ ଯଦି ରାଜ୍ୟସ୍ତରରେ ପ୍ରଥମ ସ୍ଥାନ ହାସଲ କରିବେ ତାହାକୁ ବ୍ୟକ୍ତିଗତ ଭାବେ ବିଦ୍ୟାଳୟ ତରଫରୁ ୧୦ହଜାର ଟଙ୍କା ପୁରସ୍କାର,ଜିଲ୍ଲା ସ୍ତରରେ ୫ହଜାର ଓ ବ୍ଲକ ସ୍ତରରେ ୩ହଜାର ଟଙ୍କା ଦିଆଯିବ ବୋଲି ଘୋଷଣା କରିଥିଲେ। ଓଡ଼ିଆ ଅଧ୍ୟାପକ ବିଶେଶ୍ୱର ଗୁରୁଙ୍କ ପରିଚାଳନାରେ ଅନୁଷ୍ଟିତ ଉତ୍ସବରେ ଅଧ୍ୟାପକ ରାଜେଶ ପଟ୍ଟନାୟକ,ଶିବଦତ୍ତ ପଣ୍ଡା, ଡିଇଓ ଲିଲି ମାହାର,ଖେଳଶିକ୍ଷକ ଶାନ୍ତନୁ ସାହୁ,କମିଟି ସଦସ୍ୟ କାର୍ତ୍ତିକ ସା,କଏରା ମଲ୍ଲିକ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଶିକ୍ଷାର ଅଗ୍ରଗତି ପାଇଁ ଶୃଙ୍ଖଳିତ ଜୀବନ ଉପରେ ମାର୍ଗଦର୍ଶନ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like