-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁର ଓକିଲ ସଂଘର ନିର୍ବାଚନ : ଡ. ପ୍ରମୋଦ ରଥ (ସଭାପତି), ରବି ରଞ୍ଜନ ପୂଜାରୀ (ସାଧାରଣ ସମ୍ପାଦକ)

13-Dec-2020



ସମ୍ବଲପୁର,(ସଞ୍ଜିବ ପାଣିଗ୍ରାହୀଙ୍କ ରିପୋର୍ଟ): ସମ୍ବଲପୁର ଜିଲ୍ଲା ଓକିଲ ସଙ୍ଘ ନିର୍ବାଚନ ଫଳାଫଳ  ପ୍ରକାଶ ପାଇଛି l ଏଥିରେ  
ଡ. ପ୍ରମୋଦ ରଥ ସଭାପତି ହୋଇଥିବା ବେଲେ  ରବି ରଞ୍ଜନ ପୂଜାରୀ ସାଧାରଣ ସମ୍ପାଦକ ଭାବେ  ନିର୍ବାଚିତ ହୋଇଛନ୍ତି । ଏହ ସହ ଯୁଗ୍ମ ସମ୍ପାଦକ ଭାବେ ଅନୁପ କୁମାର ତରିଆ,ସହ ସମ୍ପାଦକ ଭାବେ ଅନୁପ କୁମାର ପଟ୍ଟନାୟକ ନିର୍ବାଚିତ ହୋଇଛନ୍ତି l ଡ. ପ୍ରମୋଦ ରଥ, ସତ୍ୟ ନାରାୟଣ  ପଣ୍ଡାଙ୍କୁ ପରାଜିତ  କରିଥିବା  ବେଳେ  ରବି ପୂଜାରୀ,  ରାଜା ମିତ୍ରଙ୍କୁ ପରାଜିତ  କରିଛନ୍ତି । ଉଭୟଙ୍କ ବିଜୟ ପରେ ପଶ୍ଚିମାଞ୍ଚଳରେ ହାଇକୋର୍ଟ ର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଆନ୍ଦୋଳନ ତିବ୍ରତର ହେବାର ସମ୍ଭାବନା ରହିଛି  । ସମ୍ବଲପୁର  ଓକିଲ ସଂଘର ବିକାଶ ସହ ସମ୍ବଲପୁରର ଅଧିକାର  ପାଇଁ  କାମ କରିବା ବୋଲି  ଉଭୟ  ମତ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like