-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||     

HOME   ଜିଲ୍ଲା

ଜୁନିୟର ରେଡ଼କ୍ରସ ୟୁନିଟ ଗଠନ

12-Aug-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ମହଦା ପଞ୍ଚାୟତ ଅନ୍ତର୍ଗତ କୁମାରକେଳି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ଜୁନିଅର ରେଡ଼କ୍ରସ ୟୁନିଟ ଗଠନ ହୋଇଯାଇଛି l ୨୫୬ ଜଣ ଛାତ୍ର ଛାତ୍ରୀ ଅଧ୍ୟୟନରତ ଏହି ବିଦ୍ୟାଳୟ ରେ ଷଷ୍ଠ, ସପ୍ତମ ଓ ଅଷ୍ଟମ ଶ୍ରେଣୀ ରୁ ୯୨ ଜଣ ଛାତ୍ର ଛାତ୍ରୀ ଙ୍କୁ ନେଇ ଦୁଇଟି ୟୁନିଟ ଗଠନ କରାଯାଇଛି l ଏ ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡ଼କ୍ରସ ଅଫିସର ଶ୍ରୀଯୁକ୍ତ ରବିଚନ୍ଦ୍ର ପଶାୟତ ମୁଖ୍ୟ ଅତିଥି ରୂପେ ଯୋଗଦାନ କରି ଦୁର୍ଘଟଣା ଗ୍ରସ୍ତ ବ୍ୟକ୍ତି କୁ କିପରି ପ୍ରାଥମିକ ଚିକିତ୍ସା ଦିଆଯାଇ ସୁରକ୍ଷିତ ଡାକ୍ତରଖାନା କୁ ପଠା ଯାଇ ପାରିବ, ଦେହରେ ନିଆଁ ଲାଗିଲେ କିପରି ଲିଭାଯାଇ ପାରିବ, ବଜ୍ରପାତ ସମୟ ରେ କିପରି ସୁରକ୍ଷିତ ରହି ପାରିବା ଆଦି ଜୀବନ କୌଶଳ ତାଲିମ ପ୍ରଦାନ ସହ ସେବା କ୍ଷେତ୍ରରେ ଉସ୍ସର୍ଗୀକୃତ ହେବା ପାଇଁ ଉପସ୍ଥିତ ଛାତ୍ର ଛାତ୍ରୀ, ଅଭିଭାବକ, ଶିକ୍ଷକ ତଥା ଗ୍ରାମବାସୀ ଙ୍କୁ ପରାମର୍ଶ ପ୍ରଦାନ କରିଥିଲେ l ସମ୍ମାନିତ ଅତିଥି ଭାବେ ଵି ସି ସି ସୋନପୁର ଗୋପେଶ ପଣ୍ଡା, ସାଧନ କର୍ମୀ ଚନ୍ଦ୍ରଶେଖର ମହାପାତ୍ର, ହେମନ୍ତ ମେହେର ଯୋଗଦେଇ ଜୁନିଅରସ୍ ମାନଙ୍କୁ ଅନେକ ଉପାଦେୟ ତଥ୍ୟ ପ୍ରଦାନ କରିଥିଲେ l ସ୍କାର୍ଫ, ୱାଗଲ ଓ ବ୍ୟାଚ ବଣ୍ଟନ କରାଯାଇ ପିଲାଙ୍କୁ ରେଡ଼କ୍ରସ ମନ୍ତ୍ର ରେ ଦୀକ୍ଷିତ କରା ଯାଇଥିବା ବେଳେ ପ୍ରଧାନ ଶିକ୍ଷକ ଭରତ ହରିପାଲ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ସଭା କୁ ପରାମର୍ଶଦାତା ହୃଷିକେଶ ଚାନ୍ଦ ମଞ୍ଚ ପରିଚାଳନା ସହ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ, ବିଦ୍ୟାଳୟ ର ବରିଷ୍ଠ ସହକାରୀ ଶିକ୍ଷକ ବାମଦେବ ମେହେର ଧନ୍ୟବାଦ ଅର୍ପଣ କରିଥିଲେ l ମହଦା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପରାମର୍ଶ ଦାତା ଜଗଦୀଶ ଦାଶ ଓ କୈରାଝୁଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପରାମର୍ଶ ଦାତା ଜିତେନ୍ଦ୍ର ପରଡିଆ, ଶିକ୍ଷକ ଦିଲ୍ଲୀପ ପଣ୍ଡା, ଶିବରାମ ଚାନ୍ଦ, ନରେନ୍ଦ୍ର ନାଗ, ସତ୍ୟ ନାରାୟଣ ମେହେର, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶ୍ରୀଯୁକ୍ତ ରଞ୍ଜନ ପଧାନ, ସଭ୍ୟ କୁମାର ଖୁରା, ବିନୋଦ ମହାପାତ୍ର ପ୍ରମୁଖ ସାହାଯ୍ୟ ସହଯୋଗ କରିଥିଲେ l ଛାତ୍ର ଛାତ୍ରୀ ଙ୍କ ମଧ୍ୟରେ ଉଭୟ ୟୁନିଟ ର ଚେୟାରମ୍ୟାନ ଭାବେ ଚିକୁ ବେହେରା ଓ ବଲ୍ଲଭି ମହାପାତ୍ର, ଭାଇସ ଚେୟାରମ୍ୟାନ ଭାବେ ତରଣୀ ପଧାନ ଓ ମନୀଷା ଗହୀର, ସମ୍ପାଦକ ଭାବେ ସିକିତା ପଧାନ ଓ ରଜତ ବେହେରା, ଯୁଗ୍ମ ସମ୍ପାଦକ ଭାବେ ଶିଳ୍ପୀ ବେହେରା ଓ ପିୟୁଷ ବେହେରା, କମlଣ୍ଡର ଭାବେ ସଂଗୀତl ଭୋଇ ଓ ତ୍ରିଲୋଚନ ପେରା, ଭାଇସ କମlଣ୍ଡର ଭାବେ ସବ୍ୟାସିନୀ ମେହେର ଓ ଥବିର ବେହେରା ମନୋନୀତ ହୋଇଥିଲେ l ଜୁନିଅର ମାନଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ର ଆୟୋଜନ କରା ଯାଇଥିବା ବେଳେ ଲୋକଙ୍କ ମଧ୍ୟରେ ରେଡ଼କ୍ରସ ପ୍ରତି ସଚେତନ ଉଦ୍ଦେଶ୍ୟ ରେ ଏକ ଶାନ୍ତି ଶୋଭାଯାତ୍ରା ର ଆୟୋଜନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026

You Might Also Like