-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ପୂର୍ବତନ ବାୟୁସେନା କର୍ମଚାରୀ ଶଶିକାନ୍ତ ନାୟକଙ୍କ ପରଲୋକ

11-Aug-2023



ବଲାଙ୍ଗୀର,-ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ ବ୍ଲକ ଚାନ୍ଦୋତରାର ମୂଳନୀବାସୀ ତଥା ବଲାଙ୍ଗୀର ସହରର ପେଲେସଲାଇନରେ ରହୁଥିବା ପୂର୍ବତନ ବାୟୁସେନା କର୍ମଚାରୀ ଶଶିିକାନ୍ତ ନାୟକଙ୍କ ୭୯ବର୍ଷ ବୟସରେ ପରଲୋକ ହୋଇଯାଇଛି । ସ୍ୱାସ୍ଥ୍ୟଜନିତ କାରଣରୁ ସେ କିଛିଦିନ ହେଲା ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଚିକିତ୍ସାଧିନ ଥିବା ବେଳେ ଶୁକ୍ରବାର ଦିନ ପରଲୋକ ହୋଇଯାଇଛି । ଆଜି ତାଙ୍କ ମରଶରୀରର ବଲାଙ୍ଗୀର ଅଣାଯାଇ ତାଙ୍କ ଘରେ ଶେଷଦର୍ଶନ ପାଇଁ ରଖାଯାଇଥିଲା । ଏହି ଖବର ପ୍ରଚାରିତ ହେବାପରେ ବଲାଙ୍ଗୀର ସହରର ବିଭିନ୍ନ ସଂଗଠନର ସଦସ୍ୟମାନେ ତାଙ୍କର ଶେଷଦର୍ଶନ କରିଥିଲେ ଓ ପରେ ଟିଟିଲାଗଡ ରୋଡରେ ଥିବା ସ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା । ସ୍ୱର୍ଗତ ନାୟକ ଭାରତୀୟ ବାୟୁସେନାରେ ତାଙ୍କ ଚାକିରୀଜୀବନ ସାରି ପରେ ବଡମାଳ ଗୋଲାବାରୁଦ କାରଖାନାରେ ମଧ୍ୟ ଚାକିରି କରିଥିଲେ । ସେଠାରୁ ଅବସର ନେଇ ବଲାଙ୍ଗୀର ଜିଲ୍ଲା ପୂର୍ବତନ ସୈନିକସଂଘର ସଭାପତି ଦାୟିତ୍ୱନେଇ ବିଭିନ୍ନ ସାମାଜିକ ସଂଗଠନମାନଙ୍କ ସହିତ ମିଶି ସାମାଜସେବାରେ ରହିଥିଲେ । ଆଜି ତାଙ୍କ ବିୟୋଗରେ ବଲାଙ୍ଗୀରରେ ଶୋକର ଛାୟା ଖେଳିଯାଇଛି । ବଲାଙ୍ଗୀର ଜିଲ୍ଲା ପୂର୍ବ ସୈନିକସଂଘର କର୍ମକର୍ତ୍ତା ଓ ଅନ୍ୟାନ୍ୟ ସଂଗଠନର କର୍ମକର୍ତ୍ତାମାନେ ତାଙ୍କର ଶେଷଦର୍ଶନ କରିବା ସହ ଶବାଧାରରେ ସାମିଲ ହୋଇଥିଲେ । 


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like