-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଜରାସିଂହା ପେକ୍ସନିର୍ବାଚନ... ଲକ୍ଷ୍ମଣକୁମାର ମେହେର ନିଦ୍ୱର୍ନ୍ଦରେ ସଭାପତି ନିର୍ବାଚିତ

11-Aug-2023



ବଲାଙ୍ଗୀର,(ପ୍ରେରଣା ଖବର)-ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକର ଜରାସିଂହା ପେକ୍ସର ପରିଚାଳନା ବୋର୍ଡ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ବିଡିସିସି ବ୍ୟାଙ୍କର ପୂର୍ବତନ ସଭାପତି ତଥା ସମବାୟବିଦ ଲକ୍ଷ୍ମଣକୁମାର ମେହେର ଜରାସିଂହା ପେକ୍ସର ସଭାପତି ଭାବରେ ଆଜି ନିଦ୍ଦ୍ୱର୍ନ୍ଦରେ ନିର୍ବାଚିତ ହୋଇଛନ୍ତି । ଶ୍ରୀ ମେହେର ଏକମାତ୍ର ସଭାପତି ପ୍ରାର୍ଥି ଭାବରେ ନାମାଙ୍କନ ପତ୍ର ଦାଖଲ କରିଥିଲେ । ପ୍ରକାଶ୍ୟ ଯେ,ଜରାସିଂହା ପେକ୍ସ ହେଉଛି ଦେଓଗାଁ ବ୍ଲକର ଏକ ଗୁରୁତ୍ୱପୂର୍ଣ୍ଣ ପେକ୍ସ ରହିଆସିଛି । ଏହି ପେକ୍ସରେ ଜରାସିଂହା,ସାଲେପାଲି ଓ ଉଡାର ଗ୍ରାମପଞ୍ଚାୟତର ଶହଶହ ସଂଖ୍ୟାରେ ଚାଷିମାନେ ସଭ୍ୟ ରହିଛନ୍ତି । ଗତବର୍ଷ ବଲାଙ୍ଗୀର ସମବାୟ ଉପନିର୍ଦ୍ଦେଶକଙ୍କ ଅଧିନରେ ଥିବା ଜରାସିଂହା ବ୍ୟତିତ ବଲାଙ୍ଗୀର ଜିଲ୍ଲା ଓ ସୋନପୁର ଜିଲ୍ଲାର ସମସ୍ତ ପେକ୍ସରେ ନିର୍ବାଚନ ହୋଇଥିଲା । ସେତେବେଳେ ଜରାସିଂହା ପେକ୍ସର ନିର୍ବାଚନକୁ କୌଣସି କାରଣରୁ ବନ୍ଦ କରିଦିଆଯାଇଥିଲା । ଏବେ ସେହି ପେକ୍ସର ନିର୍ବାଚନ ହୋଇଛି ଓ ଶ୍ରୀ ମେହେର ଏଥିରେ ନିଦ୍ୱର୍ନ୍ଦରେ ନିର୍ବାଚିତ ହୋଇଛନ୍ତି । ଶ୍ରୀ ମେହେର ପୂର୍ବରୁ ବିଡିସିସି ବ୍ୟାଙ୍କର ୩ଥର ସଭାପତି,ଦେଓଗାଁ ବ୍ଲକର ୨ଥର ଅଧ୍ୟକ୍ଷ,ଜିଲ୍ଲାପରିଷଦ ସଭ୍ୟ ରହିଆସିଥିଲେ । ଏହା ସହିତ ରାଜ୍ୟସମବାୟ ବ୍ୟାଙ୍କର ନିର୍ଦ୍ଦେଶକ,ବୟନୀକାର ମଧ୍ୟ ନିର୍ଦ୍ଦେଶକ ରହିଥିଲେ । ବଲାଙ୍ଗୀର ବିଧାନସଭା କ୍ଷେତ୍ରରେ ୨୦୦୯ରେ ଥରେ ବିଧାୟକ ପ୍ରାର୍ଥି ମଧ୍ୟ ହୋଇଥିଲେ । ସେ ବଲାଙ୍ଗୀର କେନ୍ଦ୍ରସମବାୟ ବ୍ୟାଙ୍କର ନିର୍ଦ୍ଦେଶକ ମଧ୍ୟ ଏବେ ରହିଛନ୍ତି । 


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like