-+91-9937148622 |

prerana_bgr@rediffmail.com |

  Thursday 11th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   (11-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ    (11-Jun-2026)       ||      ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   (11-Jun-2026)       ||      ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   (11-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ    (10-Jun-2026)       ||      *ସଫଳ ଓ ସୁଶାସନ ପାଇଁ ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କରି କଣ୍ଟାମାଳ ବ୍ଳକ ରକ୍ସା ଗାଁ ରେ ପୂଜା ଅର୍ଚ୍ଚନା*-   (10-Jun-2026)       ||      ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-Jun-2026)       ||      *କାଳବୈଶାଖୀ କ୍ଷତିଗ୍ରସ୍ତଙ୍କୁ ପଲିଥିନ ବଣ୍ଟନ*   (10-Jun-2026)       ||      ଟୋକନ୍ ସମସ୍ୟା: ଶୁକ୍ରବାର ସୁଦ୍ଧା ସମାଧାନ ନହେଲେ ରାସ୍ତାରୋକ କରିବ ଓଡ଼ିଶା ରାଜ୍ୟ କୃଷକ ସଂଗଠନ   (10-Jun-2026)       ||      ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-Jun-2026)       ||      କୁସଙ୍ଗ ହାଇସ୍କୁଲରେ ନୂତନ ପ୍ରଧାନ ଶିକ୍ଷକ କାହ୍ନୁ ଚରଣ ଧରୁଆଙ୍କୁ ଭବ୍ୟ ସ୍ୱାଗତ ଓ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସର୍ଜନ ନେଗୀଙ୍କୁ ସମ୍ବର୍ଦ୍ଧନା    (10-Jun-2026)       ||      ଗାନ୍ଧୀ ନଗର ପଡା ରାସ୍ତା ଦୁର୍ଘଟଣା ପ୍ରସଙ୍ଗ: କଠୋର କାର୍ଯ୍ୟାନୁଷ୍ଠାନ ଓ ଆର୍ଥିକ ସହାୟତା ଦାବିରେ ଥାନାର ଦ୍ୱାରସ୍ଥ ହେଲା ବିଜେଡ଼ି    (10-Jun-2026)       ||      *ଖୁଡୁଖୁଡି ଖେଳ ଉପରେ ଚଢାଉ, ୫ ଗିରଫ*   (10-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ   (10-Jun-2026)       ||      ଦୁର୍ଘଟଣାରେ ମାଁ ଝିଅ ମୃତ୍ୟୁ ଘଟଣା, ମୃତକଙ୍କ ପରିବାରଙ୍କୁ ଭେଟିଲେ ନରସିଂହ♦️ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ସାହାଯ୍ୟ ପାଇଁ ଚିଠି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ କଲେ ଅନୁରୋଧ   (10-Jun-2026)       ||      ସମାଜସେବୀ ଶ୍ରୀଧର ସାହୁ ଙ୍କୁ ନର୍ଲା ପ୍ରେସ ଆଶ୍ସୋସିଏସନ ଦ୍ୱାରା ସମ୍ମାନିତ   (10-Jun-2026)       ||      ବଲାଙ୍ଗୀର ସହରରେ କ୍ରମବର୍ଦ୍ଧିଷ୍ଣୁ ରାସ୍ତା ଦୁର୍ଘଟଣା ଜନିତ ସମସ୍ୟାକୁ ନେଇ,   ଏନ୍‌ଏଚ୍ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ସାକ୍ଷାତ କଲା ବଲାଙ୍ଗୀର ଜିଲା ସିଭିଲ ସୋସାଇଟି   (10-Jun-2026)       ||      *ନୂଆପଡ଼ା ଜିଲ୍ଲାରେ ରବି ଧାନ ଅଧିଗ୍ରହଣ ଜୋରଦାର: ଗୋଟିଏ ଦିନରେ ୨୧ ହଜାର କ୍ୱିଣ୍ଟାଲରୁ ଅଧିକ ଧାନ କ୍ରୟ, ବିଭିନ୍ନ ମଣ୍ଡିରେ ଧାନ ନ ଉଠିବା ଅଭିଯୋଗ*   (10-Jun-2026)       ||     

