-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ବ୍ଲକ୍ ସ୍ତରୀୟ ଜୁନିୟର ରେଡ କ୍ରସ ପରାମର୍ଶଦାତା ସମ୍ମଲନୀ

11-Aug-2023



ସୁବର୍ଣପୁର/ଶିବତଲା(ମନୋରଞ୍ଜନ ତ୍ରିପାଠୀ ): ସୁବର୍ଣ୍ଣପୂର୍ ଜିଲ୍ଲା ତରଭା ବ୍ଲକ ଅନ୍ତର୍ଗତ ସତ୍ୟନାରାୟଣ ଉଚ୍ଚ ବିଦ୍ୟାଳୟ ଶିବତୁଲା ଠାରେ ଉଭୟ ସୋନପୁର ଏବଂ ତରଭା ବ୍ଳକର ଜୁନିଅର ରେଡକ୍ରସ୍ ର ସମସ୍ତ ପରାମର୍ଶଦାତା ମାନଙ୍କୁ ନେଇ ମିଳିତ ଭାବେ ଏକ ଦିବସୀୟ ତାଲିମ କାର୍ଯକ୍ରମ କରାଯାଇ ପରାମର୍ଶ ଦାତା ଙ୍କ  ତଥ୍ୟଭିତ୍ତିକ କାର୍ଯ୍ୟପନ୍ଥା ସ୍ଥିର କରାଯାଇଛି। ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଳା ଶିକ୍ଷା ଅଧିକାରୀ 
 

ଡ଼ .ରାଧାକାନ୍ତ ଗଡତିଆ, ସମ୍ମାନୀତ ଅତିଥିଭାବେ ଜୁନିଅର ରେଡକ୍ରସ ଉପାଧ୍ଯକ୍ଷ ଗତିକୃଷ୍ଣ ମିଶ୍ର ଯୋଗଦେଇ ଉପସ୍ଥିତ ପାଖାପାଖି ୬୨ଜଣ କାଉନସିଲର ଙ୍କୁ ରେଡକ୍ରସ କାର୍ଯକ୍ରମ କୁ ତ୍ୱରାନ୍ୱିତ କରିବାକୁ ଆହ୍ବାନ କରିଛନ୍ତି । କାର୍ଯ୍ୟକ୍ରମକୁ ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ  ପରିଚାଳନା କରିଥିଲେ ।  ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁହାସିନୀ ଦଣ୍ଡସେନା ଭବ୍ୟ ସଭାରେ ଅଧ୍ୟକ୍ଷତା  କରିଥିଲେ । ସାଧନକର୍ମି ଝସକେତନ ମେହେର, ଚନ୍ଦ୍ରଶେଖର ମହାପାତ୍ର, ଆଶିଷ

ନାଏକ, ଗୋପେଶ ପଣ୍ଡା ପ୍ରମୁଖ ପ୍ରାଥମିକ ଚିକିତ୍ସା, ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା, ରେଡକ୍ରସ ଆନ୍ଦୋଲନ ଭଳି ବିଭିନ୍ନ ବିଷୟରେ କାଉନସିଲର ମାନଙ୍କୁ ତାଲିମ ଦେଇଥିଲେ। ସୋନପୁର ବିସିସି ଗୋପେଶ ପଣ୍ଡା, ସ୍ବାଗତ ଅଭିଭାଷଣ ଦେଇଥିବା ବେଲେ ତରଭା ବିସିସି ବିଜୟ କୁମାର ପଣ୍ଡା ଧନ୍ୟବାଦ୍ ଅର୍ପଣ କରିଥିଲେ । ସ୍ଥାନୀୟ ଉଚ୍ଚ ବିଦ୍ୟାଳୟରର ୨୬ ଜଣ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଜୁନିୟର ରେଡ କ୍ରସ ୟୁନିଟ ଗଠିତ ହୋଇଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like