-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ମୁରିବାହାଲ ଡ଼ିଗ୍ରୀମହାବିଦ୍ୟାଳୟ ରେ "ମୋର ମାଟି ମୋର ଦେଶ" କାର୍ଯ୍ୟକ୍ରମ ଅନୁଷ୍ଠିତ

11-Aug-2023



ମୁରିବାହାଲ(ସୁଦାମ ଚରଣ ବଘାର): ବଲାଙ୍ଗୀର ଜ଼ିଲ୍ଲା ମୁରିବାହାଲ ପଂଚାୟତ  ସମିତି ଡ଼ିଗ୍ରୀ ମହାବିଦ୍ୟାଳୟ ପକ୍ଷରୁ ଗତ ଶୁକ୍ରବାର  ଦିନ ମାଟି ମୋର ଦେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛିI ଏହି ଅବସରରେ   ଡ଼ିଗ୍ରୀ ଜଲେଜ ଅଦ୍ଧକ୍ଷ  ସରୋଜ କୁମାର ନାୟକ ଙ୍କ ସଭାପତିତ୍ୱ ରେ " "ମୋର ମାଟି ମୋର ଦେଶ " କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ  ଥିଲା, ଏଥିରେ ମୋର ମାଟି ମୋର ଦେଶ କାର୍ଯ୍ୟକ୍ରମ ର ଉଦେଶ୍ୟ,  ଦେଶ

ପ୍ରତି ଭାବନା, ବର୍ତମାନ ର ଯୁବ ପିଢ଼ି ଦେଶ ଓ ମାଟି. ପ୍ରତି ନିଜ ର କର୍ତଵ୍ୟ  ଉପରେ ନିଜର ମତବ୍ୟକ୍ତ ରଖିଥିଲେ ଓ  ମୁରିବାହାଲ ଏନ.ଏସ.ଏସ ଆନୁକୂଲ୍ୟରେ ଗତ ୯ ତାରିଖ ରୁ ଆସନ୍ତା ୧୫ ତାରିଖ ସ୍ୱାଧୀନତା  ଦିବସ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲିବ l ଏଥିରେ ସ୍ୱାଧୀନତା ସଂଗ୍ରାମ ତଥା ଦେଶାତ୍ମା ବୋଧତା ର ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ l  ଏହି ଅବସରେ କଲେଜ ଛାତ୍ରୀ, ଛାତ୍ର ମାନଙ୍କୁ ନେଇ ଏକ ସଚେତନା ଶୋଭାଯାତ୍ରା ମଧ୍ୟ କରାଥିଲା ଗତ ୯ ତାରିଖରେ କଲେଜ ପରିସରରେ କ୍ରାନ୍ତି ଦିବସ ଉପରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏହି କାର୍ଯ୍ୟକ୍ରମକୁ କଲେଜ ର ଓଡ଼ିଆ

ଅଧ୍ୟାପକ ଦିଲ୍ଲୀପ ପଶାୟତ ସଂଯୋଜନା କରୁଥିବା ବେଳେ ଅଧ୍ୟାପକ ଛନ୍ଦାଚରଣ ଖୁଣ୍ଟିଆ, ପୂର୍ଣଚନ୍ଦ ପ୍ରଧାନ, ପିଣ୍ଟୁରଞ୍ଜନ ସାହା, ପ୍ରେମଚାନ୍ଦ ତାଣ୍ଡି, ତଥା କଲେଜ ର ସମସ୍ତ ଛାତ୍ରଛାତ୍ରୀ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେI

    
   


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like