HOME   ଜିଲ୍ଲା

ଲାଲା ଲଜପତ ରାୟ ଆଇନ ମହାବିଦ୍ୟାଳୟ ସମ୍ବଲପୁର ର ଶେଷ ବର୍ଷ ଛାତ୍ରୀ ଙ୍କ ଅକାଳ ବିୟୋଗ

12-Aug-2023



ବରଗଡ:- ଲାଲା ଲଜପତ ରାୟ ଆଇନ ମହା ବିଦ୍ୟାଳୟ ସମ୍ବଲପୁର ର ଜନୈକ ଶେଷ ବର୍ଷ ଛାତ୍ରୀ ଙ୍କ ଅକାଳ ବିୟୋଗ ହୋଇ ଯାଇଛି । ସେ ହେଲେ ବରଗଡ ଜିଲା ପାଇକମାଲ ବ୍ଲକ ଜର୍ଜଗଡ଼ ଗ୍ରାମର ଅନିତା ପ୍ରଧାନ (୨୨) ତାଙ୍କ ପିତା ପୁରୁଷୋତ୍ତମ ପ୍ରଧାନ ଶ୍ରୀ ନୃସିଂହନାଥ ମନ୍ଦିରର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବରେ କାର୍ଯ୍ୟରତ ଅଛନ୍ତି । ତାଙ୍କର ସାନ ଝିଅ ଅନିତାକୁ ଭଲ ନ ଲାଗିବାରୁ ବୁଧବାର ବିକାଶ ଘରୋଇ ନର୍ସିଂ ହୋମରେ ଚିକିତ୍ସା କରାଇଥିଲେ ଓ ଟାଇଫଏଡ଼ ବୋଲି ଜଣା ପଡିଥିଲା। ପରେ ତାଙ୍କୁ ବୁର୍ଲା ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା  । ସେଠାରେ ଚିକିତ୍ସାଧୀନ ଅବସ୍ଥା ରେ ଶୁକ୍ରବାର ମଧ୍ୟ ରାତ୍ରରେ ଅନିତାର ଅକାଳ ବିୟୋଗ ହୋଇଥିଲା । ତାଙ୍କର ଶେଷକୃତ୍ୟ ସମ୍ପନ୍ନ ନିଜ ଗ୍ରାମ ଜର୍ଜଗଡ଼ରେ ହୋଇଛି । ତାଙ୍କର ବାପା ଶ୍ରୀ ପ୍ରଧାନ ମୁଖାଗ୍ନି ଦେଇ ଥିବା ବେଳେ ତାଙ୍କର ସବାଧାର ରେ ସହ ସହ ଲୋକ ଏକତ୍ରିତ ହୋଇ ଥିଲେ । ଅନିତା ଜଣେ ମେଧାବୀ ଛାତ୍ରୀ ଥିବାବେଳେ ମେଳାପୀ ମିଷ୍ଟଭାଷୀ ଓ ଭଗବାନ ନୃସିଂହନାଥଙ୍କ ଭକ୍ତଥିଲେ ।ତାଙ୍କ ବିୟୋଗରେ ଅଂଚଳରେ ଶୋକର ଛାୟା ଖେଳିଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   11-Jun-2026
  ଜିଲ୍ଲା  
ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ   11-Jun-2026
  ରାଜ୍ୟ  
ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   11-Jun-2026
  ଜିଲ୍ଲା  
ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   11-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   10-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   10-Jun-2026
  ଜିଲ୍ଲା  
ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ   10-Jun-2026
  ଜିଲ୍ଲା  
*ସଫଳ ଓ ସୁଶାସନ ପାଇଁ ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କରି କଣ୍ଟାମାଳ ବ୍ଳକ ରକ୍ସା ଗାଁ ରେ ପୂଜା ଅର୍ଚ୍ଚନା*-   10-Jun-2026
  ଜିଲ୍ଲା  
ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-Jun-2026
  ଜିଲ୍ଲା  
*କାଳବୈଶାଖୀ କ୍ଷତିଗ୍ରସ୍ତଙ୍କୁ ପଲିଥିନ ବଣ୍ଟନ*   10-Jun-2026
  ଜିଲ୍ଲା  
ଟୋକନ୍ ସମସ୍ୟା: ଶୁକ୍ରବାର ସୁଦ୍ଧା ସମାଧାନ ନହେଲେ ରାସ୍ତାରୋକ କରିବ ଓଡ଼ିଶା ରାଜ୍ୟ କୃଷକ ସଂଗଠନ   10-Jun-2026
  ଜିଲ୍ଲା  
ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-Jun-2026

You Might Also Like